Browsing Category

Politics

All politics-related news information will be uploaded here in daily besis

ପ୍ରମିଳା ମଲ୍ଲିକ ବନିଲେ ପ୍ରଥମ ମହିଳା ବାଚସ୍ପତି

ଭୁବନେଶ୍ୱର: ପ୍ରଥମ ମହିଳା ବାଚସ୍ପତି ହେଲେ ପ୍ରମିଳା ମଲ୍ଲିକ। ବାଚସ୍ପତି ଭାବେ ଦାୟିତ୍ଵ ଗ୍ରହଣ ପରେ ପ୍ରମିଳାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୃହର ସମସ୍ତ ସଦସ୍ୟଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସମସ୍ତ ସଦସ୍ୟ ଗୃହର ମର୍ଯ୍ୟାଦା ରକ୍ଷା କରିବା…

ରାଜ୍ୟସଭାରେ ପାରିତ ହେଲା ମହିଳା ସଂରକ୍ଷଣ ବିଲ୍

ନୂଆଦିଲ୍ଲୀ: ରାଜ୍ୟସଭାରେ ପାରିତ ହେଲା ନାରୀ ଶକ୍ତି ବନ୍ଦନ ଅଧିନିୟମ ବିଲ୍। ଆଜି ଗୃହରେ ଉପସ୍ଥିତ ଥିବା ସମସ୍ତ ସାଂସଦ ବିଲ୍ ସମପକ୍ଷରେ ଭୋଟ୍ ଦେଇଛନ୍ତି । ବିଲ୍ ସପକ୍ଷରେ ପଡ଼ିଛି ୨୧୫ ଭୋଟ । ବିଲ୍ ବିରୋଧରେ ଗୋଟିଏ ବି ଭୋଟ ପଡ଼ିନାହିଁ । ସର୍ବସମ୍ମତି କ୍ରମେ ରାଜ୍ୟସଭାରେ ବିଲ୍ ପାରିତ…

ବିଜେଡି ଦଳରୁ ବିଦା ହେଲେ ସୌମ୍ୟରଞ୍ଜନ ପଟ୍ଟନାୟକ

ବିଜେଡି ଦଳରୁ ବିଦା ହେଲେ ସୌମ୍ୟରଞ୍ଜନ ପଟ୍ଟନାୟକ । ଏଥିସହିତ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା ମଧ୍ୟ ବହିଷ୍କାର ହୋଇଛନ୍ତି।  ଦଳରୁ ବହିଷ୍କାର ନେଇ ନିଜେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ସୌମ୍ୟ ବାବୁ ନିଜ ଖବରକାଗଜରେ ସମ୍ପାଦକୀୟ ଲେଖି ରାଜ୍ୟ ସରକାରଙ୍କୁ ସମାଲୋଚନା କରି…

ରାଜ୍ୟସଭାରେ ଆଗତ ହେବ ମହିଳା ସଂରକ୍ଷଣ ବିଲ୍

ଆଜି ରାଜ୍ୟସଭାରେ ଆଗତ ହେବ ମହିଳା ସଂରକ୍ଷଣ ବିଲ୍ । ଆସନ୍ତାକାଲି ଶେଷ ଦିବସ ଥିବାରୁ ଆଜି ପାରିତ କରିବାକୁ ପ୍ରୟାସ କରିବେ ସରକାର । ସଂସଦର ସ୍ୱତନ୍ତ୍ର ଅଧିବେଶନର ତୃତୀୟ ଦିବସରେ ଲୋକସଭାରେ ପାରିତ ହୋଇଛି ଏହି ମହିଳା ସଂରକ୍ଷଣ ବିଲ୍ । ସଂସଦ ଓ ବିଧାନସଭାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ…

ବାଚସ୍ପତି ପାଇଁ ନାମାଙ୍କନ ପତ୍ର ଦାଖଲ କରିବେ ପ୍ରମିଳା ମଲ୍ଲିକ

ଭୁବନେଶ୍ବର: ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ହେବେ ବିଧାନସଭାର ନୂଆ ବାଚସ୍ପତି। ଆଜି  ଶ୍ରୀମତୀ ମଲ୍ଲିକ ନାମାଙ୍କନ ପତ୍ର ଦାଖଲ କରିବେ। ଯେହେତୁ ଆଉ କୌଣସି ଦଳ ପ୍ରାର୍ଥୀ ଦେଉନାହାନ୍ତି, ତେଣୁ ସେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି। ଶ୍ରୀମତୀ ମଲ୍ଲିକ ଓଡ଼ିଶା…

ଚାଷୀ ପାଇଲେ କାଳିଆ ସହାୟତା

ଭୁବନେଶ୍ଵର:  ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଆମର ଗୌରବ। ମୋ ରାଜ୍ୟର ଚାଷୀ ପରିବାର ସମ୍ମାନର ସହ, ସ୍ୱାଭିମାନର ସହ ବଂଚୁ ବୋଲି ସେ ଚାହାନ୍ତି। ବିକାଶର ସୁଫଳରେ ଚାଷୀ ସାମିଲ ହେଉ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ…