Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Politics
All politics-related news information will be uploaded here in daily besis
‘ଭାରତ ଯୋଡ଼ ଯାତ୍ରା’ କଂଗ୍ରେସକୁ କେତେ ଫାଇଦା!
ଆଉ କିଛି ମାସ ପରେ ଦେଶରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ । ଏଥିସହିତ ଚଳିତ ବର୍ଷ ଓଡ଼ିଶା ସମେତ କିଛି ରାଜ୍ୟରେ ବିଧାନସଭା ନିର୍ବାଚନ ମଧ୍ୟ ହେବ । ତେବେ ଏହା ମଧ୍ୟରେ କଂଗ୍ରେସର ଷ୍ଟାର ଲିଡର ତଥା ବରିଷ୍ଠ ନେତା ରାହୁଲ ଗାନ୍ଧିଙ୍କ ନେତୃତ୍ୱରେ ‘ଭାରତ ଯୋଡ଼ ଯାତ୍ରା’ ଆରମ୍ଭ ହୋଇଯାଇଛି ।…
ଦଳ ଛାଡ଼ିଲେ କଂଗ୍ରେସ ନେତା ମିଲିନ୍ଦ ଦେଓରା
ଜଣଙ୍କ ପରେ ଜଣେ କଂଗ୍ରେସ ନେତା ଜଳ ଛାଡି ଚାଲିଯାଉଛନ୍ତି । ଏହାରି କ୍ରମରେ କଂଗ୍ରେସ ସହ ଦୀର୍ଘ ଦିନର ସମ୍ପର୍କ ଛିନ୍ନ କରିଛନ୍ତି ମିଲିନ୍ଦ ଦେଓରା । ସେ ହେଉଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ମୁରଲୀ ଦେଓରାଙ୍କ ପୁଅ । ସେ କହିଛନ୍ତି ଆଜିଠାରୁ କଂଗ୍ରେସ ସହ ତାଙ୍କ ପରିବାରର ଥିବା ୫୫ ବର୍ଷର…
ଆଜିଠାରୁ କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା
ନୂଆଦିଲ୍ଲୀ: ଭାରତ ଯୋଡ଼ୋ ଯାତ୍ରା ପରେ ଆଜିଠୁ କଂଗ୍ରେସ କରିବ ଭାରତ ଯୋଡୋ ନ୍ୟାୟ ଯାତ୍ରା । ତେବେ ଏହି ଯାତ୍ରାରେ ଇଣ୍ଡିଆ ମେଣ୍ଟର ନେତା ମାନେ ଯୋଗ ଦେବେ କି ନାହିଁ ତାହା ଜଣାପଡିନାହିଁ ।ରାହୁଲ ଗାନ୍ଧୀ କନ୍ୟାକୁମାରୀଠାରୁ କାଶ୍ମୀର ପର୍ଯ୍ୟନ୍ତ ୪୫୦୦ କିଲୋମିଟର ବ୍ୟାପୀ ‘ଭାରତ ଯୋଡ଼ୋ…
ସଂଯୋଜକ ପାଇଁ ମନାକଲେ ନୀତୀଶ କୁମାର
ଦୀର୍ଘ ସମୟ ପରେ, I-N-D-I-A ମେଣ୍ଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା, କିନ୍ତୁ ଏପର୍ଯ୍ୟନ୍ତ କୌଣସି ବଡ଼ ନିଷ୍ପତ୍ତି ନିଆଯାଇ ନାହିଁ। କୁହାଯାଉଥିଲା ଯେ ନୀତୀଶ କୁମାରଙ୍କୁ ଏହି ବୈଠକରେ ଇଣ୍ଡିଆ ମେଣ୍ଟର ସଂଯୋଜକ କରାଯାଇପାରେ, କିନ୍ତୁ ତାହା ହୋଇପାରିଲା ନାହିଁ। ସୂଚନା ମୁତାବକ ନୀତୀଶ…
ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ‘କୃଷି ଓଡ଼ିଶା-୨୦୨୪’
ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ‘କୃଷି ଓଡ଼ିଶା-୨୦୨୪’ । ଭୁବନେଶ୍ବରରେ ହେବ ମହିଳାଙ୍କ ବିଶାଳ ସମାବେଶ । ୧୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମାବେଶକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାମିଲ ହେବେ ୫ ହଜାର ମହିଳା ଚାଷୀ, ୨ ହଜାର ଏସଏଚଜି ମହିଳା ଓ…
ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ସାମିଲ ହେବନି କଂଗ୍ରେସ
ନୂଆଦିଲ୍ଲୀ: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଆମନ୍ତ୍ରଣ ପତ୍ରକୁ ପ୍ରତ୍ୟାଖ୍ୟାନ କରିଛି କଂଗ୍ରେସ। ଜାନୁଆରୀ ୨୨ ରେ ଅଯୋଧ୍ୟାରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ସୋନିଆ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖଡଗେଙ୍କ ସମେତ କୌଣସି କଂଗ୍ରେସ ନେତା ଯିବେ ନାହିଁ। କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ…
ରାଜନୀତିରେ ନୂଆ ଚର୍ଚ୍ଚା
ବିଜେପି ପୁଣିଥରେ ସାଂସଦ ଜୁଏଲ୍ ଓରାମଙ୍କୁ ହିଁ ପ୍ରାର୍ଥୀ କରିବ ବୋଲି ସମସ୍ତଙ୍କର ଧାରଣା ରହିଥିଲା। କାରଣ ଟାଣୁଆ ଆଦିବାସୀ ନେତା ଜୁଏଲ୍ ଏହି ଆସନରୁ ସିରିଜ ବିଜୟ ସହ ୨୦୧୯ରେ ରେକର୍ଡ ଭୋଟରେ ଜିତିଥିଲେ। କିନ୍ତୁ ଏବେ ସମସ୍ତଙ୍କୁ ଚମକାଇ ଦେଲା ଭଳି ଏକ ଖବର ପଦାକୁ ଆସିଛି। ୫ ପାଳିର…
ନବରଙ୍ଗପୁର ରାଇଘର ଗସ୍ତରେ ଭି କେ ପାଣ୍ଡିଆନ୍
ଉମରକୋଟ: 5T ତଥା ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ଙ୍କ ନବରଙ୍ଗପୁର ଜିଲ୍ଲାର ରାଇଘର ଗସ୍ତ । ସଭାରେ ପ୍ରାୟ ୪୫ ମିନିଟ ଧରି ଉପସ୍ଥିତ ରହିବା ପରେ ସେ ଲକ୍ଷ୍ମୀପୁରକୁ ଗସ୍ତ କରିବେ ବୋଲି ସୂଚନା ମିଳିଛି । ଗତ ଦୁଇ ଦିନ ଧରି ଜିଲ୍ଲାସ୍ତରୀୟ ଅଧିକାରୀ ତଥା ଜିଲ୍ଲା…
ବଳଭଦ୍ର ମାଝୀ ବିଜେଡିରୁ ଇସ୍ତଫା ଦେଲେ
ଭୁବନେଶ୍ୱର: ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ବଳଭଦ୍ର ମାଝୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ବିଜେଡି ଉପରେ ବର୍ଷିଛନ୍ତି । ତେବେ ଇସ୍ତଫା ଦେବା ପରେ ସେ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଇଚ୍ଛା କରିଥିଲି । କିନ୍ତୁ ଭେଟିବାକୁ ଦିଆଗଲାନି…
ହେଭିଓ୍ବେଟ୍ ନେତାମାନେ ସାଂସଦ ପ୍ରାର୍ଥୀ ହେବାକୁ ପ୍ରସ୍ତାବ
କଂଗ୍ରେସ ରାଜନୈତିକ ବ୍ୟାପାର କମିଟି ବୈଠକରେ ମଧ୍ୟ ୨୦୨୪ରେ ଓଡ଼ିଶାର ବରିଷ୍ଠ କଂଗ୍ରେସ ନେତାମାନେ ସାଂସଦ ପ୍ରାର୍ଥୀ ହେବା ନେଇ ଆଲୋଚନା ହୋଇଛି । ସୁରେଶ ରାଉତ କହିଛନ୍ତି, ବରିଷ୍ଠ ନେତାମାନେ ନିର୍ବାଚନ ନ ଲଢ଼ିବା ଉଚିତ। ଯାହାକୁ ନେଇ କଂଗ୍ରେସ ଶିବିର ଉଷ୍ମ ହୋଇଛି । ସାଂଗଠନିକ…