Browsing Category

Politics

All politics-related news information will be uploaded here in daily besis

ନୂଆପଡ଼ା ନିର୍ବାଚନରେ କିଏ ଜିତିବ ?

ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଭାବେ ଜୟ ଢୋଲକିଆ ଜିତିବେ । ଏନେଇ ସ୍ପଷ୍ଟ କଥା କହିଛନ୍ତି ରାଜ୍ୟସଭା ସାଂସଦ ସୁଜିତ କୁମାର । ତାଙ୍କ କହିବା କଥା ଜୟଙ୍କ ନାମ ଚୂଡ଼ାନ୍ତ ହୋଇସାରିଛି । ୧୬ ତାରିଖରେ ଜୟ ନାମାଙ୍କନ ଭରିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଦଳର ଅନ୍ୟ ବରିଷ୍ଠ…

ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା

ନୂଆପଡ଼ା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ଏଥିସହିତ ଆଜିଠୁ ନାମାଙ୍କନ କରିପାରିବେ ପ୍ରାର୍ଥୀ । ଜୟ ଢ଼ୋଲକିଆ ବିଜେପିର ପ୍ରାର୍ଥୀ ହେବ ଥୟ । ଘାସିରାମ ମାଝୀ କଂଗ୍ରେସ ପ୍ରାର୍ଥୀ ହେବେ । ବିଜେଡ଼ି ଆଜି ନାମ ଘୋଷଣା କରିପାରେ ।  ତେବେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ…

ଗାଜାରେ ଦୁଇ ବର୍ଷ ଧରି ଚାଲିଥିବା ଘମାଘୋଟ ଯୁଦ୍ଧ ଶେଷ ହେବ

ଗାଜାରେ ଦୁଇ ବର୍ଷ ଧରି ଚାଲିଥିବା ଘମାଘୋଟ ଯୁଦ୍ଧରେ ହୋଇଛି ଶେଷ । ଏନେଇ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ।  ଗାଜାରେ ଦୁଇ ବର୍ଷ ଧରି ଚାଲିଥିବା ଘମାଘୋଟ ଯୁଦ୍ଧରେ ହୋଇଛି ଶେଷ ଆଜି ଶାନ୍ତି ପ୍ରସ୍ତାବରେ ସ୍ବାକ୍ଷର କରିବେ ଇସ୍ରାଏଲ ଏବଂ ହମାସ। ଇଜିପ୍ଟର ଶାର୍ମ…

ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍‌ଆଇଆର୍) କରାଯିବ

ବିହାର ପରେ ନିର୍ବାଚନ ଆୟୋଗ (ଇସି) ବର୍ତ୍ତମାନ ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର   ସଂଶୋଧନ (ଏସ୍‌ଆଇଆର୍) କରିବେ। ନିର୍ବାଚନ ଆୟୋଗର ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ବିହାର ପରେ ୨୦୨୬ରେ ବିଧାନସଭା ନିର୍ବାଚନ ହେବାକୁ ଥିବା ରାଜ୍ୟରୁ ଦେଶରେ ଏସ୍‌ଆଇଆର ଆରମ୍ଭ…

ଢୋଲକିଆଙ୍କ ସମର୍ଥକଙ୍କ ରାଲି

ସସ୍‌ପେନ୍ସ ବଢ଼ାଉଛି ଜୟ ଢୋଲକିଆଙ୍କ ସମର୍ଥକଙ୍କ ରାଲି। ନୂଆପଡ଼ା ଖରିଆର ରୋଡରେ ଜୟ ଢୋଲକିଆ ସମର୍ଥକ ବଡ଼ ରାଲି କରିଛନ୍ତି। କୌଣସି ଦଳର ପତାକା ନ ନେଇ ବଡ଼ ରାଲି ସହ ସଭା ମଧ୍ୟ କରିଛନ୍ତି। ଆମେ ଢୋଲକିଆଙ୍କ ପରିବାର ସହ ଅଛୁ କହି ନାରାବାଜି ଦେଇଛନ୍ତି। ତେବେ ଏପଟେ ଜୟ ଭାଜପାରେ ମିଶିବା ନେଇ…

ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ

ନୂଆପଡ଼ା ଉପନିର୍ବାଚନ ତାରିଖ ଘୋଷଣା ହେବା ପରେ ରାଜନୀତି ସରଗରମ ହେବାରେ ଲାଗିଛି। ନୂଆପଡ଼ା ଗସ୍ତରେ ଥିବା ପିସିସି ସଭାପତି ଭକ୍ତଚରଣ ଦାସ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ଉପନିର୍ବାଚନ ଜିତିବା ପାଇଁ ମୁଖ୍ୟମନ୍ତ୍ରୀ ସୋମବାର ନୂଆପଡ଼ା ଗସ୍ତ କରି ୧୧୦୦ କୋଟି ଟଙ୍କା ପ୍ରକଳ୍ପ…

ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଅଶାନ୍ତି ସୃଷ୍ଟି କରୁଥିବା ଲୋକଙ୍କୁ ବାନ୍ଧିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡ଼ିଶା ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ। ହେଲେ କିଛି ଗୋଷ୍ଠୀ ରାଜ୍ୟର ଛବିକୁ ମଳିନ କରିବା ପାଇଁ ଉଦ୍ୟମ କରୁଛନ୍ତି। ତାହା କରିବାକୁ ଦିଆଯିବ ନାହିଁ। ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ସୃଷ୍ଟି କରୁଥିବା…

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଥମ ଦଳ ଭାବେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି,ଘାସିରାମ ମାଝୀଙ୍କୁ ଦଳ ପ୍ରାର୍ଥୀ କରିଛି

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଥମ ଦଳ ଭାବେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ଘାସିରାମ ମାଝୀଙ୍କୁ ଦଳ ପ୍ରାର୍ଥୀ କରିଛି। ଶ୍ରୀ ମାଝୀଙ୍କୁ ଦଳର ପ୍ରାର୍ଥୀ ଭାବେ ଏଆଇସିସି ପକ୍ଷରୁ ନାମ ଘୋଷଣା କରାଯାଇଛି।ଆସନ୍ତା ନଭେମ୍ବର ୧୧ ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଗ୍ରହଣ କରାଯିବ। ଏଥି ପାଇଁ…

ଗୁଳିମାଡ଼ରେ ବିଜେପି ନେତା ପୀତବାସ ପଣ୍ଡା।ଙ୍କ ମୃତ୍ୟୁ

ବ୍ରହ୍ମପୁରରେ ଗୁଳିମାଡ଼ର ଶିକାର ହୋଇଛନ୍ତି ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା। ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ଏମ୍‌କେସିଜିରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମାନଗରଠାରେ ତାଙ୍କୁ ଗୁଳିମାଡ଼…

ବିହାର ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର: ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ

ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ହେବ  । ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ଆସନ୍ତା ୧୩ରେ ପ୍ରକାଶ ପାଇବ ନୂଆପଡ଼ା ଉପନିର୍ବାଚନ ବିଜ୍ଞପ୍ତି । ନଭେମ୍ବର ୧୪ ତାରିଖରେ ଭୋଟ୍ ଗଣତି ହେବ। ସେପଟେ  ବିହାର ବିଧାନସଭା ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା କରିଛନ୍ତି ମୁଖ୍ୟ…