Browsing Category

Politics

All politics-related news information will be uploaded here in daily besis

ଦୁଇ ଦଶନ୍ଧୀ ଧରି କ୍ଷମତା ଭୋଗ କରିବା ପରେ ମୁଖ୍ୟମନ୍ତ୍ରୀ ଆସନ ଛାଡିଛନ୍ତି ନୀତୀଶ

ସରିଲା ନୀତୀଶ ଯୁଗ। ଦୀର୍ଘ ୨୦ ବର୍ଷ ପରେ ନୀତୀଶଙ୍କୁ ଛାଡିବାକୁ ପଡିଲା ମୁଖ୍ୟମନ୍ତ୍ରୀ ଆସନର ମୋହ। ଯେଉଁ ଆସନ ମୋହ ପାଇଁ ରାଜନୀତିରେ ସେ ପଲଟୁରାମ ନାଁରେ ବଦନାମ ହୋଇଛନ୍ତି, ଶେଷରେ ଦୁଇ ଦଶନ୍ଧୀ ଧରି କ୍ଷମତା ଭୋଗ କରିବା ପରେ ଆସନ ଛାଡିଛନ୍ତି ନୀତୀଶ। ଏବେ ସେ ଖାଲି ପରାମର୍ଶଦାତାର ଭୂମିକା…

କଂଗ୍ରେସ-ବିଜେଡି ଏକାଠି ନିର୍ବାଚନ ଲଢିଲେ ଗଣତାନ୍ତ୍ରିକ ବ୍ୟବସ୍ଥା ଆହୁରି ସୁଦୃଢ ହେବ-ରାଜ୍ୟ ବିଜେପି ସଭାପତି ମନମୋହନ…

ଆମେ ଚାହୁଁଛୁ କଂଗ୍ରେସ-ବିଜେଡି ଏକାଠି ହୋଇ ନିର୍ବାଚନ ଲଢନ୍ତୁ । ଦୁଇ ଜଣ ଏକାଠି ନିର୍ବାଚନ ଲଢିଲେ ଗଣତାନ୍ତ୍ରିକ ବ୍ୟବସ୍ଥା ଆହୁରି ସୁଦୃଢ ହେବ । ସବୁ ଦଳ ମିଶି ଶକ୍ତିଶାଳୀ ବିରୋଧୀ ଦଳ ତିଆରି କରନ୍ତୁ । ରାଜ୍ୟ ପାଇଁ ଭଲ ହେବ ବୋଲି କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।…

୩୩% ମହିଳା ସଂରକ୍ଷଣ ଦେଶକୁ ଏକ ନୂଆ ଦିଗ ଦେବ- ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ନାରୀ ଶକ୍ତି ବନ୍ଦନ : ସଶକ୍ତ ନାରୀ, ସଶକ୍ତ ଭାରତ । ନାରୀ ଅଧିକାର ପାଇଁ ୭ ସୂତ୍ରୀ କହିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସମ୍ମାନ, ସୁରକ୍ଷା, ସମାନତା, ସହଭାଗିତା, ଶସକ୍ତିକରଣ, ସ୍ବାବଲମ୍ବନ ଏବଂ ସମ୍ମାନଜନକ ନେତୃତ୍ବ । ୩୩% ମହିଳା ସଂରକ୍ଷଣ ଦେଶକୁ ଏକ ନୂଆ ଦିଗ ଦେବ ଓ ଏହା…

ରାଜ୍ୟସଭାରେ ସଂସଦ ସଦସ୍ୟ ଭାବରେ ଶପଥ ଗ୍ରହଣ କଲେ ବିହାରର ନୀତିଶ କୁମାର

ବିହାରର ନୀତିଶ କୁମାର ଏବେ ଦିଲ୍ଲୀର ହେଲେ। ବିହାର ମୁଖ୍ୟମନ୍ତ୍ରୀ ଏବଂ ଜନତା ଦଳ (ସଂଯୁକ୍ତ) ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିଶ କୁମାର ଶୁକ୍ରବାର ରାଜ୍ୟସଭାରେ ଏକ ନୂତନ ଇନିଂସ ଆରମ୍ଭ କରୁଛନ୍ତି। ଆଜି ଅପରାହ୍ନ ୧୨:୧୨ ସମୟରେ ସେ ରାଜ୍ୟସଭାରେ ସଂସଦ ସଦସ୍ୟ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି…

ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫାକୁ ଗ୍ରହଣ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫାକୁ ଗ୍ରହଣ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଗ୍ରହଣ…

ଦଳ ବିରୋଧୀ କାମ ଯିଏ କରିବ, ବିଦା ହେବ- ବିଧାୟିକା ପ୍ରମିଳା ମଲ୍ଲିକ

କଣ ହେବାକୁ ଯାଉଛି କି ବଡ଼ ପରିବର୍ତ୍ତନ? ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଚର୍ଚ୍ଚା ପ୍ରବଳ । ବିଶେଷ କରି ପ୍ରମିଳାଙ୍କ ସରକାରୀ ବାସଭବନରେ ବସିଥିଲା ସରକାରୀ ବୈଠକ । ତେବେ ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା । ବିଧାୟିକା ପ୍ରମିଳା ମଲ୍ଲିକ କହିଛନ୍ତି ନବୀନ…

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡ଼ିରୁ ନିଲମ୍ବିତ ହେଲା ମଞ୍ଜୁଲତା ମଣ୍ଡଳ ଓ ମୁକ୍ତିକାନ୍ତ ମଣ୍ଡଳ

ବିଜେଡିର ପୁଣି ବଡ଼ ଆକ୍ସନ । ମଞ୍ଜୁଲତା ମଣ୍ଡଳ ଓ ମୁକ୍ତିକାନ୍ତ ମଣ୍ଡଳ ବିଜେଡିରୁ ନିଲମ୍ବିତ । ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ବିଜେଡିରୁ ସସ୍ପେଣ୍ଡ ହୋଇଛନ୍ତି । ସେହିଭଳି ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଦଳରୁ ନିଲମ୍ବିତ ହୋଇଛନ୍ତି । ଉଭୟ ଦଳବିରୋଧୀ କାର୍ଯ୍ୟ…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ଜିଲ୍ଲା ବୁଲିବେ ନବୀନ ପଟ୍ଟନାୟକ, ବିଜେଡି ଠାରୁ ଦୁରେଇ ଯାଇଥିବା ଲୋକଙ୍କୁ ଫେରାଇ ଆଣିବା…

ଜିଲ୍ଲା ବୁଲିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପଞ୍ଚାୟତ ନିର୍ବାଚନ ପୂର୍ବରୁ ଜିଲ୍ଲା ବୁଲିବେ ନବୀନ ପଟ୍ଟନାୟକ । ଅକ୍ଟୋବର ଓ ନଭେମ୍ବରରେ ନବୀନ ଜିଲ୍ଲା ବୁଲିବେ। ବିଧାୟକମାନଙ୍କ ସହ ବି ଏ ନେଇ ନବୀନ ଆଲୋଚନା କରିଛନ୍ତି । ଦଳ ଛାଡିଥିବା ନେତା ବି ଆଗକୁ ପୁଣି ଫେରିବେ ।ସାଧାରଣ…

ଦିଲ୍ଲୀ ବୁଲିବା ସହ ଆମର AICC ଅଧକ୍ଷ ମାଲିକର୍ଜୁନ ଖଡ୍‌ଗେଙ୍କୁ ମଧ୍ୟ ଭେଟିଲୁ : କଂଗ୍ରେସ ବିଧାୟକ ମଙ୍ଗୁ ଖିଲ

ନୂଆ ଏବଂ ପୁରୁଣା ବିଧାୟକ ମିଶି ଦିଲ୍ଲୀ ଯାଇଥିଲୁ । ଆମ ବିଧାୟକ ଦଳ ନେତାଙ୍କ ପ୍ରଦର୍ଶନ ବିଧାନସଭାରେ ବଢିଆ ରହିଛି । ଆମେ ବି ତାଙ୍କୁ ସହଯୋଗ କରୁଛୁ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ମଙ୍ଗୁ ଖିଲ । ଗତ ୩୧ ତାରିଖରେ ରାଜ୍ୟ କଂଗ୍ରେସର ୬ ଜଣ ବିଧାୟକ ଏକାଠି ଦିଲ୍ଲୀ ଗସ୍ତରେ ଯାଇଥିଲେ ।…

ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କୁ ମାନସିକ ଚିକିତ୍ସା ଆବଶ୍ୟକ – ନବୀନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଉପରେ ବିଜେପି ସାଂସଦ ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟନାକୁ ନେଇ ବର୍ଷିଲେ ନବୀନ । ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ ବୋଲି କହିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ମାନସିକ ଭାବେ ଅସୁସ୍ଥ ଅଛନ୍ତି । ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ…