Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Politics
All politics-related news information will be uploaded here in daily besis
ଆଜିଠୁ ସଂସଦର ମୌସୁମୀ ଅଧିବେଶନ
ଆଜିଠୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । ମୈାସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧିବେଶନରେ ସମସ୍ତ ସାଂସଦ ଭାଗନେବାକୁ ଅନୁରୋଧ କରିଛନ୍ତି । ସବୁ ଦଳ ଏବଂ ସାଂସଦଙ୍କୁ ଏହି ଅଧିବେଶନରେ ଜନହିତକର କାର୍ଯ୍ୟରେ ସହଯୋଗ କରିବା ପାଇଁ ଆହ୍ବାନ ଦେଇଛନ୍ତି ।…
ଏନଡିଏ ବୈଠକରେ ପ୍ରଧାନମନ୍ତ୍ରୀ ବିରୋଧୀ ମେଣ୍ଟକୁ କଲେ ଟାର୍ଗେଟ୍
ନୂଆଦିଲ୍ଲୀ: ମଙ୍ଗଳବାର ଦିନ ବେଙ୍ଗାଲୁରୁରେ ବିରୋଧୀ ଦଳମାନଙ୍କ ବୈଠକ ପରେ ସଂଧ୍ୟାରେ ଦିଲ୍ଲୀରେ ଏନଡିଏର ବୈଠକ ହୋଇଥିଲା । ଏନଡିଏ ବୈଠକରେ ୩୮ଟି ଦଳ ଯୋଗ ଦେଇଥିଲେ । ମୋଦୀ ପହଞ୍ଚିବା ପରେ ଏନଡିଏର ବୈଠକ ଆରମ୍ଭ ହୋଇଥିଲା । ବୈଠକରେ ବିରୋଧୀ ମେଣ୍ଟକୁ ନେଇ କଟାକ୍ଷ କରିଥିଲେ…
ବିରୋଧୀ ମେଣ୍ଟ ଦଳ ନାମ ବଦଳି ହେଲା ‘ଇଣ୍ଡିଆ’
ଆଜି ବେଙ୍ଗାଲୁରୁରେ ଅନୁଷ୍ଠିତ ହୋଇଥିବା ମେଗା ବିରୋଧୀ ବୈଠକରେ ଦଳର ନୂତନ ନାମ ସ୍ଥିର ହୋଇଛି। ୨୦ରୁ ଅଧିକ ଦଳ ଯୋଗ ଦେଇଥିବା ଏହି ବୈଠକରେ ୟୁପିଏର ନୂଆ ନାମ ‘ଇଣ୍ଡିଆ’ ହୋଇଛି। ନୂଆ ନାମକରଣ ସଂପର୍କରେ କଂଗ୍ରେସ ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ କହିଥିଲେ ଯେ ‘ଦଳ କେବଳ ଏହି ଗୋଟାଏ…
ଆଜି ସନ୍ଧ୍ୟାରେ ବିଜେଡି ସଂସଦୀୟ ଦଳ ବୈଠକ
ଭୁବନେଶ୍ୱର : ସଂସଦର ମୌସୁମୀ ଅଧିବେଶନ ପାଇଁ ଆଜି ବସିବ ବିଜେଡିର ସଂସଦୀୟ ଦଳ ବୈଠକ । ସଂସଦର ମୌସୁମୀ ଅଧିବେଶନରେ ଉଭୟ ଗୃହରେ ଦଳ କେଉଁ କେଉଁ ପ୍ରସଙ୍ଗ ସବୁ ଉଠାଇବ ତା ଉପରେ ଆଲୋଚନା ହେବ । ବିଶେଷକରି ରାଜ୍ୟ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗକୁ ମୁଖ୍ୟ ମୁଦ୍ଦା କରି ବିଜେଡି ସାଂସଦରେ ହକ୍ ମାଗିବ…
ଜୟଶଙ୍କରଙ୍କ ସମେତ ୧୧ ନେତା ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ
ନୂଆଦିଲ୍ଲୀ: ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର, ତୃଣମୂଳ କଂଗ୍ରେସ ନେତା ଡେରେକ୍ ଓ’ବ୍ରାଏନ୍ଙ୍କ ସମେତ ୧୧ ଜଣ ନେତା ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ ହେବାକୁ ଯାଉଛନ୍ତି। ଜୟଶଙ୍କର ଦ୍ୱିତୀୟ ଥର ପାଇଁ ରାଜ୍ୟ ସଭାକୁ ନିର୍ବାଚିତ ହେବେ। ତାଙ୍କ ବ୍ୟତୀତ ଗୁଜରାଟରୁ ଭାଜପାର…
କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ପରଲୋକ
ନୂଆଦିଲ୍ଲୀ: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଓମେନ ଚାଣ୍ଡିଙ୍କ ପରଲୋକ ହୋଇଛି। ମଙ୍ଗଳବାର ଦିନ ତାଙ୍କ ପରିବାର ତଥା କେରଳ କଂଗ୍ରେସ ସଭାପତି କେ ସୁଧାକରନ ଏ ସଂପର୍କରେ ଘୋଷଣା କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା।ଦୁଇଥର କେରଳର…
ମୁହଁ ଖୋଲିଲେ ଚିରଞ୍ଜୀବ: କଂଗ୍ରେସରେ ଅଛି, ରହିବି
ଭୁବନେଶ୍ୱର: ନିଲମ୍ବନ ଆଦେଶର ଦୁଇ ଦିନ ପରେ କଂଗ୍ରେସ କମିଟି ଉପରେ ଜୋରଦାର ବର୍ଷିଛନ୍ତି ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ମେ 8ରେ ସେ ଯେଉଁ ମତ ରଖିଥିଲେ ତାହା କିଛି ଭୁଲ ନଥିଲା । ଚାହିଁଥିଲେ ସେ ଆଲୋଚନା କରିପାରିଥାନ୍ତେ । ସଚିନ ପାଇଲଟ ତ ପୁଣି ଦଳ ବିରୋଧରେ ଅନେକ କଥା…
ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ
ଭୁବନେଶ୍ବର: ଆସୁଛି ୨୦୨୪ ସାଧାରଣ ନିର୍ବାଚନ । ଓଡ଼ିଶାରେ ଦଳ କିପରି ଭଲ ପ୍ରଦର୍ଶନ କରିବ ସେଥିପାଇଁ ବିଜେପି ରଣନୀତି ପ୍ରସ୍ତୁତ କରୁଛି । ଯେଉଁ ସବୁ ସ୍ଥାନରେ ଗତ ଥର ଦଳ ହାରିଥିଲ, ସେହି ସ୍ଥାନରେ ବିଜେପି କିପରି ବୁଥ୍ ସ୍ତରରେ ମଜବୁତ ହେବ ସେଥିପାଇଁ ଉଦ୍ୟମ ଆରମ୍ଭ କରିଛି। ତେଣୁ ଘନ ଘନ…
ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର ବିଜେପିକୁ ଫେରିଲେ
ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ବିଜେପି । ଅନ୍ୟ ଦଳ ଓ ନେତାଙ୍କୁ ନିଜ ଦଳରେ ମିଶାଉଛି । ଏହି କ୍ରମରେ ବିଜେପି ନେତୃତ୍ୱାଧୀନ ଏନ୍ଡିଏକୁ ଫେରିଲେ ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ତାଙ୍କ ଦଳ ସୁହେଲଦେବ ଭାରତୀୟ…
୬୪ ବିଧାୟକଙ୍କ ବିରୋଧରେ ଅପରାଧିକ ମାମଲା । ୪୬ ଜଣଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ
ରାଜ୍ୟରେ କେଉଁ ବିଧାୟକଙ୍କ ବିରୋଧରେ କେତେ ଅପରାଧିକ ମାମଲା ରହିଛି, ତାର ରିପୋର୍ଟ ପ୍ରକାଶ କରିଛି ଆସୋସିଏସନ ଫର ଡେମୋକ୍ରେଟିକ ରିଫର୍ମ ବା ଏଡିଆର । ଏହି ରିପୋର୍ଟ ଅନୁସାରେ ଓଡ଼ିଶାର ୪୪ ପ୍ରତିଶତ ଅର୍ଥାତ ୬୪ ଜଣଙ୍କ ବିଧାୟକଙ୍କ ବିରୋଧରେ ରହିଛି ଅପରାଧିକ ମାମଲା । ଓଡ଼ିଶାର ୧୪୫…