Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Politics
All politics-related news information will be uploaded here in daily besis
ପ୍ରଦୀପ ପାଣିଗ୍ରାହୀଙ୍କୁ ଜୋରଦାର ବିରୋଧ
ଗୋପାଳପୁର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜୋରଦାର ବିରୋଧ କରାଯାଇଛି । ବ୍ରହ୍ମପୁରରେ ପହଞ୍ଚିବା ପରେ ଲାଗିଲା ଗୋ ବ୍ୟାକ୍ ନାରା । ବିଧାୟକଙ୍କ ଗାଡ଼ିକୁ ଅଟକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ସ୍ଥାନୀୟ ଲୋକେ। ନିଜ ନିର୍ବାଚନମଣ୍ଡଳୀ ଗସ୍ତରେ ବିରୋଧର ସାମନା କରି ହଟହଟା…
ଗଞ୍ଜାମ ହେବ ଶ୍ରେଷ୍ଠ, ସମସ୍ୟାର ସମାଧାନ କରିବାକୁ ଲୋକଙ୍କ ପାଖରେ ପହଞ୍ଚିଛନ୍ତି 5T ସଚିବ
ଗଞ୍ଜାମ: ଗଞ୍ଜାମ ହେବ ଶ୍ରେଷ୍ଠ ଜିଲ୍ଲା । ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଲୋକଙ୍କ ପାଖରେ ପହଞ୍ଚିଛନ୍ତି 5T ସଚିବ ଭିକେ ପାଣ୍ଡିଆନ । ପ୍ରଥମେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବେଗୁନିଆପଡ଼ାରେ ପହଞ୍ଚି ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଲୋକଙ୍କଠାରୁ ଅଭିଯୋଗ ଶୁଣିଛନ୍ତି 5T ସଚିବ…
ମୁଁ ସଭାକୁ ଯିବି: ପ୍ରଦୀପ ପାଣିଗ୍ରାହୀ
ଭୁବନେଶ୍ବର: ଆଜି ଗଞ୍ଜାମ ଜିଲ୍ଲାର ବାଲାଜୀ ବିଦ୍ୟାପୀଠରେ ହେବାକୁ ଥିବା ସଭାରେ ଯୋଗଦେବାକୁ ଭୁବନେଶ୍ବରରୁ ଯିବେ ବୋଲି କହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଡିଜିପି, ମୁଖ୍ୟ ଶାସନ ସଚିବ, ବିଧାନସଭା ସଚିବ, ଖୋର୍ଦ୍ଧା ଏବଂ ଗଞ୍ଜାମ ଏସ୍ପିଙ୍କୁ ଏନେଇ ସୁରକ୍ଷା ଦେବାକୁ…
ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଲେଖାକୁ ନେଇ ଚର୍ଚା
ଭୁବନେଶ୍ବର: ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ସଂପାଦକୀୟ ଲେଖାକୁ ନେଇ ରାଜନୀତି ଜୋର ଧରିଛି । ତାଙ୍କ ଲେଖା ମାଧ୍ୟମରେ ସେ ବିଜେଡି, ମୁଖ୍ୟମନ୍ତ୍ରୀ, ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବଙ୍କୁ ନେଇ ଟାର୍ଗେଟ କରିଛନ୍ତି । ଦଳ ଏବେ ସଚିବଙ୍କ ଉପରେ ନିର୍ଭରଶୀଳ ଥିବା ତାଙ୍କ ଲେଖାରେ ଦର୍ଶାଇଛନ୍ତି…
ପ୍ରଧାନମନ୍ତ୍ରୀଙ୍କ ବିବୃତିକୁ କଡା ସମାଲୋଚନା କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ: ସଂସଦରେ ଅନାସ୍ଥା ପ୍ରସ୍ତାବ ନେଇ ପ୍ରଧାନମନ୍ତ୍ରୀଙ୍କ ବିବୃତିକୁ କଡା ସମାଲୋଚନା କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ୨ ଘଣ୍ଟା ୧୩ ମିନିଟ ଭାଷଣରେ ମାତ୍ର ଦୁଇ ମିନିଟ ମଣିପୁର କଥା କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏଥିରୁ ସ୍ପଷ୍ଟ ଯେ ମଣିପୁରର ସ୍ଥିତି କଣ ସେ…
ମୟୂରଭଞ୍ଜରେ 5T ସଚିବ ଭିକେ ପାଣ୍ଡିଆନ
ମୟୂରଭଞ୍ଜ: ମୟୂରଭଞ୍ଜରେ ବିକାଶର ଅନୁଧ୍ୟାନ କରିବାକୁ ଗ୍ରାଉଣ୍ଡରେ ପହଞ୍ଚିଛନ୍ତି 5T ସଚିବ ଭିକେ ପାଣ୍ଡିଆନ । ଜଶିପୁର ନିର୍ବାଚନମଣ୍ଡଳୀର ମାହାରଦାପଳସା ମିନି ଷ୍ଟାଡିଅମରେ ଲୋକଙ୍କୁ ଭେଟି ଆଲୋଚନା କରିଛନ୍ତି 5T ସଚିବ । ୧୦ ହଜାରରୁ ଅଧିକ ଲୋକଙ୍କଠାରୁ ଅଭିଯୋଗ ଗ୍ରହଣ କରିଛନ୍ତି । ଏସଏଚଜି…
ଆପ୍ ସାଂସଦ ରାଘବ ଚଡ୍ଡା ରାଜ୍ୟସଭାରୁ ନିଲମ୍ବିତ
ନୂଆଦିଲ୍ଲୀ: ଆପ୍ ସାଂସଦ ରାଘବ ଚଡ୍ଡା ନିଲମ୍ବିତ । ବିଶେଷ ଅଧିକାର ସମିତିର ରିପୋର୍ଟ ଆସିବା ଯାଏଁ ରାଜ୍ୟସଭାରୁ ନିଲମ୍ବିତ । ଦିଲ୍ଲୀ ସେବା ବିଲ ସିଲେକ୍ଟ କମିଟିକୁ ପଠାଇବା ପାଇଁ ରାଜ୍ୟସଭାରେ ଆଗତ ହୋଇଥିବା ପ୍ରସ୍ତାବରେ ରାଘବ ଦସ୍ତଖତ ଜାଲିଆତି କରିଥିବା ବିଜେଡି, ବିଜେପି ଏବଂ କିଛି…
ରାଜ୍ୟ କ୍ୟାବିନେଟ : ୧୯ଟି ପ୍ରସ୍ତାବରେ ମୋହର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ମୋଟ୍ ୧୯ଟି ପ୍ରସ୍ତାବରେ ମୋହର ବାଜିଛି । ରାଜ୍ୟର ୪ ହଜାର ୩୩୭ ବ୍ୟାଙ୍କ ନଥିବା ଗ୍ରାମ ପଞ୍ଚାୟତରେ ସରକାର ବ୍ୟାଙ୍କିଂ ସେବା ଯୋଗାଇ ଦେବେ । ସିଏସପି ପ୍ଲସ୍ ବ୍ୟାଙ୍କିଂ ଆଉଟଲେଟ୍ ଦ୍ବାରା ସରକାର ଏହି ସେବା…
ସଂସଦର ମୌସୁମୀ ଅଧିବେଶନର ଆଜି ଶେଷ ଦିନ
ନୂଆଦିଲ୍ଲୀ: ଆଜି ସଂସଦର ମୌସୁମୀ ଅଧିବେଶନର ଶେଷ ଦିନ । ଗତକାଲି କେନ୍ଦ୍ର ସରକାର ବିରୋଧୀ ଆଣିଥିବା ଅନାସ୍ଥା ପ୍ରସ୍ତାବକୁ ମାତ୍ ଦେଇଛନ୍ତି । ସଂସଦରେ ଆସ୍ଥା ରଖିବାକୁ ସକ୍ଷମ ହୋଇଛନ୍ତି କେନ୍ଦ୍ର ସରକାର । ବିରୋଧୀଙ୍କ ଅନୁପସ୍ଥିତରେ ହୋଇଥିବା ବାଚନିକ ଭୋଟିଂରେ ମୋଦି ସରକାର ଅନାସ୍ଥା…
ପରିବାରବାଦ ଓ ତୁଷ୍ଟିକରଣର ରାଜନୀତି କରେ କଂଗ୍ରେସ
ସଂସଦରେ ରାହୁଲ ଗାନ୍ଧୀଙ୍କ ବିତର୍କ ପରେ ବିବୃତି ରଖିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । କହିଛନ୍ତି ମଣିପୁରରେ ହିଂସା ହେବା ପରଠାରୁ ସମାଧାନ ପାଇଁ ଅନେକ ପ୍ରୟାସ କରାଯାଇଛି । ସ୍ବାଧୀନତା ପରଠାରୁ ମଣିପୁରରେ ହିଂସା ହୋଇଥିବା ବେଳେ କେବେ ବି ପ୍ରଧାନମନ୍ତ୍ରୀ ଗୃହରେ ବୟାନ ଦେଇନାହାନ୍ତି…