Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Politics
All politics-related news information will be uploaded here in daily besis
କମଳନାଥଙ୍କୁ ପିସିସି ସଭାପତି ପଦରୁ ହଟାଇଲା କଂଗ୍ରେସ
ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସ ମାତ୍ର ୬୬ଟି ଆସନରେ ଜିତିଥିବାବେଳେ ଛତିଶଗଡ଼ରେ ୩୫ଟି ଆସନରେ ବିଜୟୀ ହୋଇଥିଲା । ଏହି ଦୁଇଟି ରାଜ୍ୟରେ ଭାଜପା ଯଥାକ୍ରମେ ୧୬୩ଟି ଓ ୫୪ଟି ଆସନରେ ବିଜୟୀ ହୋଇ ସରକାର ଗଢିଛି । ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ପରାଜୟ ପରେ କଂଗ୍ରେସ ସଂଗଠନରେ ବଡ଼ ଧରଣର…
ରାଜ୍ୟର ସଫଳତାରେ ବିବ୍ରତ ହୋଇପଡିଛନ୍ତି ରାଜ୍ୟ ବିଜେପି ନେତା
ଓଡିଶା ବିଜେପିର ନେତା ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ନିଜର ସଂକୀର୍ଣ୍ଣ ରାଜନୈତିକ ସ୍ୱାର୍ଥକୁ ଚରିତାର୍ଥ କରିବାକୁ ଅଭ୍ୟାସଗତ ଭାବେ ମିଥ୍ୟା ଓ ବିଭ୍ରାନ୍ତିକର ଅଭିଯୋଗ କରି ଓଡିଶାକୁ ବଦନାମ କରୁଛନ୍ତି । ଏଭଳି ଭାବେ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ମୁଖପାତ୍ର…
ହିଞ୍ଜିଳିକାଟୁ ଓ ଶେରଗଡ଼ରେ ବିକାଶର ସମୀକ୍ଷା
ଗଞ୍ଜାମ: ଦୁଇଦିନିଆ ଗଞ୍ଜାମ ଗସ୍ତରେ 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ପ୍ରଥମ ଦିନରେ ହିଞ୍ଜିଳିକାଟୁ ଓ ଶେରଗଡ଼ ବ୍ଲକରେ ବିକାଶର ସମୀକ୍ଷା କରିଛନ୍ତି । ରୂପାନ୍ତରିତ କଲେଜ ବୁଲିବା ସହ ନୂଆ ଓ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉପଯୋଗୀ ପରାମର୍ଶ ଦେଇଛନ୍ତି ।…
ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅବଧିକୁ ୫ ବର୍ଷକୁ ବୃଦ୍ଧି
ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ଯେଉଁମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏଁ ଚାଉଳ ପାଉଛନ୍ତି। ସେମାନଙ୍କ ପାଇଁ ଖୁସି ଖବର ଯୋଜନାର ଅବଧି ଆଉ ୫ ବର୍ଷ ବଢିବ। ଏହି ଯୋଜନାରେ ଲାଭବାନ ହେଉଛନ୍ତି ରାଜ୍ୟର…
ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ
ବିଜେଡିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଅଧ୍ୟକ୍ଷତା କରି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଓଡ଼ିଶାରେ ଇତିହାସ କେବେ ଏତେ ବଡ଼ ରୂପାନ୍ତର ଦେଖି ନଥିଲା। ମଠ ମନ୍ଦିର ହେଉ, ବା ସ୍କୁଲ୍, କଲେଜ, ହସ୍ପିଟାଲ୍, ଜଳସେଚନ ସୁବିଧା ସବୁ କ୍ଷେତ୍ରରେ…
ରାଜସ୍ଥାନରେ ଆରମ୍ଭ ହେବ ଭଜନଲାଲ ସରକାର
ଆଜି ଶପଥ ନେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ । ରାଜସ୍ଥାନରେ ଆରମ୍ଭ ହେବ ଭଜନଲାଲ ସରକାର। ଜୟପୁରର ରାମ ନିବାସ ବାଗରେ ସକାଳ ୧୧ଟା ୧୫ ମିନିଟରେ ଶପଥ ସମାରୋହ ଆୟୋଜିତ ହେବ । ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମାଙ୍କ ସହ ଦୀୟା କୁମାରୀ ଓ ପ୍ରେମଚାନ୍ଦ ବୈରୱା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ।…
ସଂସଦର ସୁରକ୍ଷାରେ ତ୍ରୁଟି : ନିଲମ୍ବିତ ହେଲେ ୭ କର୍ମଚାରୀ
ସଂସଦର ଶୀତକାଳୀନ ଅଧିବେଶନ ସୁରକ୍ଷାରେ ତ୍ରୁଟି । ଲୋକସଭା ସଚିବାଳୟର ୭ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ନିରାପତ୍ତା ଉଲ୍ଲଂଘନ ହେବା ପରେ ଗୃହରେ ହୋହଲ୍ଲା ସୃଷ୍ଟି ହୋଇଥିଲା। ତେବେ ସଂସଦ ପରିସରରେ ସନ୍ଦିଗ୍ଧ ଯୁବକଯୁବତୀଙ୍କ ହଙ୍ଗାମା ଘଟଣାରେ ୫ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କଲା…
ସଂସଦ ସୁରକ୍ଷା ତ୍ରୁଟିକୁ ନେଇ କଂଗ୍ରେସ ଆକ୍ରାମକ,ନିଶାନାରେ ବିଜେପି
ନୂଆଦିଲ୍ଲୀ: ସଂସଦ ସୁରକ୍ଷା ତ୍ରୁଟିକୁ ନେଇ ବିଜେପି ସରକାରକୁ କଂଗ୍ରେସ ଟାର୍ଗେଟ କରିଥିବାବେଳେ ସୁରକ୍ଷା ବଳୟକୁ ନେଇ ଉଠାଇଛି ପ୍ରଶ୍ନବାଚୀ । କଂଗ୍ରେସ କହିଛି କି, ବିଜେପି ସାଂସଦଙ୍କ ପାସରେ ସେମାନେ ପ୍ରବେଶ କରିଥିବାବେଳେ ଅଭିଯୁକ୍ତମାନେ ବିଜେପିର ଅତିଥୀ । ସେପଟେ ସଂସଦର ସୁରକ୍ଷାବଳୟ ଭେଦ…
ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ
ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ। ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଦକ୍ଷିଣ ଉଜୈନରୁ କ୍ରମାଗତ ୩ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ୫୮ବର୍ଷୀୟ ମୋହନ ଯାଦବ। ଶିବରାଜ ସିଂ ସରକାରରେ ସେ…
ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ସମାରୋହ
ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟତୀତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନାଡା ଏବଂ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ…