Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Politics
All politics-related news information will be uploaded here in daily besis
ରାହୁଲ ଫ୍ଲାଇଂ କିସ୍ ଦେଇଥିବା ଅଭିଯୋଗ କଲେ ସ୍ମୃତି ଇରାନୀ : କାର୍ଯ୍ୟାନୁଷ୍ଠାନ ଲାଗି ବାଚସ୍ପତିଙ୍କ ନିକଟରେ ଦାବି
ନୂଆଦିଲ୍ଲୀ: ଲୋକସଭାରେ ଆଜି ଅନାସ୍ଥା ପ୍ରସ୍ତାବକୁ ନେଇ ଆଲୋଚନା ଚାଲିଥିବା ବେଳେ ଏକ ବିବାଦ ଉପୁଜିଛି । କେନ୍ଦ୍ରୀୟ ମନ୍ତ୍ରୀ ସ୍ମୃତି ଇରାନୀ ରାହୁଲ ଗାନ୍ଧୀଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି । ଅଭିଯୋଗଟି ହେଉଛି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଲୋକସଭାରେ ଭାଷଣ ଦେବା ପରେ ଅଶ୍ଳୀଳ…
ଅନାସ୍ଥା ପ୍ରସ୍ତାବ ଉପରେ ଲୋକସଭାରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟ: ମୋଦିଙ୍କୁ କଲେ ଟାର୍ଗେଟ
ମଣିପୁର ପ୍ରସଙ୍ଗରେ ମୋଦୀ ସରକାର ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ଲୋକସଭାରେ ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । କହିଛନ୍ତି ମୋଦି କେବଳ ଶାହ ଏବଂ ଆଦାନୀ କଥା ଶୁଣୁଛନ୍ତି । ଆଉ କାହା କଥା ଶୁଣୁନାହାଁନ୍ତି । ମୋଦି ଭାବୁଛନ୍ତି ମଣିପୁର ଭାରତର…
ଆଜି ସଂସଦରେ ଅନାସ୍ଥା ପ୍ରସ୍ତାବ: ରାହୁଲ ଗାନ୍ଧୀ ରହିବେ ଉପସ୍ଥିତ
ଆଜି ସଂସଦରେ ଅନାସ୍ଥା ପ୍ରସ୍ତାବର ସାମ୍ନା କରିବେ ମୋଦି ସରକାର । ଆଜିଠାରୁ ୩ ଦିନ ଲୋକସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ହେବ । ୧୩୫ ଦିନ ପରେ ସାଂସଦ ପଦ ଫେରି ପାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧି ମଧ୍ୟ ଅନାସ୍ଥା ପ୍ରସ୍ତାବ ଉପରେ ନିଜର ମତ ରଖିବେ। ଲୋକସଭାରେ ପ୍ରଥମ ଡିବେଟ୍…
କାଲି ଅନାସ୍ଥା ପ୍ରସ୍ତାବର ସମ୍ମୁଖୀନ ହେବେ ମୋଦି ସରକାର
କେନ୍ଦ୍ରର କ୍ଷମତାସୀନ ନରେନ୍ଦ୍ର ମୋଦି ସରକାର ଆସନ୍ତାକାଲି ଅନାସ୍ଥା ପ୍ରସ୍ତାବର ସମ୍ମୁଖୀନ ହେବେ। ମଣିପୁର ପ୍ରସଙ୍ଗରେ ଆସନ୍ତକାଲି ଦିନ ୧୨ଟାରୁ ଠାରୁ ୧୦ ତାରିଖ ସନ୍ଧ୍ୟା ୭ଟା ଯାଏ ଏହି ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ସମୟ ଧାର୍ଯ୍ୟ କରାଯାଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ…
ରାଜ୍ୟସଭାରେ ମଧ୍ୟ ଦିଲ୍ଲୀ ସେବା ବିଲ୍ ପାରିତ
ରାଜ୍ୟସଭାରେ ଦିଲ୍ଲୀ ସେବା ବିଲ୍ ପାରିତ । ରାଜ୍ୟସଭାରେ ସୋମବାର ଆଗତ ହୋଇଥିବା ଦିଲ୍ଲୀ ସେବା ବିଲ୍ ବହୁମତରେ ପାରିତ ହୋଇଯାଇଛି । ଦିଲ୍ଲୀ ସେବା ବିଲ୍ ସମର୍ଥନରେ ମୋଟ ୧୩୧ ଭୋଟ୍ ପଡ଼ିଥିଲା । ସେହିପରି ବିରୋଧରେ ୧୦୨ ଭୋଟ୍ ପଡ଼ିଥିଲା । କେନ୍ଦ୍ର ପକ୍ଷରୁ ଆଗତ ବିଲ୍ ସମର୍ଥନରେ ଅଧିକ ଭୋଟ…
ସାଂସଦ ପଦ ଫେରିପାଇଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ: ଲୋକସଭା ସାଂସଦ ପଦ ଫେରିପାଇଲେ ରାହୁଲ ଗାନ୍ଧୀ । ଲୋକସଭା ସଚିବାଳୟ ପକ୍ଷରୁ ଏ ନେଇ ଆଜି ଜାରି ହୋଇଛି ବିଜ୍ଞପ୍ତି । ମାନହାନୀ ମାମଲାରେ ଗୁଜରାଟ ନିମ୍ନ ଅଦାଲତ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହିତ ଦୁଇ ବର୍ଷ ଜେଲ ଦଣ୍ଡାଦେଶ କରିଥିଲେ। ଯେଉଁଥିପାଇଁ ତାଙ୍କୁ ସାଂସଦ ପଦ…
ରାଜ୍ୟସଭାରେ ଦିଲ୍ଲୀ ସେବା ବିଲ୍
ନୂଆଦିଲ୍ଲୀ: ଆଜି ରାଜ୍ୟସଭାରେ ଆଗତ ହେବ ଦିଲ୍ଲୀ ସେବା ବିଲ୍ । ରାଜ୍ୟସଭାରେ ବିଲକୁ ରୋକିବାକୁ ବିରୋଧୀ ଇଣ୍ଡିଆ ମେଣ୍ଟ ଉଦ୍ୟମ କରିବେ । ତେବେ ବିରୋଧୀଙ୍କୁ ମାତ ଦେବାକୁ ସରକାରଙ୍କ ପାଖରେ ଅଧିକ ସାଂସଦଙ୍କ ସମର୍ଥନ ରହିଛି । ପୂର୍ବରୁ ବିଭିନ୍ନ ଦଳକୁ ଭେଟି ସମର୍ଥନ ମାଗିଥିଲେ ଅରବିନ୍ଦ …
ରାଜ୍ୟରେ ଦୁର୍ନୀତି, ଭ୍ରଷ୍ଟାଚାର ଓ ଅବ୍ୟବସ୍ଥା ସମ୍ପର୍କରେ ଲୋକଙ୍କୁ ସଚେତନ କର: ଶାହ
ଭୁବନେଶ୍ବର: କେନ୍ଦ୍ର ସ୍ବରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଅମିତ ଶାହ ଶନିବାର ଦଳୀୟ କର୍ମୀଙ୍କୁ ମନ୍ତ୍ର ଦେଇଛନ୍ତି। ଭୁବନେଶ୍ବରସ୍ଥିତ ବିଜେପିର ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଦଳୀୟ କାର୍ଯ୍ୟକ୍ରମରେ ସେ କର୍ମୀଙ୍କୁ କହିଛନ୍ତି, ଲଢେଇ…
କେନ୍ଦ୍ରକୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ବିକାଶ କାମରେ ସହଯୋଗ କରୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଅମିତ ଶାହଙ୍କ ଉପସ୍ଥିତିରେ ଧନ୍ୟବାଦ ଜଣାଇଛନ୍ତି । ଲୋକସଭା ଭବନ କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଆମେ ସଂଘୀୟ ବ୍ୟବସ୍ଥାରେ ବିଶ୍ୱାସ କରୁଛୁ।…
ଲୋକସେବା ଭବନରେ ଏକାଠି ଅମିତ ଶାହ-ନବୀନ
ଲୋକସେବା ଭବନରେ ଭର୍ଚୁଆଲ ମାଧ୍ୟମରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଉଦ୍ଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ଅମିତ ଶାହ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନରେ ୨ଟି ଏନଏଚ ପ୍ରକଳ୍ପର ଉଦଘାଟନ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…