Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Browsing Category
Politics
All politics-related news information will be uploaded here in daily besis
ବିଧାନସଭାରେ ମଧ୍ୟାନ୍ନ ଭୋଜନ ଦୁର୍ନୀତି ପ୍ରସଙ୍ଗ
ମଧ୍ୟାନ୍ନ ଭୋଜନରେ ବଡ ଦୁର୍ନୀତି। ପ୍ରତି ବସ୍ତାରେ ଗାଏବ୍ ହେଇଯାଉଛି୨/୩କେଜି ଚାଉଳ। ଆଉ ପିଲାଙ୍କ ପେଟରେ ପଡୁଛି ଲାତ। ଅନେକ ଦିନ ଧରି ଏହି ବିଷୟରେ ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ ଶୋଇ ରହିଥିଲେ ସରକାର। ତେବେ ଗତକାଲି ଏକ ଘରୋଇ ଟିଭି ଚାନେଲରେ ମଧ୍ୟାନ୍ନ ଭୋଜନ ଦୁର୍ନୀତି ଖବର ପ୍ରସାରଣ ହେବ!-->…
ଶାନ୍ତିପୂର୍ଣ୍ଣ ଭାବେ ଶେଷ ହେଲା ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ
ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ରାଷ୍ଟ୍ରପତିଙ୍କ ନିର୍ବାଚନ ପାଇଁ ଆଜି ମତଦାନ ଅନୁଷ୍ଠିତ ହୋଇଯାଇଛି । ସଂସଦ ଭବନ ସମେତ ୩୦ଟି ରାଜ୍ୟ ବିଧାନସଭାରେ ଭୋଟ୍ ଗ୍ରହଣ କରାଯାଇଥିଲା । ଏଥିରେ ଏନସିଟି ଦିଲ୍ଲୀ ଏବଂ ପୁଡୁଚେରୀ କେନ୍ଦ୍ର ଶାସିତ ପ୍ରଦେଶ ସାମିଲ ରହିଛି । ଭାରତୀୟ ଗଣତନ୍ତ୍ରରେ!-->…
ନୂପୁର ଶର୍ମାଙ୍କୁ ଅନ୍ତରୀଣ ସୁରକ୍ଷା
ନୂପୁର ଶର୍ମାଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ସୁପ୍ରିମ କୋର୍ଟ । ବିଭିନ୍ନ ସ୍ଥାନରେ ତାଙ୍କ ନାମରେ ହୋଇଥିବା ମାମଲାକୁ ନେଇ ସେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ । ଏହି ସବୁ ମାମଲାରେ ବିଜେପିର ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ!-->…
ଶିବସେନାର ୧୨ ସାଂସଦଙ୍କୁ ‘ୱାଇ’ କ୍ୟାଟେଗୋରୀ ସୁରକ୍ଷା
ପୁଣି ଶିବସେନାରେ ଆରମ୍ଭ ହୋଇଛି ବିଦ୍ରୋହ। ବିଧାୟକଙ୍କ ପରେ ସାଂସଦଙ୍କର ପାଳି ପଡିଛି। ଉଦ୍ଧବ ଗୋଷ୍ଠୀଙ୍କ ୧୨ ଜଣ ବିଦ୍ରୋହୀ ସାଂସଦଙ୍କୁ ଦିଆଯାଇଛି ‘ୱାଇ’ କ୍ୟାଟେଗୋରୀ ସୁରକ୍ଷା।ଶିବସେନାର ସାଂସଦଙ୍କୁ ନେଇ ଏବେ ବେଶ୍ ଚର୍ଚ୍ଚା କରାଯାଉଛି।ମହାରାଷ୍ଟ୍ରରେ ରାଜନୈତିକ ହଲଚଲ ଏବେବି ଥମିନି।!-->…
ନାମାଙ୍କନ ଭରିଲେ ମାର୍ଗାରେଟ୍ ଆଲଭା
ବିରୋଧୀ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ୍ ଆଲ୍ଭା ନାମାଙ୍କନ ଦାଖଲ କରିଛନ୍ତି । କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କ ସହ କଂଗ୍ରେସ ନେତା ଅଧିର ରଂଜନ ଚୌଧୁରୀ, ଏନସିପି ମୁଖ୍ୟ ଶରଦ ପାୱାର, ମଲ୍ଲିକାର୍ଜୁନ ଖାର୍ଗେ ଏବଂ ବିରୋଧୀ ଦଳର ବହୁ ନେତା ଉପସ୍ଥିତ ଥିଲେ । ଗତକାଲି!-->…
କଂଗ୍ରସରୁ କ୍ରସ ଭୋଟିଂ: ଦ୍ରୈାପଦୀ ମୁର୍ମୁଙ୍କୁ ଭୋଟ ଦେଲେ ମୋକିମ୍
ଭୁବନେଶ୍ବର: ଓଡ଼ିଶାର ଆଦିବାସୀ ଝିଅ ପୂର୍ବତନ ରାଜ୍ୟପାଳ ଦ୍ରୈାପଦୀ ମୁର୍ମୁଙ୍କୁ ଏନଡିଏ ପ୍ରାର୍ଥୀ କଲାପରେ ବିରୋଧୀଙ୍କ ମଧ୍ୟରେ ମତଭେଦ ଲାଗିରହିଥିଲା । ଯାହାକି ଆଜି ଭୋଟ ବେଳେ ଦେଖିବାକୁ ମିଳିଛି । କଂଗ୍ରେସର କିଛି ବିଧାୟକ କଂସ ଭୋଟିଂ କରିଥିବା ମାନିଛନ୍ତି । ବିଶେଷ କରି!-->!-->!-->!-->!-->…
ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ
ଭୁବନେଶ୍ବର: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଇଛନ୍ତି । ସାମ୍ବାଦିକଙ୍କୁ ମୋକିମ କହିଛନ୍ତି ମୁଁ ବ୍ୟକ୍ତିଗତ ଭାବେ ବିଚାର କରି ଭୋଟ ଦେଇଛି । ଜଣେ ଓଡ଼ିଆ ଓ ଆଦିବାସୀ ମହିଳା ହୋଇଥିବାରୁ ମୁଁ ଦ୍ରୌପଦୀଙ୍କୁ ଭୋଟ ଦେଇଛି । ରାଷ୍ଟ୍ରପତି!-->…
ମୌସୁମୀ ଅଧିବେସନ ଆରମ୍ଭ
ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମୀ ଅଧିବେଶନ। ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ ଏହି ଅଧିବେଶନ । ସରକାର ୩୨ଟି ବିଲ୍ ତାଲିକାଭୁକ୍ତ କରିଛନ୍ତି, ସେଥିମଧ୍ୟରୁ ୨୪ ଟି ନୂତନ ବିଲ୍ ରହିଛି। ପ୍ରଥମ ଦିନରେ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ, ୟୁଏଇର ରାଷ୍ଟ୍ରପତି ଶେଖ ଖଲିଫା ବିନ୍!-->…
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଧନଖଡ଼
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ବିଧିବଦ୍ଧ ଭାବେ ଧନଖଡ଼ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପସ୍ଥିତିରେ ନାମାଙ୍କନ ଭରିଛନ୍ତି ।
!-->!-->!-->…
ସଂସଦ ଭବନରେ ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ
ଆଜି ଭାରତର ୧୬ଶ ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବା ମାତ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୋଟ୍ ଦାନ କେନ୍ଦ୍ରରେ ପହଞ୍ଚି ପ୍ରଥମେ ଭୋଟ୍ ଦେଇଛନ୍ତି। ତା’ପରେ ଗୃହମନ୍ତ୍ରୀ ଅମିତ ଶାହ ସଂସଦରେ ପହଞ୍ଚି ଭୋଟ୍ ଦେଇଥିଲେ।ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ଭୋଟ୍ ଗ୍ରହଣ!-->…