Trending
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
Browsing Category
Politics
All politics-related news information will be uploaded here in daily besis
୧୮ଟି ଜିଲ୍ଲା ପାଇଁ ସଭାପତିଙ୍କ ନାମ ଘୋଷଣା କରିଛି ବିଜେଡ଼ି
ସାଧାରଣ ନିର୍ବାଚନ-୨୦୨୪ରେ ଶୋଚନୀୟ ପରାଜୟ ପରେ ବିଜୁ ଜନତା ଦଳ (ବିଜେଡି) ନିଜର ସଂଗଠନକୁ ଶକ୍ତିଶାଳୀ କରିବାକୁ ଅଣ୍ଟା ଭିଡ଼ିଛି। ଏଥି ପାଇଁ ବିଜେଡିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବେଳେ ମଙ୍ଗଳବାର ୧୮ଟି ଜିଲ୍ଲା ପାଇଁ ସଭାପତିଙ୍କ ନାମ ଘୋଷଣା ହୋଇଛି। ଏହି…
ଶାନ୍ତି ବଜାୟ ରଖିବାକୁ ମମତାଙ୍କ ନିବେଦନ
ପଶ୍ଚିମବଙ୍ଗର କେତେକ ଜିଲ୍ଲାରେ ଗତ କିଛି ଦିନ ଧରି ୱାକଫ ସଂଶୋଧନ ଆଇନ ବିରୋଧରେ ହିଂସାତ୍ମକ ପ୍ରତିବାଦ ଚାଲିଛି। ଏଥିପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ରାଜ୍ୟ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରୁଛି। ଏହି ସମୟରେ, ମୁର୍ଶିଦାବାଦ ଜିଲ୍ଲାରେ…
ଆମ୍ବେଦକରଙ୍କ ଜୟନ୍ତୀ ଉପଲକ୍ଷେ ପଦଯାତ୍ରା
ଭାରତୀୟ ସମ୍ବିଧାନର ପ୍ରମୁଖ ବିନ୍ଧାଣି ଡ. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ରବିବାର ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଏକ ପଦଯାତ୍ରାର ଆୟୋଜନ କରାଯାଇଥିଲା। ବିଭାଗୀୟ ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା, ନିର୍ଦେଶକ ଦୀପଙ୍କର ମହାପାତ୍ର, ଅତିରିକ୍ତ…
ସରକାର ରାଜନୈତିକ ହିଂସାକୁ ପ୍ରୋତ୍ସାହିତ ନ କରି ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ – ନବୀନ
ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରେ ଆକ୍ରମଣକୁ ନେଇ କଡା ପ୍ରତିକ୍ରିୟା ଦେଇଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ | ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଲେଖିଛନ୍ତି ଯେ ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ଯୁବ ନେତା ପ୍ରଣବ…
୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବିଜେଡି ଜିଲ୍ଲା ସଭାପତି
୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବିଜେଡି ଜିଲ୍ଲା ସଭାପତି । ଏନେଇ ବିଜେଡିର ରାଜ୍ୟ ନିର୍ବାଚନ ଅଧିକାରୀ ବିଧାୟକ ପ୍ରତାପ କେଶରୀ ଦେବ ସୂଚନା ଦେଇଛନ୍ତି । ତାଙ୍କ କହିବା ମୁତାବକ, ବିଜେଡିର ସାଙ୍ଗଠନିକ ନିର୍ବାଚନ ପରିଚାଳନା କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବାକୁ ଯାଉଛି । ତେବେ…
ଆଜି ଠୁ ବିଧାୟକ , ଏବଂ ସାଂସଦଙ୍କୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ପ୍ରଶିକ୍ଷଣ ଦେବେ
ବିଜେପିର ସମସ୍ତ ବିଧାୟକ ଏବଂ ସାଂସଦଙ୍କୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ପ୍ରଶିକ୍ଷଣ ଦେବେ। ଏହି କାର୍ଯ୍ୟକ୍ରମ ଦୁଇଦିନ ଧରି ଚାଲିବ। ପୁରୀରେ ଅନୁଷ୍ଠିତ ହେବାକୁ ଥିବା ପ୍ରଶିକ୍ଷଣ ଶିବିରକୁ ଆଜି ପୂର୍ବାହ୍ଣ ୧୦ଟାରେ ଶ୍ରୀ ନଡ୍ଡା ଉଦ୍ଘାଟନ…
ଆମେ ହୋଟେଲ୍ରେ ବସିପାରିବୁନି କହିବା ଠିକ୍ ନୁହେଁ , କେବଳ ପାର୍ଟି ମିଟିଂ ହେଲେ ଶଙ୍ଖ ଭବନକୁ ଯିବୁ –…
ପାଣ୍ଡିଆନଙ୍କୁ ନେଇ ନବୀନ ଯାହା କହିଲେ ବି ତାହାକୁ ସହଜରେ ମାନିପାରୁନାହାନ୍ତି ବିଜେଡିର ବରିଷ୍ଠ ନେତା | ଆଜି ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକ ବିସ୍ଫୋରଣ କରିଛନ୍ତି | ବିଜେଡି ନେତାଙ୍କ ହୋଟେଲ୍ ମେଳି ନେଇ ନବୀନଙ୍କ ତାଗିଦ୍ ପ୍ରସଙ୍ଗରେ ବଡ ବୟାନ ଦେଇଛନ୍ତି ବରିଷ୍ଠ ବିଜେଡି ନେତା…
ନବୀନ ମିଛ କହିଲେ – ପ୍ରଭାତ ତ୍ରିପାଠୀ
ନବୀନ ପଟ୍ଟନାୟକଙ୍କ ବୟାନ ପରେ ପ୍ରଭାତ ତ୍ରିପାଠୀଙ୍କ ବିସ୍ଫୋରଣ । ସାମ୍ବାଦିକ ସମ୍ମିଳନୀ କରି ବର୍ଷିଲେ ପୂର୍ବତନ ବିଧାୟକ । ଉଭୟ ନୀବନ ପଟ୍ଟନାୟକ ଓ ପାଣ୍ଡିଆନକୁ ଟାର୍ଗେଟ କରିଛନ୍ତି । କହିଲେ , ନବୀନ ମିଛ କହିଲେ । ମୁଁ ବିଜେଡିରେ ନାହିଁ ବୋଲି କହିବାକୁ ନବୀନଙ୍କ ମୁହଁରେ କୁହାଯାଇଛି ।ମୋ…
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଦିଲ୍ଲୀରେ ଭେଟିଛନ୍ତି। ଶ୍ରୀ ଶାହଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ରାଜ୍ୟର ବିକାଶ ପାଇଁ ଆଇନଶୃଙ୍ଖଳା ଓ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କଥା ହୋଇଛନ୍ତି।…
ହୋଟେଲ କ୍ରିଷ୍ଟାଲ କ୍ରାଉନ୍ରେ ମେଳି ବାନ୍ଧିଲେ ବିଜେଡି ନେତା
ହୋଟେଲ କ୍ରିଷ୍ଟାଲ କ୍ରାଉନ୍ରେ ମେଳି ବାନ୍ଧିଲେ ବିଜେଡି ନେତା । ଏହା ଆଲୋଚନାରେ ବିଜେଡିର ଅନେକ ବରିଷ୍ଠ ନେତା ସାମିଲ ହୋଇଛନ୍ତି । ଅଶୋକ ଚନ୍ଦ୍ର ପଣ୍ଡା, ଅନଙ୍ଗ ଉଦୟ ସିଂଦେଓଙ୍କ ଭଳି ନେତାଙ୍କୁ ଏଠାରେ ଦେଖିବାକୁ ମିଳିଛି । ୱାକଫ ବିଲ ସମର୍ଥନକୁ ନେଇ ଗତ କିଛି ଦିନ ହେଲା ବିଜେଡିରେ ହଲଚଲ…