Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Politics
All politics-related news information will be uploaded here in daily besis
ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ନେଇ ବିଜେପିର ଆନ୍ଦୋଳନ
ମନ୍ତ୍ରୀ ନବ ଦାସ ହତ୍ୟା ଘଟଣା ଏବଂ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ରାଜଭବନ ସମ୍ମୁଖରେ ବିକ୍ଷୋଭ ପଦର୍ଶନ କରିଛି ବିଜେପି । ମୁଖ୍ୟମନ୍ତ୍ରୀ ଗାଦି ଛାଡ, ମନ୍ତ୍ରୀ ହତ୍ୟାକାରୀ ମୁଖ୍ୟମନ୍ତ୍ରୀ ଲେଖାଥିବା ପ୍ଲାକାର୍ଡ ଧରି ଧାରଣାରେ ବସିଛନ୍ତି ବିଜେପି ନେତା ଓ କର୍ମୀ । ଦଳ ମୁଖ୍ୟମନ୍ତ୍ରୀ…
ସଂସଦରେ ଫଟୋଗ୍ରାଫି କରିବା ମାମଲାରେ ରାଜ୍ୟସଭାରୁ ନିଲମ୍ବିତ ହେଲେ କଂଗ୍ରେସ ସାଂସଦ ରଜନୀ ପାଟିଲ
ନୂଆଦିଲ୍ଲୀ: ସଂସଦରେ ଫଟୋଗ୍ରାଫି କରିବା ମାମଲାରେ କଂଗ୍ରେସ ସାଂସଦ ରଜନୀ ପାଟିଲଙ୍କ ବିରୋଧରେ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ ବାକି ବଜେଟ୍ ଅଧିବେଶନ ପାଇଁ ରଜନୀ ପାଟିଲଙ୍କୁ ନିଲମ୍ବିତ କରିଛନ୍ତି । ତେବେ ଏହି ପ୍ରସଙ୍ଗରେ ରାଜ୍ୟସଭାରେ…
କଂଗ୍ରେସ ଓ ବିରୋଧୀଙ୍କ ଉପରେ ପୁଣି ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
କଂଗ୍ରେସ ଓ ବିରୋଧୀଙ୍କ ଉପରେ ପୁଣି ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟସଭାରେ ମୋଦୀ ସିଧାସଳଖ ଗାନ୍ଧୀ ଓ ନେହେରୁ ପରିବାରକୁ ଟାର୍ଗେଟ୍ କରିଛନ୍ତି । କହିଛନ୍ତି ଗାନ୍ଧୀ-ନେହରୁଙ୍କ ନାଁରେ ୬୦୦ ସରକାରୀ ଯୋଜନା ରହିଛି । କୌଣସି କାର୍ଯ୍ୟକ୍ରମରେ ନେହରୁଙ୍କ ନାଁ ଉଲ୍ଲେଖ ନହେଲେ,…
ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ କୋଟିଆରେ ପ୍ରବେଶ କରିଛନ୍ତି
କୋଟିଆରେ ସାଲୁର ବିଧାୟକ ତଥା ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ । ପିଡିକା ରାଜନା ଦୋରା କୋଟିଆରେ ପ୍ରବେଶ କରିଛନ୍ତି । ଆଉ ଲୋକଙ୍କ ସମସ୍ୟା ବୁଝିବା ସହିତ ଆନ୍ଧ୍ର ସରକାରର ଗୁଣଗାନ କରିଛନ୍ତି । ଏହାପରେ ସମସ୍ତ ପ୍ରକାର ସହାୟତା ଦେବା ପାଇଁ ଲୋକଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି । ଆନ୍ଧ୍ର ସରକାର…
ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ
ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ । ଏଥର ଆଉ ଜଣେ ଯୁବତୀଙ୍କ ସହ ବିଧାୟକଙ୍କ ଫଟୋ ଭାଇରାଲ ହୋଇଛି । ଗୋଟିଏ ପଟେ ପ୍ରେମିକା ସୋମାଲିକାଙ୍କ ସହ ବିବାଦ ଚାଲିଛି । ବିଧାୟକଙ୍କ ଗିରଫଦାରୀ ଦାବି କରି ବିରୋଧୀ ହୁଲୁସ୍ତୁଲ କରୁଛନ୍ତି । ଆଉ ଏପଟେ ବିଧାୟକଙ୍କ ସହ ଏହି ଯୁବତୀଙ୍କ…
ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ବର୍ଷିଲେ ବିଜେପିର ରାଷ୍ଟ୍ରୀୟ ସମ୍ପାଦକ
ରାଜ୍ୟରେ ଆଇନ ଶୃଙ୍ଖଳା ନାହିଁ । ଜଙ୍ଗଲ ରାଜ ଚାଲିଛି । ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣାରେ ଏପରି କହିଛନ୍ତି ବିଜେପିର ରାଷ୍ଟ୍ରୀୟ ସମ୍ପାଦକ ଆଶା ଲାକ୍ରା । କ୍ରାଇମରେ ଓଡିଶାର ସ୍ଥାନ ପ୍ରଥମ । ଏଠାରେ କ୍ୟାବିନେଟ ମନ୍ତ୍ରୀ କି ସାଧାରଣ ଜନତା ସୁରକ୍ଷିତ ନୁହନ୍ତି ବୋଲି ବିଜେପି ନେତା…
ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ଆଉ ଏକ ମାମଲା ରୁଜୁ
ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ଆଉ ଏକ ମାମଲା ରୁଜୁ । ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ, ସୋମାଲିକାଙ୍କ ଏତଲା ଆଧାରରେ ଜଗତସିଂହପୁର ଥାନା ପୋଲିସ ମାମଲା ରୁଜୁ କରିଛି । ଫଳରେ ବିଧାୟକଙ୍କ ପାଇଁ ପୁଣି ଅଡୁଆ ବଢିଛି । ସେହିପରି ବାନ୍ଧବୀ ସୋମାଲିକାଙ୍କ ମଧ୍ୟ ବୟାନ…
ବିଧାୟକଙ୍କ ଅଡ଼ୁଆ ବଢ଼ିଲା
ପ୍ରେମକୁ ନେଇ ବଢ଼ିଲା ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କରଙ୍କ ଅଡ଼ୁଆ । ପ୍ରେମିକା ସୋମାଲିକା ଦାସଙ୍କ ଅଭିଯୋଗ ଆଧାରରେ ଏତଲା ରୁଜୁ କରିବାକୁ ପୁଲିସକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପୋଲିସ୍ ନିଷ୍କ୍ରିୟତା ଅଭିଯୋଗ ନେଇ ସୋମାଲିକା ଆବେଦନ ଦାୟର କରିଥିଲେ । ଏହି ଆବେଦନ ଶୁଣାଣି କରି…
ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ସେଜି ସିଂ ପୋଲିସ ଦ୍ବାରା ଅଟକ
କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ସେଜି ସିଂ ପୋଲିସ ଦ୍ବାରା ଅଟକ । କଣ୍ଟାବାଞ୍ଜି ଆଲିସାନ ସିନେମା ହଲରେ ଗଣ୍ଡୋଗଳ ଅଭିଯୋଗରେ ଅଟକ । ବଟି ଆଦାୟ ପାଇଁ ସିନେମା ହଲ ମାଲିକଙ୍କୁ ବନ୍ଧୁକ ଦେଖାଇ ଧମକ ଦେଉଥିଲେ ବିଧାୟକଙ୍କ ପୁଅ ସେଜି ସିଂ । ପୋଲିସ ଆସିବା…
ଚାଷୀଙ୍କ ପାଇଁ ସ୍ୱତନ୍ତ୍ର ଫଣ୍ଡର ବ୍ୟବସ୍ଥା
କୃଷିକ୍ଷେତ୍ରରେ ଷ୍ଟାର୍ଟଅପକୁ ସୁଯୋଗ ଦିଆଯିବ ।
ଏଥି ସହିତ ଚାଷୀଙ୍କ ପାଇଁ ସ୍ୱତନ୍ତ୍ର ଫଣ୍ଡର ବ୍ୟବସ୍ଥା କରାଯିବ ।
ଗ୍ରୀନ୍ ଗ୍ରୋଥ ବଜେଟର ପ୍ରଥମ ପ୍ରାଥମିକତା ।
ପନିପରିବା ଚାଷ ପାଇଁ ବଜେଟରେ ୨୨୦୦ କୋଟି ।
ଦେଶରେ କେହି ଯେପରି ଭୋକରେ ଶୋଇବେନି ।
ମାଗଣା ଚାଉଳ ଯୋଗାଇ…