Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Politics
All politics-related news information will be uploaded here in daily besis
ଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀର ପ୍ରଥମ ଦିନର କାର୍ଯ୍ୟ ଶେଷ
ଦିଲ୍ଲୀରେ ଅନୁଷ୍ଠିତ ଜି-୨୦ ଶିଖର ସମ୍ମିଳନୀରେ ଆଫ୍ରିକୀୟ ସଂଘକୁ ଜି-୨୦ର ନୂତନ ସ୍ଥାୟୀ ସଦସ୍ୟ ଭାବେ ସାମିଲ କରାଯାଇଛି, ଯାହା ଏକ ନୂତନ ବିଶ୍ୱ ବ୍ୟବସ୍ଥାକୁ ଆଗକୁ ବଢ଼ାଇଛି ଏବଂ ବିକାଶଶୀଳ ରାଷ୍ଟ୍ରମାନଙ୍କୁ ବୈଶ୍ବିକ ନିଷ୍ପତ୍ତି ନେବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ପ୍ରଦାନ କରୁଛି। …
ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଇକୋନମିକ କରିଡରର ହେଲା ଘୋଷଣା
ଭାରତ, ଆମେରିକା, ସାଉଦୀ ଆରବ ଏବଂ ୟୁରୋପୀୟ ସଂଘ ଶନିବାର ଜି-୨୦ ଶିଖର ସମ୍ମିଳନୀ ଅବସରରରେ ଏକ ବହୁରାଷ୍ଟ୍ରୀୟ ରେଳ ଏବଂ ବନ୍ଦର ପରିକଳ୍ପନାର ଘୋଷଣା କରିଛନ୍ତି । ଏହି ଘୋଷଣାକୁ ଚୀନର ମହତ୍ତ୍ୱାକାଂକ୍ଷୀ ବେଲ୍ଟ ଆଣ୍ଡ ରୋଡ ଇନିସିଏଟିଭ (ବିଆରଆଇ)କୁ ପ୍ରତିହତ କରିବା ଉଦ୍ଦେଶ୍ୟରେ ଏହି ଘୋଷଣାକୁ…
ଜି୨୦ ସମ୍ମିଳନୀରେ ନୂଆଦିଲ୍ଲୀ ଘୋଷଣାପତ୍ରକୁ ମଞ୍ଜୁରୀ
ଭାରତର ଅଧ୍ୟକ୍ଷତାରେ ଦିଲ୍ଲୀରେ ଚାଲିଥିବା ଜି-୨୦ ସମ୍ମିଳନୀରେ ବଡ଼ ସଫଳତା । ସମ୍ମଳିନୀରେ ନୂଆଦିଲ୍ଲୀ ଲିଡର୍ସ ଘୋଷଣାପତ୍ରକୁ ମଞ୍ଜୁରୀ ମିଳିଛି । ଗ୍ରୁପ ୨୦ ସମ୍ମିଳନୀରେ ଶାନ୍ତି ଓ ସ୍ଥିରତାର ବାର୍ତ୍ତା ସହ ନୂଆଦିଲ୍ଲୀ ଘୋଷଣାନାମାରେ ଆଣବିକ ଅସ୍ତ୍ରଶସ୍ତ୍ରର ବ୍ୟବହାରକୁ ନା କହିଛନ୍ତି।…
ସୌମ୍ୟଙ୍କୁ କଡ଼ା ସମାଲୋଚନା କଲେ ପ୍ରତାପ , କହିଲେ ଦଳ ଛାଡ଼, ସମ୍ପାଦକୀୟ ଲେଖ
ଭୁବନେଶ୍ବର: ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି ଶକ୍ତିମନ୍ତ୍ରୀ ପ୍ରତାପ ଦେବ । ଦଳକୁ ବିରୋଧ କରିବା ଠିକ୍ ନୁହେଁ । ଯଦି ଗଣମାଧ୍ୟମରେ ଦଳକୁ ବିରୋଧ କରିବାର ଅଛି ତେବେ ଦଳ ଛାଡିଦେବା ଉଚିତ । ଏକ ନିର୍ଦ୍ଦିଷ୍ଟ ଦଳର ବିଧାୟକ ହୋଇ ମଧ୍ୟ ବାରମ୍ବାର ଦଳ…
ଆନ୍ଧ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ଗିରଫ
ଦୁର୍ନୀତି ମାମଲାରେ ‘ସିଆଇଡି’ ଆଜି ସକାଳେ ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ‘ତେଲୁଗୁ ଦେଶମ୍ ପାର୍ଟି’ର ମୁଖ୍ୟ ଏନ୍. ଚନ୍ଦ୍ରବାବୁ ନାଇଡୁଙ୍କୁ ଗିରଫ କରିଛି । ପୁଲିସ ଉପସ୍ଥିତ ଥିବା ବହୁସଂଖ୍ୟକ ‘ଟିଡିପି’ ନେତାଙ୍କ ପ୍ରତିରୋଧର ସମ୍ମୁଖୀନ ହୋଇଥିଲା। ନାଇଡୁଙ୍କୁ ପହରା…
ହିନ୍ଦୁ ଭାବେ ଗର୍ବ ଅନୁଭବ କରୁଛି : ଋଷି ସୁନକ
ହିନ୍ଦୁ ଭାବେ ଗର୍ବ ଅନୁଭବ କରୁଛି ବୋଲି କହିଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ । ଏହା ସହ ଏକ ବଡ଼ କଥା ସେ କହିଛନ୍ତି । G-20 ସମ୍ମିଳନୀ ପାଇଁ ଦିଲ୍ଲୀର ସାଜ ସଜ୍ଜା ଓ ଆତିଥେୟତାକୁ ପସନ୍ଦ କରିଛନ୍ତି । ଜଣେ ହିନ୍ଦୁ ଭାବେ ଏଠାରେ ଯୋଗ ଦେଇ ମୁଁ ନିଜକୁ ଗର୍ବ ଅନୁଭବ କରୁଛି ବୋଲି…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ମୋଦି- ବାଇଡେନ ସାକ୍ଷାତ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପହଁଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଦୁଇ ରାଷ୍ଟ୍ର ମୁଖ୍ୟଙ୍କ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା ହୋଇଛି।
https://twitter.com/ANI/status/1700163755844256247?s=20
ଜି- ୨୦ ଶିଖର…
ଝାଡ଼ଖଣ୍ଡରେ ଇଣ୍ଡିଆ ମେଣ୍ଟ ଖାତା ଖୋଲିଲା, କେରଳରେ କଂଗ୍ରେସ ତ୍ରିପୁରାରେ ବିଜେପି ବିଜୟୀ
ସାଧାରଣ ନିର୍ବାଚନ ପୂର୍ବରୁ ଦେଶର କିଛି ରାଜ୍ୟରେ ହୋଇଥିବା ଉପନିର୍ବାଚନରେ ମିଶ୍ରିତ ଫଳ ପ୍ରକାଶ ପାଇଛି । କେରଳରେ ଶାସକ ସିପିଆଇ(ଏମ୍)କୁ ବଡ଼ ଝଟକା ଦେଇ କଂଗ୍ରେସ-ୟୁଡିଏଫ୍ ମେଣ୍ଟର ଚାଣ୍ଡି ଓମେନ୍ କେରଳର ପୁଥୁପଲ୍ଲୀ ଉପନିର୍ବାଚନରେ ୩୬ ହଜାରରୁ ଅଧିକ ଭୋଟ୍ ବ୍ୟବଧାନରେ ବିଜୟୀ…
ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଉପରେ ବର୍ଷିଲା ବିଜେଡି
ଭୁବନେଶ୍ୱର: ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଉପରେ ବର୍ଷିଲା ବିଜେଡି। ବିଧାୟକ ସୌମ୍ୟ ପଟ୍ଟନାୟକଙ୍କୁ ସମର୍ଥନ ଦେବାକୁ ଏବେ ଆଗେଇ ଆସିଛନ୍ତି ଜୟନାରାୟଣ। କିନ୍ତୁ ସୌମ୍ୟ ଯଦି କହିବେ ବିଜେପିରେ ଯୋଗ ଦେବି, ତେବେ ସେ ଡିପ୍ରେସନକୁ ପଳାଇବେ ବୋଲି କହି ଜୟନାରାୟଣଙ୍କୁ…
ବିଶ୍ବର ୧୫ଜଣ ନେତାଙ୍କ ସହିତ ଦ୍ବିପାକ୍ଷିକ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦୀ
ଆଜିସଂଧ୍ୟାରୁ ବିଶ୍ବନେତାଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି । ‘ଜି-୨୦’ ଶିଖର ସମ୍ମିଳନୀର କାର୍ଯ୍ୟକ୍ରମ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଶ୍ବର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୧୫ରୁ ଅଧିକ ନେତାମାନଙ୍କ ସହିତ ଦ୍ବିପାକ୍ଷିକ ଆଲୋଚନା କରିବେ ବୋଲି ଜଣାପଡିଛି ।…