Trending
- ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ
- ପୁରୀ ହେବ ‘ପୁରୀ ମହାନଗର ନିଗମ’ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଉଚ୍ଚ ଅଦାଲତକୁ ଗଲେ ଜଗା ପ୍ରଧାନ
- ଭୋଟର ତାଲିକାରୁ ବାଦ ପଡ଼ିପାରନ୍ତି 2 କୋଟି ଭୋଟର
- 6 ତାରିଖ ପ୍ରଥମ ବନ୍ୟାଜଳ ଛାଡ଼ିବ ହିରାକୁଦ
- ଜେଲ ଗଲେ ଜଗାପ୍ରଧାନ
- ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ ହେବା ଆନ୍ଦୋଳନରୁ ଓହରିଲା ଓଏଏସ ସଂଘ
- ବିଏମସି ଅତିରିକ୍ତ କମିଶନର ଆକ୍ରମଣ ଘଟଣା : ଗିରଫ ହେଲେ ଜଗା ପ୍ରଧାନ
- ଜୁଲାଇ ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ
- ଆଜିଠୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Browsing Category
Politics
All politics-related news information will be uploaded here in daily besis
ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ
ମେଟ୍ରୋ ଟିଭି ଓଡିଶା,୧୨/୨ : ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହି ଅବସରରେ ସେ ପୁରୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ତେବେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ଅବସରରେ ସମୀକ୍ଷା ବୈଠକ ।
ସୂଚନା ଅନୁଯାୟୀ, ମହାମହିମ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ନେଇ!-->!-->!-->!-->!-->…
ନିର୍ବାଚନ ପ୍ରଚାରରେ ସାମିଲ ହେଲେ ବିଦେଶୀ ବୋହୂ
ମେଟ୍ରୋ ଟିଭି ଓଡିଶା,୧୧/୨ : ପାଖେଇ ଆସୁଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରତିଦ୍ୱନ୍ଦ୍ୱି ପ୍ରାର୍ଥୀମାନଙ୍କର ଅଭିନବ ଉପାୟରେ ପ୍ରଚାର କରୁଥିବା ଦେଖିବାକୁ ମିଳୁଛି । କିଏ ଦୀର୍ଘଦିନ ଧରି ପଞ୍ଚାୟତରେ ରହିଥିବା ଅନେକ ସମସ୍ୟାର!-->!-->!-->…
କେନ୍ଦ୍ରାପଡାରେ ନିର୍ବାଚନୀ ପ୍ରଚାର ଜୋରଦାର
ମେଟ୍ରୋ ଟିଭି ଓଡିଶା,୧୧/୨ : କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକ ୨୨ ନମ୍ବର ଜିଲ୍ଲା ପରିଷଦ ଜୋନ୍ ର ବିଜେଡି ର ଜିଲ୍ଲା ପରିଷଦ ପ୍ରାଥି ଅପୁ ପରିଡା ନିଜର ଦଳୀୟ ସମର୍ଥନ ମାନଙ୍କୁ ଧରି ଜମ୍ଭୁ ଫେରିଘାଟ ଠାରୁ ଏକ ବିରାଟ ବାଇକ ଶୋଭାଯାତ୍ରା କରି ଥିଲେ ।
ଶକ୍ତି ପ୍ରଦର୍ଶନ କଳା!-->!-->!-->!-->!-->…
ଦି ଗ୍ରେଟ୍ ଖଲି ବିଜେପିରେ
ମେଟ୍ରୋ ଟିଭି ଓଡିଶା,୧୦/୨ : ବାହୁବଳୀ ଖଲିଙ୍କୁ ଭଲା କିଏ ନଜାଣନ୍ତି? ସେ ଘରେ ଘରେ ପରିଚିତ THE GREAT KHALI ନାଁରେ । WWE ରେ ଭାରତ ପକ୍ଷରୁ ଖେଳି ସାରା ବିଶ୍ୱରେ ନିଜର ଦବ୍ ଦବା ଜାହିର କରିଥାନ୍ତି । ବର୍ତମାନ ସେହି ରେସଲର୍ ଦି ଗ୍ରେଟ୍ ଖଲି ପଦ୍ମ ଧରିଛନ୍ତି । WWE ରେସଲର୍ ଖଲି!-->!-->!-->…
ନିର୍ବାଚନ ଲଢୁଛନ୍ତି ଦିବ୍ୟାଙ୍ଗ ପ୍ରତାପ ଚନ୍ଦ୍ର
ମେଟ୍ରୋ ଟିଭି ଓଡିଶା,୯/୨ : ତ୍ରୀସ୍ତରୀୟ ପଂଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି ସେତେ ଗାଁ ଦାଣ୍ଡ ପ୍ରଚାର ସରଗରମ ଦେଖିବାକୁ ମିଳୁଛି । ବିଭିନ୍ନ ଦଳ ର ସମର୍ଥନ, ସରପଞ୍ଚ ଓ ନୋମିନି ପ୍ରାଥୀ ଘର କୁ ଘର ଯାଇଁ ଭୋଟ ମାଗୁଛନ୍ତି । ଆମେ କହଚୁ ନୂଆଗଡ ପଂଚାୟତ କଥା , ତିନି ସରପଞ୍ଚ ପାର୍ଥୀ!-->!-->!-->…
ଭଦ୍ରକରେ ଭୁଷୁଡିଲା ବିଜେପି ସଂଗଠନ ,ଦଳ ଛାଡିଲେ ଶତାଧିକ ନେତା ଓ କର୍ମୀ
ମେଟ୍ରୋ ଟିଭି ଓଡିଶା,୫/୨ : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ବେଳେ ଭଦ୍ରକ ବିଜେପି କୁ ଲାଗିଛି ବଡ ଝଟକା । କିଛିଦିନ ପୂର୍ବରୁ ଦଳରେ ପ୍ରମୁଖା ନେତା ଓ କର୍ମୀଙ୍କୁ ଅଣଦେଖା କରିବା ତଥା ନିର୍ବାଚନରେ କୌଣସି ଦାୟିତ୍ଵ ନଦେବା ଅଭିଯୋଗ କରି ବିଜେପିରୁ ଇସ୍ତଫା ଦେଇଥିବା ନେତା ଓ କର୍ମୀ ଆଜି!-->…
ଢିଙ୍କିଆ ଓ ଗଡକୁଜଙ୍ଗ ପଞ୍ଚାୟତରେ ଚାଲିଛି ଜୋରଦାର ପ୍ରଚାର
ମେଟ୍ରୋ ଟିଭି ଓଡିଶା,୪/୨ : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସେ ସେତେବେଳେ ପ୍ରଚାର ମଇଦାନ ରେ ସରଗରମ ଦେଖିବାକୁ ମିଳେ । ଆମ କହୁଛୁ ଜଗତସିଂହ ପୁରର ଢ଼ିଙ୍କିୟା ଓ ଗଡ଼କୁଜଙ୍ଗ ପଂଚାୟତ କଥା. ସେଠାରେ ପ୍ରଚାର ମଇଦାନ ରେ ସରଗରମ ଦେଖିବାକୁ ମିଳୁନି । ଗଡ଼କୁଜଙ୍ଗ ପଞ୍ଚାୟତ!-->…
ନିର୍ବାଚନ ଲଢିବେ ଯୁବ ସମାଜସେବୀ ସିଦ୍ଧାର୍ଥ ପ୍ରସାଦ
ମେଟ୍ରୋ ଟିଭି ଓଡିଶା,୪/୨ : ପ୍ରଚାର ମଇଦାନରେ ପ୍ରାର୍ଥୀ ଓ ପ୍ରାର୍ଥୀନୀ । ପଞ୍ଚାୟତ ନିର୍ବାଚନ ରେ ଏଥର ଲଢ଼ିବେ ଯୁବ ସମାଜସେବୀ. ଆମେ କହୁଛୁ ଫତେପୁର ପଞ୍ଚାୟତ ପୁଅ ସିଦ୍ଧାର୍ଥ ପ୍ରସାଦ ପ୍ରଧାନ ଙ୍କର କଥା ପେସାରେ ବ୍ୟବସାୟୀ ନିଶା ତାଙ୍କର ସମାଜସେବା । ପଞ୍ଚାୟତ ର ବହୁ ଉର୍ନତି ମୂଳକ!-->…
କେନ୍ଦ୍ରାପଡାରେ ପଞ୍ଚାୟତ ନିର୍ବାଚନ ଜୋରଦାର ,ଭାଗ୍ୟ ନିର୍ଦ୍ଧାରଣ କରିବେ ୪ ହଜାର ୬ ସହ ଭୋଟର
ମେଟ୍ରୋ ଟିଭି ଓଡିଶା,୪/୨ : କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ବ୍ଲକ ଦଶିପୁର ପଞ୍ଚାୟତରେ ୧୭ଟି ୱାର୍ଡ ଓ ୪,୬୦୦ ଭୋଟର ମାନେ ନିର୍ଦ୍ଧାରଣ କରିବେ ୩ ଜଣ ସରପଞ୍ଚ ପ୍ରାର୍ଥୀ ଙ୍କ ଭାଗ୍ୟ କାହାକୁ ବାଛିବେ ସରପଞ୍ଚ ,କାହା ମୁଣ୍ଡରେ ପିନ୍ଧାଉଛନ୍ତି ସରପଞ୍ଚ ମୁକୁଟ ଏହାକୁ ନେଇ ମେଟ୍ରୋ ଟିଭି ରେ!-->…
ଓଡିଶାକୁ ମୋଦିଙ୍କ ରେଳ ଅନୁଦାନ
ମେଟ୍ରୋ ଟିଭି ଓଡିଶା,୩/୨ : ଓଡ଼ିଶାକୁ ସର୍ବାଧିକ ରେଳ ଅନୁଦାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଚଳିତ ବର୍ଷ ୯୭୨୩ କୋଟି ଦେଇଛନ୍ତି । ୨୦୦୯ରୁ ୧୪ ପର୍ଯ୍ୟନ୍ତ ବାର୍ଷିକ ହାରାହାରି ୮୩୪ କୋଟି ମିଳୁଥିଲା । ଓଡ଼ିଶାରେ ରେଳ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଅଧିକ!-->…