Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Politics
All politics-related news information will be uploaded here in daily besis
ସୁରଙ୍କ ପୁଅ ମନ୍ମଥଙ୍କୁ ନିଲମ୍ବନ କଲା କଂଗ୍ରେସ
ଭୁବନେଶ୍ୱର: ଜଟଣୀରେ ବିଧାୟକ ପ୍ରାର୍ଥୀ ହେବା ପାଇଁ ସୁରଙ୍କ ପୁଅ ଘୋଷଣା କରିବା ପରେ ରାଜନୀତି ଚର୍ଚା ଜୋର ଧରିଛି । ଗଣମାଧ୍ୟମରେ ମନ୍ମଥ ଯେଉଁ ବୟାନ ଦେଇଥିଲେ ସେନେଇ କଂଗ୍ରେସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । କଂଗ୍ରେସ ଦଳରୁ ନିଲମ୍ବିତ ହୋଇଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ…
ନୂଆଦିଲ୍ଲୀରେ ବସିବ ଇଣ୍ଡିଆ ମେଣ୍ଟର ଆଉ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ: ଖଡ଼ଗେ
ନୂଆଦିଲ୍ଲୀ: ମୋଦିଙ୍କ ବିରୋଧରେ ପୁଣି ଏକାଠି ବସି ରଣନୀତି କରିବେ ବିରୋଧୀ ମେଂଟ । ଆଜି ନୂଆଦିଲ୍ଲୀରେ ବସିବ ଇଣ୍ଡିଆ ମେଣ୍ଟର ଆଉ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ । ନିର୍ବାଚନ ପୂର୍ବରୁ ଘନ ଘନ ଆକ୍ରମଣ କରିବା ପାଇଁ ଏହି ବୈଠକ ଡାକିଛନ୍ତି ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ । ଖଡ଼ଗେଙ୍କ…
ବିଜେପିକୁ ଟାର୍ଗେଟ କଲେ ବିଜେଡି ବିଧାୟକ ରୋହିତ ପୂଜାରୀ
ଭୁବନେଶ୍ୱର: ବିଜେପି କୁ ପୁଣି ଟାର୍ଗେଟ କରିଛି ବିଜେଡି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ରୋହିତ ପୂଜାରୀ । ଜୟନାରାୟଣ ଏକାଧିକ ଅପରାଧିକ ମାମଲାରେ ସଂଶ୍ଲିଷ୍ଟ ରହିଥିବା କଥା କହିଛନ୍ତି। ତାଙ୍କ ବିରୋଧରେ କୋର୍ଟରେ ୧୬ଟି ଚାର୍ଜସିଟ୍ ଦାଖଲ…
ସରକାରଙ୍କୁ ଘେରିବ ବିଜେପି, ବିଜେଡି କଲା ଟାର୍ଗେଟ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ୧୦୮ଟି ପ୍ରସଙ୍ଗକୁ ନେଇ ରାଜ୍ୟ ବିଜେପି ପ୍ରସ୍ତୁତ କରିଛି ଚାର୍ଜସିଟ । ୫-ଟି ସଚିବଙ୍କ ଜିଲ୍ଲା ଗସ୍ତ ପ୍ରସଙ୍ଗ ଚାର୍ଜସିଟରେ ରହିବ । ଚାର୍ଜସିଟକୁ ନେଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି ଯେ ସଚିବ କେଉଁ କ୍ଷମତାରେ ଜିଲ୍ଲା ଜିଲ୍ଲା ବୁଲୁଛନ୍ତି । …
କୁସୁମ ଟେଟେଙ୍କୁ ଇପସିତାଙ୍କ ଟାର୍ଗେଟ
ଭୁବନେଶ୍ବର: ସୁନ୍ଦରଗଡ଼ର ବିଜେପି ବିଧାୟିକା କୁସୁମ ଟେଟେଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ମୁଖପାତ୍ର ଇପସିତା ସାହୁ । କୁସୁମ ଟେଟେଙ୍କ ନିକଟତମ ସମ୍ପର୍କୀୟ ୨ ନମ୍ବର କୋଇଲା ବେପାର ଏବଂ ଟେଣ୍ଡର ଫିକ୍ସିଂ କରି ଯେଉଁ ୫୦୦ କୋଟି ରୋଜଗାର କରିଛନ୍ତି, ସେ ବିଷୟରେ ଆପଣ କହିଲେ କି ବୋଲି ପ୍ରଶ୍ନ…
ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକରେ ବିଶିଷ୍ଠ ବ୍ୟକ୍ତିଙ୍କ ଶୋକପ୍ରକାଶ
ଭୁବନେଶ୍ୱର : ପୂର୍ବତନ ବାଚସ୍ପତି ତଥା ବର୍ତମାନର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ରାଷ୍ଟ୍ରପତି ଗଭୀର ଶୋକ ପ୍ରକାଶ କରିଛନ୍ତି । ଓଡ଼ିଶାର ସେବା ପାଇଁ ତାଙ୍କର ଦାନ ଅତୁଳନୀୟ ବୋଲି କହିଛନ୍ତି ରାଷ୍ଟ୍ରପତି ।…
ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ପୂର୍ବତନ ବାଚସ୍ପତି ତଥା ବର୍ତ୍ତମାନର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ଗଞ୍ଜାମ ଦିଗପହଣ୍ଡିର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ କାର୍ଯ୍ୟ ତୁଲାଇଛନ୍ତି । ବିଭିନ୍ନ ସମୟରେ ଭିନ୍ନ…
ବିରୋଧୀ ଏକାଠି ହେଲେ ବିଜେପି ପାଇଁ ଜିତିବା ଅସମ୍ଭବ ହେବ
କଂଗ୍ରେସ ସାଂସଦ ରାହୁଲ ଗାନ୍ଧି କହିଛନ୍ତି ଯେ ବିରୋଧୀ ଏକଜୁଟ ହେଲେ ଆଗାମୀ ଲୋକସଭା ନିର୍ବାଚନରେ ବିଜେପି ପାଇଁ ଜିତିବା ଅସମ୍ଭବ ହୋଇପଡ଼ିବ। ଆଗାମୀ ସାଧାରଣ ନିର୍ବାଚନରେ ଆଇଏନଡିଆଇଏ ବ୍ଲକ୍ ବିଜେପିକୁ ପରାସ୍ତ କରିବ ବୋଲି ସେ ନିଶ୍ଚିତ । ଶ୍ରୀ ଗାନ୍ଧି ମେଣ୍ଟର ନେତାମାନଙ୍କୁ ଧନ୍ୟବାଦ…
ଶେଷହେଲା 5T ସଚିବଙ୍କ ବିକାଶ ସମୀକ୍ଷା
5T ସଚିବ କହିଛନ୍ତି, ବୁଲି ବୁଲି ଲୋକଙ୍କଠୁ ଅଭିଯୋଗ ଗ୍ରହଣ କରିବାକୁ ଦାୟିତ୍ବ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫେବ୍ରୁଆରୀରେ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମ କୋରେଇ ମାଟିରେ ଶେଷ ହୋଇଛି । ଆସନ୍ତା ସପ୍ତାହେ ଭିତରେ ମୁଖ୍ୟମନ୍ତ୍ରୀ କୋରେଇ ମାଟିର ବିକାଶ ପାଇଁ ଖୁସି ଖବର ଦେବେ ।…
ଇଣ୍ଡିଆ ମହାମେଣ୍ଟର ଦ୍ବିତୀୟ ଦିନ ବୈଠକରେ ବଡ ନିଷ୍ପତ୍ତି
ନୂଆ ଦିଲ୍ଲୀ: ଇଣ୍ଡିଆ ମହାମେଣ୍ଟର ଦ୍ବିତୀୟ ଦିନ ବୈଠକରେ ବଡ ନିଷ୍ପତ୍ତି । ତିନୋଟି ରିଜୋଲୁସନ ପାସ ହୋଇଛି । ୧୩ ସଦସ୍ୟ ବିଶିଷ୍ଟ ସମନ୍ବୟ କମିଟି ଗଠିତ ହୋଇଛି । ଇଣ୍ଡିଆ ମହାମେଣ୍ଟର ସମନ୍ବୟ ସମିତି ସେପ୍ଟେମ୍ବର ୩୦ ସୁଦ୍ଧା ସିଟ୍ ବଣ୍ଟନ ନେଇ ନିର୍ଣ୍ଣୟ ନେବେ । ଏହି ପ୍ୟାନେଲରେ…