Trending
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Politics
All politics-related news information will be uploaded here in daily besis
ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଇକୋନମିକ କରିଡରର ହେଲା ଘୋଷଣା
ଭାରତ, ଆମେରିକା, ସାଉଦୀ ଆରବ ଏବଂ ୟୁରୋପୀୟ ସଂଘ ଶନିବାର ଜି-୨୦ ଶିଖର ସମ୍ମିଳନୀ ଅବସରରରେ ଏକ ବହୁରାଷ୍ଟ୍ରୀୟ ରେଳ ଏବଂ ବନ୍ଦର ପରିକଳ୍ପନାର ଘୋଷଣା କରିଛନ୍ତି । ଏହି ଘୋଷଣାକୁ ଚୀନର ମହତ୍ତ୍ୱାକାଂକ୍ଷୀ ବେଲ୍ଟ ଆଣ୍ଡ ରୋଡ ଇନିସିଏଟିଭ (ବିଆରଆଇ)କୁ ପ୍ରତିହତ କରିବା ଉଦ୍ଦେଶ୍ୟରେ ଏହି ଘୋଷଣାକୁ…
ଜି୨୦ ସମ୍ମିଳନୀରେ ନୂଆଦିଲ୍ଲୀ ଘୋଷଣାପତ୍ରକୁ ମଞ୍ଜୁରୀ
ଭାରତର ଅଧ୍ୟକ୍ଷତାରେ ଦିଲ୍ଲୀରେ ଚାଲିଥିବା ଜି-୨୦ ସମ୍ମିଳନୀରେ ବଡ଼ ସଫଳତା । ସମ୍ମଳିନୀରେ ନୂଆଦିଲ୍ଲୀ ଲିଡର୍ସ ଘୋଷଣାପତ୍ରକୁ ମଞ୍ଜୁରୀ ମିଳିଛି । ଗ୍ରୁପ ୨୦ ସମ୍ମିଳନୀରେ ଶାନ୍ତି ଓ ସ୍ଥିରତାର ବାର୍ତ୍ତା ସହ ନୂଆଦିଲ୍ଲୀ ଘୋଷଣାନାମାରେ ଆଣବିକ ଅସ୍ତ୍ରଶସ୍ତ୍ରର ବ୍ୟବହାରକୁ ନା କହିଛନ୍ତି।…
ସୌମ୍ୟଙ୍କୁ କଡ଼ା ସମାଲୋଚନା କଲେ ପ୍ରତାପ , କହିଲେ ଦଳ ଛାଡ଼, ସମ୍ପାଦକୀୟ ଲେଖ
ଭୁବନେଶ୍ବର: ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି ଶକ୍ତିମନ୍ତ୍ରୀ ପ୍ରତାପ ଦେବ । ଦଳକୁ ବିରୋଧ କରିବା ଠିକ୍ ନୁହେଁ । ଯଦି ଗଣମାଧ୍ୟମରେ ଦଳକୁ ବିରୋଧ କରିବାର ଅଛି ତେବେ ଦଳ ଛାଡିଦେବା ଉଚିତ । ଏକ ନିର୍ଦ୍ଦିଷ୍ଟ ଦଳର ବିଧାୟକ ହୋଇ ମଧ୍ୟ ବାରମ୍ବାର ଦଳ…
ଆନ୍ଧ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ଗିରଫ
ଦୁର୍ନୀତି ମାମଲାରେ ‘ସିଆଇଡି’ ଆଜି ସକାଳେ ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ‘ତେଲୁଗୁ ଦେଶମ୍ ପାର୍ଟି’ର ମୁଖ୍ୟ ଏନ୍. ଚନ୍ଦ୍ରବାବୁ ନାଇଡୁଙ୍କୁ ଗିରଫ କରିଛି । ପୁଲିସ ଉପସ୍ଥିତ ଥିବା ବହୁସଂଖ୍ୟକ ‘ଟିଡିପି’ ନେତାଙ୍କ ପ୍ରତିରୋଧର ସମ୍ମୁଖୀନ ହୋଇଥିଲା। ନାଇଡୁଙ୍କୁ ପହରା…
ହିନ୍ଦୁ ଭାବେ ଗର୍ବ ଅନୁଭବ କରୁଛି : ଋଷି ସୁନକ
ହିନ୍ଦୁ ଭାବେ ଗର୍ବ ଅନୁଭବ କରୁଛି ବୋଲି କହିଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ । ଏହା ସହ ଏକ ବଡ଼ କଥା ସେ କହିଛନ୍ତି । G-20 ସମ୍ମିଳନୀ ପାଇଁ ଦିଲ୍ଲୀର ସାଜ ସଜ୍ଜା ଓ ଆତିଥେୟତାକୁ ପସନ୍ଦ କରିଛନ୍ତି । ଜଣେ ହିନ୍ଦୁ ଭାବେ ଏଠାରେ ଯୋଗ ଦେଇ ମୁଁ ନିଜକୁ ଗର୍ବ ଅନୁଭବ କରୁଛି ବୋଲି…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ମୋଦି- ବାଇଡେନ ସାକ୍ଷାତ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପହଁଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଦୁଇ ରାଷ୍ଟ୍ର ମୁଖ୍ୟଙ୍କ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା ହୋଇଛି।
https://twitter.com/ANI/status/1700163755844256247?s=20
ଜି- ୨୦ ଶିଖର…
ଝାଡ଼ଖଣ୍ଡରେ ଇଣ୍ଡିଆ ମେଣ୍ଟ ଖାତା ଖୋଲିଲା, କେରଳରେ କଂଗ୍ରେସ ତ୍ରିପୁରାରେ ବିଜେପି ବିଜୟୀ
ସାଧାରଣ ନିର୍ବାଚନ ପୂର୍ବରୁ ଦେଶର କିଛି ରାଜ୍ୟରେ ହୋଇଥିବା ଉପନିର୍ବାଚନରେ ମିଶ୍ରିତ ଫଳ ପ୍ରକାଶ ପାଇଛି । କେରଳରେ ଶାସକ ସିପିଆଇ(ଏମ୍)କୁ ବଡ଼ ଝଟକା ଦେଇ କଂଗ୍ରେସ-ୟୁଡିଏଫ୍ ମେଣ୍ଟର ଚାଣ୍ଡି ଓମେନ୍ କେରଳର ପୁଥୁପଲ୍ଲୀ ଉପନିର୍ବାଚନରେ ୩୬ ହଜାରରୁ ଅଧିକ ଭୋଟ୍ ବ୍ୟବଧାନରେ ବିଜୟୀ…
ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଉପରେ ବର୍ଷିଲା ବିଜେଡି
ଭୁବନେଶ୍ୱର: ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଉପରେ ବର୍ଷିଲା ବିଜେଡି। ବିଧାୟକ ସୌମ୍ୟ ପଟ୍ଟନାୟକଙ୍କୁ ସମର୍ଥନ ଦେବାକୁ ଏବେ ଆଗେଇ ଆସିଛନ୍ତି ଜୟନାରାୟଣ। କିନ୍ତୁ ସୌମ୍ୟ ଯଦି କହିବେ ବିଜେପିରେ ଯୋଗ ଦେବି, ତେବେ ସେ ଡିପ୍ରେସନକୁ ପଳାଇବେ ବୋଲି କହି ଜୟନାରାୟଣଙ୍କୁ…
ବିଶ୍ବର ୧୫ଜଣ ନେତାଙ୍କ ସହିତ ଦ୍ବିପାକ୍ଷିକ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦୀ
ଆଜିସଂଧ୍ୟାରୁ ବିଶ୍ବନେତାଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି । ‘ଜି-୨୦’ ଶିଖର ସମ୍ମିଳନୀର କାର୍ଯ୍ୟକ୍ରମ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଶ୍ବର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୧୫ରୁ ଅଧିକ ନେତାମାନଙ୍କ ସହିତ ଦ୍ବିପାକ୍ଷିକ ଆଲୋଚନା କରିବେ ବୋଲି ଜଣାପଡିଛି ।…
ସୁରଙ୍କ ପୁଅ ମନ୍ମଥଙ୍କୁ ନିଲମ୍ବନ କଲା କଂଗ୍ରେସ
ଭୁବନେଶ୍ୱର: ଜଟଣୀରେ ବିଧାୟକ ପ୍ରାର୍ଥୀ ହେବା ପାଇଁ ସୁରଙ୍କ ପୁଅ ଘୋଷଣା କରିବା ପରେ ରାଜନୀତି ଚର୍ଚା ଜୋର ଧରିଛି । ଗଣମାଧ୍ୟମରେ ମନ୍ମଥ ଯେଉଁ ବୟାନ ଦେଇଥିଲେ ସେନେଇ କଂଗ୍ରେସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । କଂଗ୍ରେସ ଦଳରୁ ନିଲମ୍ବିତ ହୋଇଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ…