Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Politics
All politics-related news information will be uploaded here in daily besis
ଝାରସୁଗୁଡ଼ାରେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଝାରସୁଗୁଡାର ଅମଲୀପାଲିସ୍ଥିତ ପଡ଼ିଆରେ ଯୁବ ସମାବେଶରେ ପହଞ୍ଚି ବିଭିନ୍ନ ଜିଲ୍ଲାରୁ ଆସିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀ ଝାରସୁଗୁଡ଼ା ବିବାନ ବନ୍ଦରରେ ଓହ୍ଲାଇଛନ୍ତି। ପୂର୍ବାହ୍ନ ୧୦ଟା ୫୦ ମିନିଟରେ ପ୍ରଧାନମନ୍ତ୍ରୀ…
ଗାନ୍ଧୀ ଜୟନ୍ତୀରୁ ବିଜେଡି କରିବ ଜନସମ୍ପର୍କ ପଦଯାତ୍ରା, ନୂଆପଡ଼ା ଉପନିର୍ବାଚନ ହେବ ଏସିଡ ଟେଷ୍ଟ
ବିଜେଡି ଜନସଂପର୍କ ପଦଯାତ୍ରା ଆରମ୍ଭ କରିବାକୁ ଯାଉଛି । ଶଂଖ ଭବନରେ ବିଜୁ ଜନତା ଦଳ ପ୍ରାରମ୍ଭିକ ବୈଠକରେ ଏହି ଘୋଷଣା କରାଯାଇଛି । ଦଳୀୟ ସୁପ୍ରିମୋଙ୍କ ନିର୍ଦ୍ଦେଶ ଅନୁସାରେ ଏଥର ମାସେ ବ୍ୟାପୀ ପଦଯାତ୍ରା କରିବ ବିଜେଡି । ହାତରୁ କ୍ଷମତା ଯିବା ପରେ ଏବେ ବିଜେଡି ଲୋକଙ୍କ…
କେଉଁ ଦଳକୁ ଯିବେ ଶ୍ରୀମୟୀ
ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ଶ୍ରୀମୟୀ ମିଶ୍ରଙ୍କୁ ବିଜେଡି ଗତକାଲି ନିଲମ୍ବନ କରିଥିଲା। ଏବେ ଚର୍ଚା ହେଉଛି ସେ କେଉଁ ଦଳକୁ ଯିବେ । କଂଗ୍ରେସ ତାଙ୍କ ସହିତ କଥା ଆରମ୍ଭ କରିଛି । ତେବେ ବିଜେପି ମଧ୍ୟ ତାଙ୍କୁ ଦଳରେ ନେବାକୁ ଚାହିଁବ । କାର୍ଯ୍ୟାନୁଷ୍ଠାନକୁ ନେଇ ଗତକାଲିଠାରୁ ବୟାନବାଜି…
ନବୀନ ପଟ୍ଟନାୟକଙ୍କ ବିନା ଶ୍ରୀମୟୀ ନେତ୍ରୀ ହୋଇ ପ୍ରମାଣିତ କରନ୍ତୁ
ଶ୍ରୀମୟୀ ମିଶ୍ରଙ୍କୁ ବିଜେଡି ନେତା ମନ୍ମଥ ରାଉତରାୟ ଆହ୍ବାନ ଦେଇଛନ୍ତି। ମନ୍ମଥ କହିଛନ୍ତି, ନବୀନ ପଟ୍ଟନାୟକଙ୍କ ବିନା ଏବେ ନେତ୍ରୀ ହୋଇ ପ୍ରମାଣିତ କରନ୍ତୁ। ଏଭଳି ନେତା ବିଜେଡି ପାଇଁ ନିର୍ବାଚନରେ ବୀଭିଷଣ ହୋଇଥିଲେ। ଶଙ୍ଖଭବନରେ ଆପତ୍ତିଜନକ ଆଚରଣ ସିସିଟିଭିରେ କଏଦ ହୋଇଛି। ଦଳ ତାଙ୍କୁ…
ବିଜେଡିର ବଡ଼ ଆକ୍ସନ , ଦଳରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର
ଆତ୍ମସମ୍ମାନ ଓ ସ୍ବାଭିମାନ ସହ ସାଲିସ୍ କରିନାହିଁ କି କରିବି ନାହିଁ ମଧ୍ୟ। ଦୀର୍ଘ ଏକବର୍ଷ ଧରି ଯେଉଁ ଦଳରେ ନାହିଁ ଓ ନିଜର ସଦସ୍ୟତା ନବୀକରଣ କରିନାହିଁ,ସେ ଦଳ ମୋତେ ନିଲମ୍ବନ କରିବା ଜଗତେ କେବଳ ଜନେ ହସିବେ। ଜଣେ ଅଣ ଓଡ଼ିଆଙ୍କ ପ୍ରରୋଚନାରେ ଓଡିଶା କୁ ଦୀର୍ଘ ବର୍ଷ ଧରି ଶାସନ କରୁଥିବା…
ବିଜେଡି ପକ୍ଷରୁ ବିଧାନସଭା ଘେରାଉ , ବିଜେଡ଼ି ନେତାଙ୍କୁ ପାଣିମାଡ଼
ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଂକୁଚିତ ହେବା ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିଧାନସଭା ଘେରାଉ କରାଯାଉଛି । ବିଜେଡି କର୍ମୀମାନେ ୨ଟି ବ୍ୟାରିକେଡ୍ ଭାଙ୍ଗିଛନ୍ତି । ଏଣେ ପୁଲିସ୍ ସହ ବିଜେଡି କର୍ମୀମାନଙ୍କର ଧସ୍ତାଧସ୍ତି ହୋଇଛି । ଧସ୍ତାଧସ୍ତା ପରେ ଲୋୟର ପିଏମଜିରେ ପୁଲିସ୍ –…
ତୃତୀୟ ଦିନ ରେ ବି ଚାଲିପାରିଲାନି ଗୃହ କାର୍ଯ୍ୟ , 4 ପର୍ଯ୍ୟନ୍ତ ମୁଲତବୀ
ଆଜି ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନର ତୃତୀୟ ଦିନ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିବଙ୍ଗତ ନେତା ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ଏହି ଶୋକ ପ୍ରସ୍ତାବକୁ ବିରୋଧୀ ଦଳ…
ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !
ଦିଲ୍ଲୀପ ନାୟକ ନିମାପଡ଼ା ଆସନରେ ୨୦୨୪ ନିର୍ବାଚନରେ ପ୍ରାର୍ଥୀ ଥିଲେ। ଏହାପୂର୍ବରୁ ସେ କଟକ ଜିଲ୍ଲାରେ ବିଜେଡିର ନେତା ଭାବେ ପରିଚିତ ଥିଲେ। ୨୦୨୪ ଏପ୍ରିଲରେ ଦିଲ୍ଲୀପ ନାୟକ ଶତାଧିକ ଭାଜପା କର୍ମକର୍ତ୍ତାଙ୍କ ସହ ବିଜେଡିରେ ଯୋଗ ଦେଇଥିଲେ।
ବିଜେଡିର ପ୍ରମୁଖ ନେତା ଏବଂ ନିମାପଡ଼ା…
ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନର ଦ୍ବିତୀୟ ଦିନର ଗୃହ କାର୍ଯ୍ୟ। ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ। ପ୍ରଥମରୁ ଗୃହରେ ବିଜେଡି ସଦସ୍ୟମାନେ ସାର ପ୍ରସଙ୍ଗରେ ପ୍ଲାଗ କାର୍ଡ ଦେଖାଇ ନାରାବାଜି ସହ ହଟ୍ଟଗୋଳ କରିଥିଲେ।…
ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଦ୍ୟ ଭୋଟ୍ ଚୋରି ଅଭିଯୋଗ ଉପରେ କଡ଼ା ପ୍ରତିକ୍ରିୟା ରଖିଛି ବିଜେପି। ରାହୁଲଙ୍କୁ କଡ଼ା ଜବାବ ଦେଇ ବିଜେପି କହିଛି ଯେ ରାହୁଲ ଗାନ୍ଧୀ ଭାରତରେ ନେପାଳ ଏବଂ ବାଂଲାଦେଶ ଭଳି ସ୍ଥିତି ସୃଷ୍ଟି କରିବାକୁ ଚାହୁଛନ୍ତି। ବିଜେପି ସାଂସଦ ଅନୁରାଗ ଠାକୁର ଗୁରୁବାର…