Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Politics
All politics-related news information will be uploaded here in daily besis
ଦଳର ଶୃଙ୍ଖଳା ଭାଙ୍ଗିଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି – ଦେବୀପ୍ରସାଦ ମିଶ୍ର
ଦଳର ସମ୍ବିଧାନରେ ଅଛି । ସେଥିପାଇଁ ଶୃଙ୍ଖଳା ଭାଙ୍ଗିଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି । ରାଜ୍ୟସଭା ଭୋଟିଂ ବେଳେ ବସିଥିବା ଏଜେଣ୍ଟ କାର୍ଯ୍ୟାନୁଷ୍ଠାନ ପାଇଁ ବି ସୁପାରିଶ ମଧ୍ୟ କରିଥିଲେ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ବିଜେଡିର ବରିଷ୍ଠ ନେତା ଦେବୀପ୍ରସାଦ ମିଶ୍ର…
ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଘରେ ଯୁବକଙ୍କ ହଙ୍ଗାମା
ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଘରେ ଯୁବକଙ୍କ ହଙ୍ଗାମା । ଭୁବନେଶ୍ବରରେ ପ୍ରତାପ ଜେନାଙ୍କ ପରିବାର ରହୁଥିବା ଘରକୁ ଗତ ରାତିରେ ୧୫ରୁ ୨୦ ଜଣ ମଦ୍ୟପ ଗୁଣ୍ଡା ଜବରଦସ୍ତ ପଶି ଥିବା ଅଭିଯୋଗ ହୋଇଛି । ଯୁବକମାନେ ସୁରକ୍ଷାକର୍ମୀଙ୍କ ମୁଣ୍ଡରେ ବନ୍ଧୁକ ରଖି ଧମକ…
ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ ନେଇ ଉତ୍ତର ରଖିଲେ ବିଜେଡିର ତିନି ବିଧାୟକ
ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରିଥିବା ବିଧାୟକମାନଙ୍କୁ ବିଜେଡି କାରଣ ଦର୍ଶାଅ ନୋଟିସ ଜାରି କରିଥିଲା । ଏହାର ଉତ୍ତର ରଖିଛନ୍ତି ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ରମାକାନ୍ତ ଭୋଇ ଓ ଚକ୍ରମଣୀ କହଁର । ସେମାନେ ଉତ୍ତରରେ ଲେଖିଛନ୍ତି କି, ଦଳ ଆମ ଉପରେ ଭିତ୍ତିହୀନ କାରଣ ଦର୍ଶାଅ…
Trust ଗଠନ ନେଇ ସ୍ପଷ୍ଟୀକରଣ ରଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
ଚର୍ଚ୍ଚାରେ ପକାଇଦେଲେ ପୂର୍ଣ୍ଣଛେଦ । ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ । ବର୍ଷିଲେ ନବୀନ, କହିଲେ ନଜାଣି କରନ୍ତି ଅପପ୍ରଚାର । Trust ଗଠନ ନେଇ ସ୍ପଷ୍ଟୀକରଣ ରଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ କହିଲେ ଯେ ବିଜୁ ବାବୁ ଦାନଦକ୍ଷିଣା ପାଇଁ ଜଣାଶୁଣା ଥିଲେ । ୩୦ ବର୍ଷ ବୟସରେ ସେ…
ରାଜ୍ୟସଭା ନିର୍ବାଚନ: କ୍ରସ ଭୋଟିଂ କରିବା ନେଇ ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲା ବିଜେଡ଼ି
ରାଜ୍ୟସଭା ନିର୍ବାଚନରେ ୮ ବିଜେଡି ବିଧାୟକଙ୍କ କ୍ରସ ଭୋଟିଂ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାରେ ବିଷୟ ପାଲଟିଛି। ଅବଶ୍ୟ ୮ ମଧ୍ୟରେ ଦୁଇ ନିଲମ୍ବିତ ବିଧାୟକ ଅଛନ୍ତି। ହେଲେ ନବୀନଙ୍କ ସବୁ ଚେଷ୍ଟା ସତ୍ତ୍ବେବି ଏହି ବିଧାୟକମାନେ କ୍ରସ ଭୋଟିଂ କରିବା ଦଳର ସ୍ଥିତିକୁ ସର୍ବସମ୍ମୁଖକୁ ପଦାରେ…
ମହଙ୍ଗା ପଡିଲା ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ,ନିଲମ୍ବିତ ହେଲେ କଂଗ୍ରେସର ୩ ବିଧାୟକ
ମହଙ୍ଗା ପଡିଲା ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ । ନିଲମ୍ବିତ ହେଲେ କଂଗ୍ରେସର ୩ ବିଧାୟକ । ସୋଫିଆ ଫିର୍ଦ୍ଦୋସ, ରମେଶ ଜେନା ଓ ଦାଶରଥି ଗମାଙ୍ଗଙ୍କୁ ସସ୍ପେଣ୍ଡ କଲା କଂଗ୍ରେସ । ସେହିଭଳି କଟକ ନଗର ସଭାନେତ୍ରୀ ଗିରିବାଳା ବେହେରାଙ୍କୁ ବହିଷ୍କାର କଲା କଂଗ୍ରେସ । ରମେଶ, ସୋଫିଆ ଓ…
ସରିଛି ରାଜ୍ୟସଭା ନିର୍ବାଚନ, ୩ ରାଜ୍ୟସଭା ଆସନ ହାତେଇବାରେ ସଫଳ ହେଲା ବିଜେପି
ସରିଛି ରାଜ୍ୟସଭା ନିର୍ବାଚନ। ଆସିଛି ଫଳାଫଳ। ଯାହା ଆଶା କରାଯାଉଥଲା… ସେୟା ହିଁ ଘଟିଲା। ୩ ରାଜ୍ୟସଭା ଆସନ ହାତେଇବାରେ ସଫଳ ହେଲା ବିଜେପି। ବିଜେପିର ଦୁଇ ପ୍ରାର୍ଥୀ ମନମୋହନ ସାମଲ ଏବଂ ସୁଜିତ କୁମାର ବିଜୟୀ ହୋଇଥିବା ବେଳେ, ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ଚତୁର୍ଥ…
ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ରାଜ୍ୟସଭା ଭୋଟିଂ : ଜଣେ କି ଦୁଇ ଜଣ ନୁହେଁ ୧୧ ଜଣ ବିଧାୟକ ଏବଂ ବିଧାୟିକା କ୍ରସ…
ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ରାଜ୍ୟସଭା ଭୋଟିଂ। ଯାହା ଆଶଙ୍କା କରାଯାଉଥିଲା ତାହା ହିଁ ହେଲା। ଆଶାଠୁ ଢେର ଅଧିକ ହେଲା କ୍ରସ ଭୋଟିଂ। ବୋଧହୁଏ ଓଡ଼ିଶା ରାଜନୀତିରେ ରାଜ୍ୟସଭା ନିର୍ବାଚନରେ ଏମିତି କ୍ରସ ଭୋଟିଂ କେବେ ହୋଇ ନ ଥିବ। ଜଣେ କି ଦୁଇ ଜଣ ନୁହେଁ ୧୧ ଜଣ ବିଧାୟକ ଏବଂ…
ରାଜ୍ୟସଭା ନିର୍ବାଚନ: ବିଜେଡି ଶିବିରରେ କ୍ରସ୍ ଭୋଟିଂ ହୋଇଥିବା ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ କଂଗ୍ରେସ ବିଧାୟିକା…
ଓଡ଼ିଶା ରାଜ୍ୟସଭା ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଚାଲିଥିବା ବେଳେ ରାଜନୈତିକ ମହଲରେ ବଡ଼ ବିସ୍ଫୋରଣ ଘଟିଛି। ବିଜେଡି ଶିବିରରେ କ୍ରସ୍ ଭୋଟିଂ ହୋଇଥିବା ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ଆଭିମୁଖ୍ୟକୁ ନେଇ ସନ୍ଦେହ ବଢ଼ିଛି
ବିଜେଡି ବିଧାୟକ ସୌଭିକ…
ଉପାସନା ମହାପାତ୍ରଙ୍କୁ ଦ୍ୱିତୀୟ ଥର ବାଲାଟ ଦେବା ନେଇ ପ୍ରଶ୍ନ ଉଠାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଭିତରେ ବଡ଼ ଅଭିଯୋଗ ଆଣିଛି ବିରୋଧୀ ଦଳ । ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ବିରୋଧୀ ଦଳ ନେତାଙ୍କ ନବୀନ ପଟ୍ଟନାୟକଙ୍କ ଅଭିଯୋଗ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଉପାସନା ମହାପାତ୍ରଙ୍କୁ ଦ୍ୱିତୀୟ ଥର ବାଲାଟ ଦେବା ନେଇ ପ୍ରଶ୍ନ ଉଠାଇଛନ୍ତି ।
ଏହା…