Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Browsing Category
Politics
All politics-related news information will be uploaded here in daily besis
ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ବିଶ୍ବପାଇଁ ଆଦର୍ଶ ସୃଷ୍ଟି କରିଛି ଓଡ଼ିଶା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜଧାନୀର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ପରେଡରେ ଅଭିବାଦନ ଗ୍ରହଣ କରିଥିଲେ ।
!-->!-->!-->!-->!-->…
ସ୍ବାଧୀନତା ସଂଗ୍ରାମୀଙ୍କ ପାଇଁ ଦେଶ କୃତଜ୍ଞ: ମୋଦି
ଦେଶ ପାଳୁଛି ୭୬ତମ ସ୍ବାଧିନତା ଦିବସ । ଆଜାଦି କା ଅମୃତ ମହୋତ୍ସବରେ ଦେଶବାସୀ ସମସ୍ତେ ସାମିଲ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଲକିଲ୍ଲାରେ ତ୍ରୀରଙ୍ଗା ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି “ସ୍ୱାଧୀନତାର ୭୫ବର୍ଷ ପୂରଣ ହେତୁ!-->…
ରାଜ୍ୟସ୍ତରୀୟ ପରେଡକୁ ବର୍ଷା କରିପାରେ ଫିକା!
ରାଜ୍ୟରେ ଲାଗିରହିଛି ବର୍ଷା । ରାଜଧାନୀ ଭୁବନେଶ୍ବରରେ ଲଗାତର ବର୍ଷା ତୁହାକୁ ତୁହା ହେଉଥିବା ବେଳେ ଆଗାମୀ ଦୁଇଦିନ ପୁଣି ବର୍ଷା ସଂଭାବନା ଥିବା ପାଣିପାଗ ବିଭାଗ କହିଛି । ଦିନକ ପରେ ସ୍ୱାଧୀନତା ଦିବସ ପାଳନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଛି। ରାଜ୍ୟସ୍ତରୀୟ!-->…
ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତିଙ୍କ ସହ ଭର୍ଚ୍ୟୁଆଲ ବୈଠକରେ କଥା ହେଲେ ପ୍ରଧାନମନ୍ତ୍ରୀ
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଥା ହୋଇଛନ୍ତି । ମୋଦି ଜୋ ବାଇଡେନଙ୍କୁ କହିଛନ୍ତି ‘ଗତବର୍ଷ ସେପ୍ଟେମ୍ବରରେ ମୋର ୱାଶିଂଟନ ଗସ୍ତ ବେଳେ ଆପଣ କହିଥିଲେ ଯେ, ଭାରତ-ଆମେରିକା ଭାଗିଦାରୀ ବହୁ ବୈଶିକ ସମସ୍ୟା ସମାଧାନରେ ସହଯୋଗ କରିପାରିବ ।!-->…
ଅବସର ନେବେ ସୁରେଶ ମହାପାତ୍ର, ପୁଣି ବଢ଼ିବ କି କାର୍ଯ୍ୟକାଳ?
ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ୩୧ ତାରିଖରେ ସରୁଛି । ୨୦୨୨ ଫେବୃଆରୀରେ ଶ୍ରୀ ମହାପାତ୍ରଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା । କେନ୍ଦ୍ର ସରକାରଙ୍କ ଅନୁମତି କ୍ରମେ ରାଜ୍ୟ ସରକାର ତାଙ୍କ କାର୍ଯ୍ୟକାଳ ୬ ମାସ ବୃଦ୍ଧି କରିଥିଲେ । ଅଗଷ୍ଟ ୩୧ରେ ସେ ଅବସର ନେବେ । ପୁଣି ଥରେ!-->…
୩୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ବଢ଼ିଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନା
୩୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଜାରି ରହିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା - ସହରାଞ୍ଚଳ (ପିଏମଏୱାଇ-ୟୁ) – ‘‘ସମସ୍ତଙ୍କ ପାଇଁ ଆବାସ’’ ଅଭିଯାନ । ଏ ସଂକ୍ରାନ୍ତରେ ଆବାସ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ (ଏମଓଏଚୟୁଏ)ର ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ!-->…
ତାଇଓ୍ବାନକୁ ନେଇ ଚୀନ ଆମେରିକା ମୁହାଁମୁହିଁ : ଯୁଦ୍ଧ ମୁହାଁ ବିଶ୍ବ
ଚାଇନାର ବିସ୍ତାରବାଦୀ ନୀତିକୁ ଆମେରିକା ପସନ୍ଦ କରୁନାହିଁ । ତାଇଓ୍ବାନକୁ ଜୋର ଜବରଦସ୍ତ ଦଖଲ କରିବାକୁ ଚାଇନା ଚାହୁଁଥିବା ବେଳେ ଆମେରିକା ଏଥିରେ ବଡ଼ ପ୍ରତିବନ୍ଧକ ସାଜିଛି । ଆଉ ଏପରି ସ୍ଥିତିରେ ତାଇଓ୍ବାନ ମଧ୍ୟ ଚୀନର ଧମକକୁ ଖାତିର କରୁନାହିଁ । ତାଇଓ୍ବାନ ଚାହୁଁଛି ତାହାର ସ୍ବାଧୀନତାରେ!-->…
ନୀତୀଶ ମୁଖ୍ୟମନ୍ତ୍ରୀ, ତେଜସ୍ବୀ ହେଲେ ଉପମୁଖ୍ୟମନ୍ତ୍ରୀ
ଆଜି ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ନୀତୀଶ କୁମାର । ଅଷ୍ଟମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ନୀତୀଶ । ତେବେ ସେ ୨୧ ମାସରେ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି । ଏହା ସହିତ ତେଜସ୍ୱୀ ଯାଦବ ଦ୍ୱିତୀୟ ଥର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ!-->…
୧୩ରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ନିଜ ଘରେ ତ୍ରିରଙ୍ଗା ଉତ୍ତୋଳନ କରିବା ଲାଗି ଯୁବପିଢ଼ିଙ୍କୁ ଆହ୍ୱାନ
କେନ୍ଦ୍ର ସୂଚନା ଓ ପ୍ରସାରଣ, ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ସିଂ ଠାକୁର ୧୩ରୁ ୧୫ ଅଗଷ୍ଟ ୨୦୨୨ ପର୍ଯ୍ୟନ୍ତ ନିଜ ଘରେ ଜାତୀୟ ପତାକା ତ୍ରିରଙ୍ଗା ଉତ୍ତୋଳନ କରିବା ଲାଗି ଯୁବପିଢ଼ିଙ୍କୁ ଆହ୍ୱାନ କରିଛନ୍ତି । ସେ କହିଥିଲେ ଯେ, ଆଜି ‘‘ଅଗଷ୍ଟ କ୍ରାନ୍ତି’’!-->…
ବାପୁଙ୍କ ନେତୃତ୍ୱରେ ଭାରତଛାଡ ଆନ୍ଦୋଳନ ଭାଗ ନେଇଥିବା ବ୍ୟକ୍ତିମାନଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
ବାପୁଙ୍କ ନେତୃତ୍ୱରେ ଭାରତଛାଡ ଆନ୍ଦୋଳନରେ ଭାଗ ନେଇ ଆମ ସ୍ୱାଧୀନତା ସଂଗ୍ରାମକୁ ମଜବୁତ କରିଥିବା ବ୍ୟକ୍ତିମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ମରଣ କରିଛନ୍ତି ।
!-->!-->!-->!-->!-->…