Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Politics
All politics-related news information will be uploaded here in daily besis
ପଞ୍ଜାବ କ୍ୟାବିନେଟର ସମ୍ପ୍ରସାରଣ
ମେଟ୍ରୋ ଟିଭି ଓଡିଶା (୪.୭.୨୦୨୨)
ପଞ୍ଜାବରେ ମାନ ସରକାରଙ୍କ କ୍ୟାବିନେଟର ସମ୍ପ୍ରସାରଣ ହୋଇଛି। ୫ଜଣ ଏଏପି ବିଧାୟକ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।
ସୋମବାର ସନ୍ଧ୍ୟାରେ ପଞ୍ଜାବ ରାଜ ଭବନର ଗୁରୁ ନାନକ ଦେବ ଅଡିଟୋରିୟମରେ ନୂତନ ନିଯୁକ୍ତ ପଞ୍ଜାବ ମନ୍ତ୍ରିମଣ୍ଡଳର ଶପଥ!-->!-->!-->!-->!-->!-->!-->…
ତୃତୀୟ ଥର ସମ୍ଭାଳିବେ ମହାରାଷ୍ଟ୍ର ଗାଦି : ଦେବେନ୍ଦ୍ର
ମେଟ୍ରୋ ଟିଭି ଓଡିଶା (୩୦.୬.୨୦୨୨)
ବିଜେପି ନେତା ଦେବେନ୍ଦ୍ର ଫଡଣବିସ୍ ଆଜି ସନ୍ଧ୍ୟା ୭ଟାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରେ ଶପଥ ନେବେ। ତାଙ୍କ ସହିତ ଏକନାଥ ସିନ୍ଦେ ଉପ ମୁଖ୍ୟମନ୍ତ୍ରୀ ପଦରେ ଶପଥ ନେଇ ପାରନ୍ତି। ପୂର୍ବରୁ ଚର୍ଚ୍ଚା ଚାଲିଥିଲା ଯେ ଜୁଲାଇ ୧ରେ ଫଡଣବିସ ମୁଖ୍ୟମନ୍ତ୍ରୀ!-->!-->!-->…
ଦୈନିକ ୬ ଘଣ୍ଟା ଚାଲିବ ବିଧାନସଭା
ମେଟ୍ରୋ ଟିଭି ଓଡିଶା (୨୯.୬.୨୦୨୨)
ସରିଲା ସର୍ବଦଳୀୟ ବୈଠକ | ଆସନ୍ତା ଜୁଲାଇ ୨ ତାରିଖରୁ ଅଗଷ୍ଟ ୪ ପର୍ଯ୍ୟନ୍ତ ଚାଲିବ ବିଧାନସଭାର ବଜେଟ୍ ଅଧିବେଶନ । ଆଜି ବସିଥିବା ସର୍ବଦଳୀୟ ବୈଠକ ପରେ ବାଚସ୍ପତି ବିକ୍ରମ ଆରୁଖ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ।
କହିଛନ୍ତି ଯେ,!-->!-->!-->!-->!-->!-->!-->…