Trending
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Politics
All politics-related news information will be uploaded here in daily besis
ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଲେଖାକୁ ନେଇ ଚର୍ଚା
ଭୁବନେଶ୍ବର: ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ସଂପାଦକୀୟ ଲେଖାକୁ ନେଇ ରାଜନୀତି ଜୋର ଧରିଛି । ତାଙ୍କ ଲେଖା ମାଧ୍ୟମରେ ସେ ବିଜେଡି, ମୁଖ୍ୟମନ୍ତ୍ରୀ, ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବଙ୍କୁ ନେଇ ଟାର୍ଗେଟ କରିଛନ୍ତି । ଦଳ ଏବେ ସଚିବଙ୍କ ଉପରେ ନିର୍ଭରଶୀଳ ଥିବା ତାଙ୍କ ଲେଖାରେ ଦର୍ଶାଇଛନ୍ତି…
ପ୍ରଧାନମନ୍ତ୍ରୀଙ୍କ ବିବୃତିକୁ କଡା ସମାଲୋଚନା କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ: ସଂସଦରେ ଅନାସ୍ଥା ପ୍ରସ୍ତାବ ନେଇ ପ୍ରଧାନମନ୍ତ୍ରୀଙ୍କ ବିବୃତିକୁ କଡା ସମାଲୋଚନା କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ୨ ଘଣ୍ଟା ୧୩ ମିନିଟ ଭାଷଣରେ ମାତ୍ର ଦୁଇ ମିନିଟ ମଣିପୁର କଥା କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏଥିରୁ ସ୍ପଷ୍ଟ ଯେ ମଣିପୁରର ସ୍ଥିତି କଣ ସେ…
ମୟୂରଭଞ୍ଜରେ 5T ସଚିବ ଭିକେ ପାଣ୍ଡିଆନ
ମୟୂରଭଞ୍ଜ: ମୟୂରଭଞ୍ଜରେ ବିକାଶର ଅନୁଧ୍ୟାନ କରିବାକୁ ଗ୍ରାଉଣ୍ଡରେ ପହଞ୍ଚିଛନ୍ତି 5T ସଚିବ ଭିକେ ପାଣ୍ଡିଆନ । ଜଶିପୁର ନିର୍ବାଚନମଣ୍ଡଳୀର ମାହାରଦାପଳସା ମିନି ଷ୍ଟାଡିଅମରେ ଲୋକଙ୍କୁ ଭେଟି ଆଲୋଚନା କରିଛନ୍ତି 5T ସଚିବ । ୧୦ ହଜାରରୁ ଅଧିକ ଲୋକଙ୍କଠାରୁ ଅଭିଯୋଗ ଗ୍ରହଣ କରିଛନ୍ତି । ଏସଏଚଜି…
ଆପ୍ ସାଂସଦ ରାଘବ ଚଡ୍ଡା ରାଜ୍ୟସଭାରୁ ନିଲମ୍ବିତ
ନୂଆଦିଲ୍ଲୀ: ଆପ୍ ସାଂସଦ ରାଘବ ଚଡ୍ଡା ନିଲମ୍ବିତ । ବିଶେଷ ଅଧିକାର ସମିତିର ରିପୋର୍ଟ ଆସିବା ଯାଏଁ ରାଜ୍ୟସଭାରୁ ନିଲମ୍ବିତ । ଦିଲ୍ଲୀ ସେବା ବିଲ ସିଲେକ୍ଟ କମିଟିକୁ ପଠାଇବା ପାଇଁ ରାଜ୍ୟସଭାରେ ଆଗତ ହୋଇଥିବା ପ୍ରସ୍ତାବରେ ରାଘବ ଦସ୍ତଖତ ଜାଲିଆତି କରିଥିବା ବିଜେଡି, ବିଜେପି ଏବଂ କିଛି…
ରାଜ୍ୟ କ୍ୟାବିନେଟ : ୧୯ଟି ପ୍ରସ୍ତାବରେ ମୋହର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ମୋଟ୍ ୧୯ଟି ପ୍ରସ୍ତାବରେ ମୋହର ବାଜିଛି । ରାଜ୍ୟର ୪ ହଜାର ୩୩୭ ବ୍ୟାଙ୍କ ନଥିବା ଗ୍ରାମ ପଞ୍ଚାୟତରେ ସରକାର ବ୍ୟାଙ୍କିଂ ସେବା ଯୋଗାଇ ଦେବେ । ସିଏସପି ପ୍ଲସ୍ ବ୍ୟାଙ୍କିଂ ଆଉଟଲେଟ୍ ଦ୍ବାରା ସରକାର ଏହି ସେବା…
ସଂସଦର ମୌସୁମୀ ଅଧିବେଶନର ଆଜି ଶେଷ ଦିନ
ନୂଆଦିଲ୍ଲୀ: ଆଜି ସଂସଦର ମୌସୁମୀ ଅଧିବେଶନର ଶେଷ ଦିନ । ଗତକାଲି କେନ୍ଦ୍ର ସରକାର ବିରୋଧୀ ଆଣିଥିବା ଅନାସ୍ଥା ପ୍ରସ୍ତାବକୁ ମାତ୍ ଦେଇଛନ୍ତି । ସଂସଦରେ ଆସ୍ଥା ରଖିବାକୁ ସକ୍ଷମ ହୋଇଛନ୍ତି କେନ୍ଦ୍ର ସରକାର । ବିରୋଧୀଙ୍କ ଅନୁପସ୍ଥିତରେ ହୋଇଥିବା ବାଚନିକ ଭୋଟିଂରେ ମୋଦି ସରକାର ଅନାସ୍ଥା…
ପରିବାରବାଦ ଓ ତୁଷ୍ଟିକରଣର ରାଜନୀତି କରେ କଂଗ୍ରେସ
ସଂସଦରେ ରାହୁଲ ଗାନ୍ଧୀଙ୍କ ବିତର୍କ ପରେ ବିବୃତି ରଖିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । କହିଛନ୍ତି ମଣିପୁରରେ ହିଂସା ହେବା ପରଠାରୁ ସମାଧାନ ପାଇଁ ଅନେକ ପ୍ରୟାସ କରାଯାଇଛି । ସ୍ବାଧୀନତା ପରଠାରୁ ମଣିପୁରରେ ହିଂସା ହୋଇଥିବା ବେଳେ କେବେ ବି ପ୍ରଧାନମନ୍ତ୍ରୀ ଗୃହରେ ବୟାନ ଦେଇନାହାନ୍ତି…
ରାହୁଲ ଫ୍ଲାଇଂ କିସ୍ ଦେଇଥିବା ଅଭିଯୋଗ କଲେ ସ୍ମୃତି ଇରାନୀ : କାର୍ଯ୍ୟାନୁଷ୍ଠାନ ଲାଗି ବାଚସ୍ପତିଙ୍କ ନିକଟରେ ଦାବି
ନୂଆଦିଲ୍ଲୀ: ଲୋକସଭାରେ ଆଜି ଅନାସ୍ଥା ପ୍ରସ୍ତାବକୁ ନେଇ ଆଲୋଚନା ଚାଲିଥିବା ବେଳେ ଏକ ବିବାଦ ଉପୁଜିଛି । କେନ୍ଦ୍ରୀୟ ମନ୍ତ୍ରୀ ସ୍ମୃତି ଇରାନୀ ରାହୁଲ ଗାନ୍ଧୀଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି । ଅଭିଯୋଗଟି ହେଉଛି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଲୋକସଭାରେ ଭାଷଣ ଦେବା ପରେ ଅଶ୍ଳୀଳ…
ଅନାସ୍ଥା ପ୍ରସ୍ତାବ ଉପରେ ଲୋକସଭାରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟ: ମୋଦିଙ୍କୁ କଲେ ଟାର୍ଗେଟ
ମଣିପୁର ପ୍ରସଙ୍ଗରେ ମୋଦୀ ସରକାର ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ଲୋକସଭାରେ ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । କହିଛନ୍ତି ମୋଦି କେବଳ ଶାହ ଏବଂ ଆଦାନୀ କଥା ଶୁଣୁଛନ୍ତି । ଆଉ କାହା କଥା ଶୁଣୁନାହାଁନ୍ତି । ମୋଦି ଭାବୁଛନ୍ତି ମଣିପୁର ଭାରତର…
ଆଜି ସଂସଦରେ ଅନାସ୍ଥା ପ୍ରସ୍ତାବ: ରାହୁଲ ଗାନ୍ଧୀ ରହିବେ ଉପସ୍ଥିତ
ଆଜି ସଂସଦରେ ଅନାସ୍ଥା ପ୍ରସ୍ତାବର ସାମ୍ନା କରିବେ ମୋଦି ସରକାର । ଆଜିଠାରୁ ୩ ଦିନ ଲୋକସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ହେବ । ୧୩୫ ଦିନ ପରେ ସାଂସଦ ପଦ ଫେରି ପାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧି ମଧ୍ୟ ଅନାସ୍ଥା ପ୍ରସ୍ତାବ ଉପରେ ନିଜର ମତ ରଖିବେ। ଲୋକସଭାରେ ପ୍ରଥମ ଡିବେଟ୍…