Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Politics
All politics-related news information will be uploaded here in daily besis
ଆଜିଠୁ ସଂସଦର ମୌସୁମୀ ଅଧିବେଶନ
ଆଜିଠୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । ମୈାସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧିବେଶନରେ ସମସ୍ତ ସାଂସଦ ଭାଗନେବାକୁ ଅନୁରୋଧ କରିଛନ୍ତି । ସବୁ ଦଳ ଏବଂ ସାଂସଦଙ୍କୁ ଏହି ଅଧିବେଶନରେ ଜନହିତକର କାର୍ଯ୍ୟରେ ସହଯୋଗ କରିବା ପାଇଁ ଆହ୍ବାନ ଦେଇଛନ୍ତି ।…
ଏନଡିଏ ବୈଠକରେ ପ୍ରଧାନମନ୍ତ୍ରୀ ବିରୋଧୀ ମେଣ୍ଟକୁ କଲେ ଟାର୍ଗେଟ୍
ନୂଆଦିଲ୍ଲୀ: ମଙ୍ଗଳବାର ଦିନ ବେଙ୍ଗାଲୁରୁରେ ବିରୋଧୀ ଦଳମାନଙ୍କ ବୈଠକ ପରେ ସଂଧ୍ୟାରେ ଦିଲ୍ଲୀରେ ଏନଡିଏର ବୈଠକ ହୋଇଥିଲା । ଏନଡିଏ ବୈଠକରେ ୩୮ଟି ଦଳ ଯୋଗ ଦେଇଥିଲେ । ମୋଦୀ ପହଞ୍ଚିବା ପରେ ଏନଡିଏର ବୈଠକ ଆରମ୍ଭ ହୋଇଥିଲା । ବୈଠକରେ ବିରୋଧୀ ମେଣ୍ଟକୁ ନେଇ କଟାକ୍ଷ କରିଥିଲେ…
ବିରୋଧୀ ମେଣ୍ଟ ଦଳ ନାମ ବଦଳି ହେଲା ‘ଇଣ୍ଡିଆ’
ଆଜି ବେଙ୍ଗାଲୁରୁରେ ଅନୁଷ୍ଠିତ ହୋଇଥିବା ମେଗା ବିରୋଧୀ ବୈଠକରେ ଦଳର ନୂତନ ନାମ ସ୍ଥିର ହୋଇଛି। ୨୦ରୁ ଅଧିକ ଦଳ ଯୋଗ ଦେଇଥିବା ଏହି ବୈଠକରେ ୟୁପିଏର ନୂଆ ନାମ ‘ଇଣ୍ଡିଆ’ ହୋଇଛି। ନୂଆ ନାମକରଣ ସଂପର୍କରେ କଂଗ୍ରେସ ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ କହିଥିଲେ ଯେ ‘ଦଳ କେବଳ ଏହି ଗୋଟାଏ…
ଆଜି ସନ୍ଧ୍ୟାରେ ବିଜେଡି ସଂସଦୀୟ ଦଳ ବୈଠକ
ଭୁବନେଶ୍ୱର : ସଂସଦର ମୌସୁମୀ ଅଧିବେଶନ ପାଇଁ ଆଜି ବସିବ ବିଜେଡିର ସଂସଦୀୟ ଦଳ ବୈଠକ । ସଂସଦର ମୌସୁମୀ ଅଧିବେଶନରେ ଉଭୟ ଗୃହରେ ଦଳ କେଉଁ କେଉଁ ପ୍ରସଙ୍ଗ ସବୁ ଉଠାଇବ ତା ଉପରେ ଆଲୋଚନା ହେବ । ବିଶେଷକରି ରାଜ୍ୟ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗକୁ ମୁଖ୍ୟ ମୁଦ୍ଦା କରି ବିଜେଡି ସାଂସଦରେ ହକ୍ ମାଗିବ…
ଜୟଶଙ୍କରଙ୍କ ସମେତ ୧୧ ନେତା ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ
ନୂଆଦିଲ୍ଲୀ: ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର, ତୃଣମୂଳ କଂଗ୍ରେସ ନେତା ଡେରେକ୍ ଓ’ବ୍ରାଏନ୍ଙ୍କ ସମେତ ୧୧ ଜଣ ନେତା ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ ହେବାକୁ ଯାଉଛନ୍ତି। ଜୟଶଙ୍କର ଦ୍ୱିତୀୟ ଥର ପାଇଁ ରାଜ୍ୟ ସଭାକୁ ନିର୍ବାଚିତ ହେବେ। ତାଙ୍କ ବ୍ୟତୀତ ଗୁଜରାଟରୁ ଭାଜପାର…
କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ପରଲୋକ
ନୂଆଦିଲ୍ଲୀ: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଓମେନ ଚାଣ୍ଡିଙ୍କ ପରଲୋକ ହୋଇଛି। ମଙ୍ଗଳବାର ଦିନ ତାଙ୍କ ପରିବାର ତଥା କେରଳ କଂଗ୍ରେସ ସଭାପତି କେ ସୁଧାକରନ ଏ ସଂପର୍କରେ ଘୋଷଣା କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା।ଦୁଇଥର କେରଳର…
ମୁହଁ ଖୋଲିଲେ ଚିରଞ୍ଜୀବ: କଂଗ୍ରେସରେ ଅଛି, ରହିବି
ଭୁବନେଶ୍ୱର: ନିଲମ୍ବନ ଆଦେଶର ଦୁଇ ଦିନ ପରେ କଂଗ୍ରେସ କମିଟି ଉପରେ ଜୋରଦାର ବର୍ଷିଛନ୍ତି ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ମେ 8ରେ ସେ ଯେଉଁ ମତ ରଖିଥିଲେ ତାହା କିଛି ଭୁଲ ନଥିଲା । ଚାହିଁଥିଲେ ସେ ଆଲୋଚନା କରିପାରିଥାନ୍ତେ । ସଚିନ ପାଇଲଟ ତ ପୁଣି ଦଳ ବିରୋଧରେ ଅନେକ କଥା…
ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ
ଭୁବନେଶ୍ବର: ଆସୁଛି ୨୦୨୪ ସାଧାରଣ ନିର୍ବାଚନ । ଓଡ଼ିଶାରେ ଦଳ କିପରି ଭଲ ପ୍ରଦର୍ଶନ କରିବ ସେଥିପାଇଁ ବିଜେପି ରଣନୀତି ପ୍ରସ୍ତୁତ କରୁଛି । ଯେଉଁ ସବୁ ସ୍ଥାନରେ ଗତ ଥର ଦଳ ହାରିଥିଲ, ସେହି ସ୍ଥାନରେ ବିଜେପି କିପରି ବୁଥ୍ ସ୍ତରରେ ମଜବୁତ ହେବ ସେଥିପାଇଁ ଉଦ୍ୟମ ଆରମ୍ଭ କରିଛି। ତେଣୁ ଘନ ଘନ…
ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର ବିଜେପିକୁ ଫେରିଲେ
ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ବିଜେପି । ଅନ୍ୟ ଦଳ ଓ ନେତାଙ୍କୁ ନିଜ ଦଳରେ ମିଶାଉଛି । ଏହି କ୍ରମରେ ବିଜେପି ନେତୃତ୍ୱାଧୀନ ଏନ୍ଡିଏକୁ ଫେରିଲେ ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ତାଙ୍କ ଦଳ ସୁହେଲଦେବ ଭାରତୀୟ…
୬୪ ବିଧାୟକଙ୍କ ବିରୋଧରେ ଅପରାଧିକ ମାମଲା । ୪୬ ଜଣଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ
ରାଜ୍ୟରେ କେଉଁ ବିଧାୟକଙ୍କ ବିରୋଧରେ କେତେ ଅପରାଧିକ ମାମଲା ରହିଛି, ତାର ରିପୋର୍ଟ ପ୍ରକାଶ କରିଛି ଆସୋସିଏସନ ଫର ଡେମୋକ୍ରେଟିକ ରିଫର୍ମ ବା ଏଡିଆର । ଏହି ରିପୋର୍ଟ ଅନୁସାରେ ଓଡ଼ିଶାର ୪୪ ପ୍ରତିଶତ ଅର୍ଥାତ ୬୪ ଜଣଙ୍କ ବିଧାୟକଙ୍କ ବିରୋଧରେ ରହିଛି ଅପରାଧିକ ମାମଲା । ଓଡ଼ିଶାର ୧୪୫…