Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Browsing Category
Politics
All politics-related news information will be uploaded here in daily besis
କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସର ସମର୍ଥନ
ନୂଆଦିଲ୍ଲୀ: ଦିଲ୍ଲୀ ସରକାରଙ୍କ ବିରୋଧରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶକୁ ନେଇ କଂଗ୍ରେସ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି । କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସ ସମର୍ଥନ ଜଣାଇଛି । କଂଗ୍ରେସର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ବାସଭବନରେ ଚାଲିଥିବା ବୈଠକରେ…
“ଯୁଗେ ଯୁଗେ ନବୀନ” ନା ଆଉ ‘କିଏ’ ?
୧୭ ଏପ୍ରିଲ ୧୯୯୭ ମସିହାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଦେହାନ୍ତ ହୋଇଥିଲା । ସେ ସମୟରେ ଜନତା ଦଳରେ ଥିବା ତୁଙ୍ଗ ନେତାମାନେ ଓଡ଼ିଶା ରାଜନୀତିର ମଙ୍ଗ କିଏ ସମ୍ଭାଳିବ ସେ ନେଇ ଚିନ୍ତା କରୁଥିଲେ । ରାଜ୍ୟର ଜନସାଧାରଣ ମଧ୍ୟ ଦ୍ବନ୍ଦ୍ବରେ ଥିଲେ କିଏ ଓଡ଼ିଶାର ରାଜନୀତିକୁ ପୁଣି ନୂଆ ଦିଶା…
ଫ୍ରାନ୍ସରେ ମୋଦୀଙ୍କୁ ଭବ୍ୟ ସ୍ବାଗତ
ପ୍ୟାରିସ୍: ଫ୍ରାନ୍ସରେ ମୋଦୀଙ୍କୁ ଭବ୍ୟ ସ୍ବାଗତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସ୍ ବିମାନବନ୍ଦରରେ ପହଞ୍ଚିବାପରେ ସେଠାରେ ତାଙ୍କୁ ଫ୍ରାନ୍ସ ପ୍ରଧାନମନ୍ତ୍ରୀ ଏଲିଜାବେଥ ବୋର୍ନ୍ସ ସ୍ବାଗତ କରିଥିଲେ। ଭାରତୀୟ ବଂଶୋଦ୍ଭବ ନାଗରିକମାନେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ…
ପ୍ୟାରିସରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
ପ୍ୟାରିସରେ ପ୍ରଧାନମନ୍ତ୍ରୀ ମୋଦୀ । ଆଜି ବାୟୁସେନାର ସ୍ୱତନ୍ତ୍ର ବିମାନରେ ଯାଇ ଫ୍ରାନ୍ସରେ ପହଞ୍ଚିଛନ୍ତି ନରେନ୍ଦ୍ର ମୋଦୀ । ଫ୍ରାନ୍ସରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ କରାଯାଇଛି । ଭାରତୀୟ ସମୟ ମୁତାବକ ସନ୍ଧ୍ୟା ସାଢେ ୭ଟାରେ ମୋଦୀ ସିନେଟରେ ପହଞ୍ଚିବେ ।…
ଫ୍ରାନ୍ସ ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠୁ ଫ୍ରାନସ ଗସ୍ତରେ ଯାଇଛନ୍ତି । ୧୫ ଜୁଲାଇ ୨୦୨୩ ପର୍ଯ୍ୟନ୍ତ ଫ୍ରାନ୍ସ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) କୁ ସରକାରୀ ଗସ୍ତରେ ଯିବେ । ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍ଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ୧୩ ରୁ ୧୪ ଜୁଲାଇ ୨୦୨୩…
ପଶ୍ଚିମବଙ୍ଗ ଭୋଟ: ୫ କୋଟି ୬୭ ଲକ୍ଷରୁ ଅଧିକ ଭୋଟର ଦେବେ ଭୋଟ
କୋଲକାତା: ପଶ୍ଚିମବଙ୍ଗରେ ଚାଲିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ତେବେ ଏଥର ନିର୍ବାଚନରେ ହିଂସାକୁନେଇ ରାଜନୀତି ଚାଲିଛି । ନିର୍ବାଚନ ଦିନ 7ଜଣଙ୍କ ଜୀବନ ଯାଇଛି । କେନ୍ଦ୍ରୀୟ ସୁରକ୍ଷାବଳ ନିୟୋଜିତ ହୋଇଥିଲେ ମଧ୍ୟ ହିଂସା କମିନାହିଁ । ସେପଟେ ଆଜି ଭୋଟ ଦେଉଛନ୍ତି ୫ କୋଟି ୬୭ ଲକ୍ଷରୁ…
ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଶିବସେନା ଗୋଷ୍ଠୀଙ୍କ ମଧ୍ୟରେ ଅସନ୍ତୋଷ
ମୁମ୍ବାଇ: ମହାରାଷ୍ଟ୍ରରେ ଏନଡିଏ ସହ ମିଶି ସରକାର ଗଠନ କରିବା ପରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଶିବସେନା ଗୋଷ୍ଠୀଙ୍କ ମଧ୍ୟରେ ଅସନ୍ତୋଷ । ଆଗକୁ ସେମାନଙ୍କ ବିରୋଧରେ କୌଣସି ରାଜନୈତିକ ଷଡ଼ଯନ୍ତ୍ର ହୋଇପାରେ ଆଶଙ୍କା କଲେଣି । ବିଜେପି ସଂଖ୍ୟା ଗଣିତରେ ଏବେ ବହୁ ଆଗରେ ରହୁଥିବା ବେଳେ…
ନୀତିଶ କୁମାରଙ୍କୁ ବଡ ଝଟକା :ହିନ୍ଦୁସ୍ଥାନୀ ଆୱାମ ମୋର୍ଚ୍ଚା ଏବେ ଏନଡିଏରେ ସାମିଲ
ବିହାର ସରକାରରେ ସାମିଲ ଥିବା ଜିିତନରାମ ମାଞ୍ଝୀଙ୍କ ହିନ୍ଦୁସ୍ଥାନୀ ଆୱାମ ମୋର୍ଚ୍ଚା ଏବେ ଏନଡିଏରେ ସାମିଲ ହୋଇଛି । ବୁଧବାର ଦିନ ଦିଲ୍ଲୀରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନରାମ ମାଞ୍ଝୀ ଓ ତାଙ୍କ ପୁଅ ସନ୍ତୋଷ ସୁମନ ମାଞ୍ଝୀ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ । ଏହି ଭେଟ ପରେ…
ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପିର ରଣନୀତି ପ୍ରସ୍ତୁତ
ଚଳିତ ବର୍ଷ ଶେଷ ଆଡକୁ ରାଜସ୍ଥାନ ସମେତ ମଧ୍ୟପ୍ରଦେଶ, ଛତିଶଗଡ, ତେଲେଙ୍ଗାନା ଓ ମଣିପୁରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏସବୁ ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ କିଭଳି ଓ କେଉଁ ପ୍ରସଙ୍ଗ ଉପରେ ବିଜେପି ନିର୍ବାଚନ ଲଢିବ ସେ ନେଇ ରଣନୀତି ପ୍ରସ୍ତୁତ କରିଛି । ବିଜେପି…
ଜୟରାମ ରମେଶଙ୍କ ଟ୍ୱିଟକୁ କଂଗ୍ରେସ ନେତାଙ୍କ ନାପସନ୍ଦ
ନୂଆଦିଲ୍ଲୀ: ଗୋରଖପୁରସ୍ଥିତ ‘ଗୀତା ପ୍ରେସ୍’କୁ ବର୍ଷ ୨୦୨୧ର ଗାନ୍ଧୀ ଶାନ୍ତି ପୁରସ୍କାର ପ୍ରଦାନ କରାଯିବ ବୋଲି ରବିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବାଧୀନ ବିଚାରକ ମଣ୍ଡଳୀ ସର୍ବସମ୍ମତକ୍ରମେ ନିଷ୍ପତ୍ତି ଗ୍ରହଣ କରିଥିବା କଥା ଔପଚାରିକ ଭାବେ ଘୋଷଣା କରାଯାଇଥିଲା।…