Browsing Category

Politics

All politics-related news information will be uploaded here in daily besis

ଭାରତର ଗଣତନ୍ତ୍ର ଏବଂ ତା’ର ସଙ୍ଗଠନଗୁଡ଼ିକର ସଫଳତା କିଛି ଲୋକଙ୍କୁ କଷ୍ଟ ଦେଉଛି

ନୂଆଦିଲ୍ଲୀ: ଭାରତର ଗଣତନ୍ତ୍ର ଏବଂ ତା’ର ସଙ୍ଗଠନଗୁଡ଼ିକର ସଫଳତା କିଛି ଲୋକଙ୍କୁ କଷ୍ଟ ଦେଉଥିବାରୁ ସେମାନେ ଏହାକୁ ସମାଲୋଚନା କରୁଛନ୍ତି ବୋଲି ଶନିବାର ଦିନ ‘ଇଣ୍ଡିଆ ଟୁଡେ କନ୍‌କ୍ଲେଭ୍‌’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଦେଶ…

ରାହୁଲ୍‌ ଗାନ୍ଧୀଙ୍କ ଘରେ ଦିଲ୍ଲୀ ପୁଲିସ

ନୂଆଦିଲ୍ଲୀ: ଶ୍ରୀନଗରରେ ‘ଭାରତ ଯୋଡ଼ୋ ଯାତ୍ରା’ ଭାଷଣରେ ଯୌନ ଉତ୍ପୀଡ଼ନର ସରବ୍ୟ ହୋଇଥିବା ପୀଡ଼ିତାମାନଙ୍କ ସମ୍ବନ୍ଧରେ ଦେଇଥିବା ମନ୍ତବ୍ୟ ଉପରେ ସୂଚନା ସଂଗ୍ରହ କରିବା ଲାଗି ଆଜି ସ୍ପେସାଲ୍‌ ପୁଲିସ କମିସନର୍‌ (ଆଇନଶୃଙ୍ଖଳା) ସାଗରପ୍ରୀତ୍‌ ହୂଦାଙ୍କ ନେତୃତ୍ବରେ ଦିଲ୍ଲୀ ପୁଲିସ କଂଗ୍ରେସ…

ସ୍ବାଭାବିକ ଚାଲିଛି ବିଧାନସଭା

ଭୁବନେଶ୍ୱର: କିଛି ଦିନ ଧରି ସରକାର ପକ୍ଷ ଏବଂ ବିରୋଧୀ ପକ୍ଷଙ୍କ ମଧ୍ୟରେ ହୋହଲ୍ଲା ପରେ  ସ୍ବାଭାବିକ ଚାଲିଛି ବିଧାନସଭା ।  ବିରୋଧୀ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଜବାବ ମାଗୁଥିବା ବେଳେ ସରକାରଙ୍କ ପକ୍ଷରୁ ମଧ୍ୟ ଜବାବ ଦିଆଯାଉଛି । ଶୂନ୍ୟକାଳରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ୪ଟି…

ମନୀଷ ସିସୋଦିଆଙ୍କ ରିମାଣ୍ଡ ଅବଧି ୫ ଦିନ ବୃଦ୍ଧି

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ରିମାଣ୍ଡ ଅବଧି ୫ ଦିନ ବୃଦ୍ଧି ପାଇଛି। ଆଉ ୫ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ହେପାଜତରେ ରହିବେ ସିସୋଦିଆ। ଦିଲ୍ଲୀର ରାଉଜ ଏଭିନ୍ୟୁ କୋର୍ଟ ଶୁକ୍ରବାର ଏନେଇ ନିର୍ଦେଶ ଦେଇଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ଦିଲ୍ଲୀ ମଦ…

ଭାରତ ଯୋଡ ଯାତ୍ରା ବେଳେ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ ନେଇ ନୋଟିସ ଜାରି କରିଛି ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ : ରାହୁଲଙ୍କ ପ୍ରଶ୍ନରେ କେନ୍ଦ୍ର ସରକାର ଭୟଭୀତ । ଆଦାନୀ ସହ ବିଜେପି ସମ୍ପର୍କ ନେଇ ସରକାରଙ୍କୁ ରାହୁଲ ଘେରିଥିବା ବେଳେ ସରକାର ପୋଲିସ ପଛରେ ଲୁଚିବାକୁ ଚେଷ୍ଟା କରୁଛନ୍ତି ବୋଲି କଂଗ୍ରେସ କହିଛି । ରାହୁଲଙ୍କୁ ଦିଲ୍ଲୀ ପୋଲିସର ସମନକୁ ନେଇ ବିଜେପିକୁ ଟାର୍ଗେଟ କରିଛି କଂଗ୍ରେସ…

ରାହୁଲ ଗାନ୍ଧୀ କ୍ଷମା ପ୍ରାର୍ଥନା କରିବା ଦରକାର

ରାହୁଲ ଗାନ୍ଧୀ ଲଣ୍ଡନ ମାଟିରେ ଦେଶ ବିରୋଧରେ ଯାହା କହିଛନ୍ତି ସେଥିପାଇଁ ତାଙ୍କୁ କ୍ଷମା ପ୍ରାର୍ଥନା କରିବା ଦରକାର । ବିଦେଶ ମାଟିରେ ଗଣତନ୍ତ୍ର, ଦେଶର ନ୍ୟାୟ ବ୍ୟବସ୍ଥାକୁ ଅସମ୍ମାନୀତ କରିବା ସହ ଦେଶର ଅସମ୍ମାନ କରିଛନ୍ତି ।ତେଣୁ ଦେଶର ଅପମାନ କରୁଥିବା ଏଭଳି ବ୍ୟକ୍ତିଙ୍କ ବିରୋଧରେ ଆମେ…

ପ୍ରାୟ ୯ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଛନ୍ତି ବିଆରଏସ ନେତ୍ରୀ କେ.କବିତା

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଫସିଥିବା ତେଲେଙ୍ଗାନାର ବିଆରଏସ ନେତ୍ରୀ କେ.କବିତା ଇଡି ଜେରାର ସମ୍ମୁଖୀନ ହୋଇଛନ୍ତି । ପ୍ରାୟ ୯ ଘଣ୍ଟାର ଜେରା ପରେ ସେ ଇଡି ଅଫିସରୁ ବାହାରିଛନ୍ତି । ଅନେକ ଗୁଡ଼ିଏ ପ୍ରଶ୍ନର କବିତା ଉତ୍ତର ଦେଇଥିବା ସ୍ପଷ୍ଟ ହୋଇଥିବା ଜଣାପଡ଼ିଛି । ଦରକାର…

ବିଜେପିରେ ଯୋଗଦେଲେ ଓଲିଉଡର ଜଣାଶୁଣା ଅଭିନେତ୍ରୀ ଜିନା ସାମଲ

ବିଜେପିରେ ଯୋଗଦେଲେ ଓଲିଉଡର ଜଣାଶୁଣା ଅଭିନେତ୍ରୀ ଜିନା ସାମଲ । ଏହାସହ ତାଙ୍କ ସ୍ୱାମୀ ଅଭିନେତା ରୁଦ୍ର ପାଣିଗ୍ରାହୀ ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି । ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତରେ ସ୍ୱାମୀ ସ୍ତ୍ରୀ ଦୁହେଁ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ଏହି ଦମ୍ପତିଙ୍କ…

ଏସଏଚଜି ଗ୍ରୁପ ଟଙ୍କା ନେଇ ସୁଧ କାରବାର କରିବା ପ୍ରସଙ୍ଗରେ ବର୍ଷିଛନ୍ତି ଜୟ ନାରାୟଣ ମିଶ୍ର

ଏସଏଚଜି ଗ୍ରୁପ ଟଙ୍କା ନେଇ ସୁଧ କାରବାର କରିବା ପ୍ରସଙ୍ଗରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର । କହିଛନ୍ତି, ସରକାରୀ କର୍ମଚାରୀଙ୍କ ସ୍ତରରେ ଯେଉଁ ଦୁର୍ନୀତି ଥିଲା, ତାକୁ ତଳ ସ୍ତରକୁ ନେଇ ଏସଏଚଜି ଗ୍ରୁପ୍ ଦ୍ୱାରା ଦୁର୍ନୀତି କରୁଛନ୍ତି । ଷ୍ଟାଣ୍ଡିଂ କମିଟି ରିପୋର୍ଟରେ…

ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ଓଡିଶା ଆସିବେ ବିଜେପି ଚାଣକ୍ୟ ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ଶାହା । ଏନେଇ ଶନିବାର ସୂଚନା ଦେଇଛନ୍ତି ରାଜ୍ୟ ବିଜେପିର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ।ଲେଖାଶ୍ରୀଙ୍କ ସୂଚନା ମୁତାବକ, ମାର୍ଚ୍ଚ…