Trending
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
- ଆସନ୍ତା ୧୧ ତାରିଖରେ ଧନ ଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
- ମୁଖ୍ୟମନ୍ତ୍ରୀ ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି : ଭକ୍ତ
- ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ : ମୁଖ୍ୟମନ୍ତ୍ରୀ
- ନଭି ମୁମ୍ବାଇ ଏୟାରପୋର୍ଟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ଭାରତୀୟ ବାୟୁସେନା ଦିବସରେ ଶକ୍ତି ଦେଖାଇଲା ବାୟୁ ସେନା
Browsing Category
Politics
All politics-related news information will be uploaded here in daily besis
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
ମେଟ୍ରୋ ଟିଭି ଓଡିଶା (୧୯ .୨.୨୦୨୨) :
ଓଡିଶାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି । ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି । ଏହାପରେ ଭୁବନେଶ୍ୱରରୁ ସ୍ୱତନ୍ତ୍ର!-->!-->!-->…
କଂଗ୍ରେସକୁ ବଡ଼ ଝଟ୍କା ଇସ୍ତଫା ଦେଲେ ଅଶ୍ୱନୀ
ମେଟ୍ରୋ ଟିଭି ଓଡିଶା ( ୧୫.୨.୨୦୨୨) :
ଗୋଟିଏ ପରେ ଗୋଟିଏ କଂଗ୍ରେସକୁବଡ଼ ଝଟ୍କା ଲାଗୁଛି। ଏବେ ଦଳର ବରିଷ୍ଠ ନେତା ତଥା ପୂର୍ବତନ ଆଇନ ମନ୍ତ୍ରୀ ଅଶ୍ୱନୀ କୁମାର ଦଳରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି। ଏଥିରେ ଅଶ୍ୱନୀ!-->!-->!-->…
ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ
ମେଟ୍ରୋ ଟିଭି ଓଡିଶା ( ୧୫.୨.୨୦୨୨) : ଆସନ୍ତା ୧୯ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦୁଇ ଦିନିଆ ପୁରୀ ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତିଙ୍କ ରାତ୍ରି ରହଣୀ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ସନ୍ଧ୍ୟା ୫ଟାରୁ ୫ଟା ୪୫ମିନିଟ୍ ମଧ୍ୟରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧା!-->…
କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ଚିଠି
ମେଟ୍ରୋ ଟିଭି ଓଡିଶା ( ୧୫.୨.୨୦୨୨) : ବିଧାନ ପରିଷଦ ପ୍ରସଙ୍ଗରେ କେନ୍ଦ୍ରକୁ ଦୁଇଟି ଚିଠି ଲେଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ପ୍ରଥମ ଚିଠିରେ ୨୦୧୮ରେ ଦିଆଯାଇଥିବା ସମସ୍ତ ତଥ୍ୟକୁ ସଂଲଗ୍ନ କରି ପଠାଯାଇଛି । ଦ୍ଵିତୀୟ ଚିଠିଟି କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଲେଖିଛନ୍ତି ବାଚସ୍ପତି!-->…
ପ୍ରଚାରରେ ଅନୁଭବ ଅଲୋଡ଼ା, ବର୍ଷାଙ୍କୁ ଗୁରୁତ୍ୱ
ମେଟ୍ରୋ ଟିଭି ଓଡିଶା (୧୫ .୨.୨୦୨୨): ବିଜେଡି ପାଇଁ ଏବେ ଅଭିନେତା ଅନୁଭବ ମହାନ୍ତି ଅଲୋଡ଼ା ହୋଇଯାଇଛନ୍ତି। ପଞ୍ଚାୟତ ନିର୍ବାଚନ ପ୍ରଚାରରେ ଅନୁଭବଙ୍କୁ ଆଦୌ ସାମିଲ କରାଯାଇନାହିଁ। ଅପରପକ୍ଷରେ ତାଙ୍କ ଅଭିନେତ୍ରୀ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବିଜେଡି ଗୁରୁତ୍ୱ ଦେବା ଆରମ୍ଭ!-->!-->!-->…