Browsing Category

Politics

All politics-related news information will be uploaded here in daily besis

ଏନଡ଼ିଏ ଏକ ସାମ୍ବାଦିକ ସମ୍ମିଳନୀ କରି ଆସନ ଘୋଷଣା କରିଛି

ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଏନ୍‌ଡିଏ ତାର ଆସନ ବୁଝାମଣା ଚୂଡ଼ାନ୍ତ କରିଛି । ୮୧ ଆସନ ବିଶିଷ୍ଟ ଝାରଖଣ୍ଡ ବିଧାନସଭାରେ ବିଜେପି ୬୮ ଆସନରେ ଲଢିବ । ଅଲ୍‌ ଝାରଖଣ୍ଡ ଷ୍ଟୁଡେଣ୍ଟ୍‌ସ ୟୁନିଅନ୍‌ ୧୦, ଜେଡିୟୁ ୨, ଏଲ୍‌ଜେପି ଗୋଟିଏ ଆସନରେ ନିର୍ବାଚନ ଲଢ଼ିବେ । ହିମନ୍ତ ବିଶ୍ବଶର୍ମା ଏବଂ…

ହମାସର ପଣବନ୍ଦୀଙ୍କୁ ନଛାଡିଲେ ପରିଣାମ ଭୟାବହ ହେବ: ଚେତାବନି ଦେଲା ଇସ୍ରାଏଲ

ଆମେ ଶାନ୍ତି ଚାହୁଁ । ଯୁଦ୍ଧ ବନ୍ଦ କରିବାକୁ ଚାହୁଁ । କିନ୍ତୁ ହମାସକୁ ଆମ କଥା ମାନିବାକୁ ପଡ଼ିବ । ପଣବନ୍ଦୀଙ୍କୁ ଛାଡିଲେ ଯୁଦ୍ଧ ବନ୍ଦ କାଲି ହୋଇଯିବ ବୋଲି କହିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ । ଗାଜାକୁ ନିୟନ୍ତ୍ରଣ କରୁଥିବା ଆତଙ୍କବାଦୀ ସଂଗଠନ ହମାସ ମୁଖ୍ୟ ତଥା  ଅକ୍ଟୋବର ୭ ଆକ୍ରମଣର…

ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ

ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ ‌କରିଛି। ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନିକ କାର୍ଯ୍ୟ ଓ ନେତୃତ୍ବ ସଂପର୍କରେ ଏକ ବିସ୍ତୃତ ରିପୋର୍ଟ ପ୍ରଦାନ କରିବା ପାଇଁ କୁହାଯାଇଛି। ମିନାକ୍ଷୀ…

ହରିୟାଣାରେ ସାଇନି ସରକାର

ହରିୟାଣା ନୂଆ ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ନେଲେ  ଶପଥ । ଶପଥ ପାଠ କରାଇଲେ ରାଜ୍ୟପାଳ । ବିଧାନସଭା ନିର୍ବାଚନରେ ବଡ଼ ବିଜୟ ପରେ ପରେ ନାଏବ ସିଂ ସାଇନି ପୁଣିଥରେ ହରିୟାଣାର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଶପଥ ସମାରୋହରେ ଯୋଗଦେବା ପାଇଁ ବିଭିନ୍ନ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ…

କଂଗ୍ରେସ ନେତାଙ୍କ ନାମରେ କାହିଁକି ଭରତପୁର ଥାନାରେ ଦାୟର ହେଲା ମାମଲା ?

ଭୁବନେଶ୍ବର: କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକ ଓ କଂଗ୍ରେସ ନେତା ବିଶ୍ୱରଂଜନ ମହାନ୍ତିଙ୍କ ନାରେ ଭରତପୁର ଥାନାରେ ମାମଲା ହୋଇଛି । ନିର୍ବାଚନ ପ୍ରଚାର ସମୟରେ ବକେୟା ଟଙ୍କାକୁ ନେଇ ରାଜ୍ୟ କଂଗ୍ରେସର ୩ ଜଣଙ୍କ ନାମରେ ଥାନାରେ ମାମଲା ରୁଜୁ ହୋଇଛି।…

ବିଜେଡିର ପରାଜୟ ପାଇଁ ଦୋଷ ଦେବାର ଅଛି ତାଙ୍କୁ ଦିଅ

ଭୁବନେଶ୍ବର: ଅମର ଶତପଥୀ ଓ ପ୍ରସନ୍ନ ପାଟଶାଣୀଙ୍କ ବିସ୍ପୋରକ ବୟାନ ଉପରେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ‘ପାଣ୍ଡିଆନ ଆମ ନେତା ନୁହନ୍ତି। ବିଜେଡିର ପରାଜୟ ପାଇଁ ଦୋଷ ଦେବାର ଅଛି ତ ନବୀନ ପଟ୍ଟନାୟକଙ୍କୁ ଦିଅ। ପ୍ରସନ୍ନ ପାଟ୍ଟଶାଣୀ ଏଥର ଟିକେଟ…

ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ପାକିସ୍ତାନରେ ସ୍ବାଗତ

ଇସଲାମାବାଦ: ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ)ର ସରକାର ମୁଖ୍ୟମାନଙ୍କ ପରିଷଦ (ସିଏଚ୍‌ଜି)ର ୨୩ତମ ବୈଠକ ଆଜିଠାରୁ ଆରମ୍ଭ ହୋଇଛି। ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଏହି ବୈଠକରେ ସାମିଲ ହେବାପାଇଁ ଆଜି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଇସଲାମାବାଦ ପହଞ୍ଚିବା ପରେ…

ବାଜିଲା ମହାରାଷ୍ଟ୍ର, ଝାଡ଼ଖଣ୍ଡ ପାଇଁ ନିର୍ବାଚନ ବିଗୁଲ, କେବେ ହେବ ଭୋଟ ଜାଣନ୍ତୁ

ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି।  ଭାରତୀୟ ନିର୍ବାଚନ କମିଶନର ତାରିଖ ଘୋଷଣା କରିଛନ୍ତି। ରାଜଧାନୀ ଦିଲ୍ଲୀର ବିଜ୍ଞାନ ଭବନରେ  ପ୍ରେସ୍ କନ୍‌ଫରେନ୍ସରେ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନର । ମହାରାଷ୍ଟ୍ରରେ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବ …

ଆସନ୍ତା ୧୬ ତାରିଖରେ ୭୮ ପୁରି ୭୯ ବର୍ଷ ବୟସରେ ପାଦ ଦେବେ ନବୀନ

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପୂରିବ ୭୮ ବର୍ଷ । ଆସନ୍ତା ୧୬ ତାରିଖରେ ୭୮ ପୁରି ୭୯ ବର୍ଷ ବୟସରେ ପାଦ ଦେବେ ନବୀନ।  ରକ୍ତ ଅଭାବରୁ ଯେପରି କୌଣସି ଜୀବନ ନ ଯାଏ, ସେଥିପାଇଁ ବ୍ୟାପକ ଭାବେ ରକ୍ତଦାନ ଶିବିର ଅନୁଷ୍ଠିତ କରିବାକୁ ବିଜେଡି ନେତା ଓ କର୍ମୀଙ୍କୁ ନିର୍ଦ୍ଦେଶ…

ସ୍ମାର୍ଟ ସିଟି ହେବ ସିଲଭର ସିଟି

କଟକ ସହର ସ୍ମାର୍ଟ ସିଟି ଭାବେ ପରିଚିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି କଟକକୁ ନୂଆ ରୂପ ଦିଆଯିବ । କଟକ ପୂଜା ମଣ୍ଡପରେ ମାଆଙ୍କୁ ଦର୍ଶନ କରିବା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି  କଟକକୁ ସ୍ମାର୍ଟ ସିଟି କରିବା ଦିଗରେ ସରକାର ସଚେତନ ଅଛନ୍ତି। ଆଗାମୀ ଦିନରେ କେନ୍ଦ୍ର…