Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Politics
All politics-related news information will be uploaded here in daily besis
ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ଭୋଟିଂ,ଅପହରାହ୍ଣ ୫ଟାରେ ଭୋଟ ଗଣତି
ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ଭୋଟିଂ। ବିଧାନସଭା ୫୪ ନମ୍ବର ପ୍ରକୋଷ୍ଠରେ ମତଦାନ ଆରମ୍ଭ ହୋଇଛି । ପ୍ରଥମ ଭୋଟ ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସକାଳ ୯ଟାରୁ ଆରମ୍ଭ ହୋଇଥିବା ମତଦାନ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଚାଲିବ । ଅପହରାହ୍ଣ ୫ଟାରେ ଭୋଟ ଗଣତି ହେବ । ୪ ଆସନ…
ଦାଶରଥୀ ଗମାଙ୍ଗ ପାଇଁ ଜାରି ହେଲା ନୂଆ ଡେଡ୍ଲାଇନ୍,ସୋମବାର ସକାଳ ୯ଟା ସୁଦ୍ଧା ଯୋଗାଯୋଗ କରିବାକୁ ନିର୍ଦ୍ଦେଶ
ରାଜ୍ୟସଭା ନିର୍ବାଚନ ଆସନ୍ତାକାଲି ହେବାକୁ ଯାଉଥିବା ବେଳେ କଂଗ୍ରେସ ଭିତରେ କ୍ରସ ଭୋଟିଂ ଡର ଲାଗି ରହିଛି । ନିର୍ବାଚନ ପୂର୍ବରୁ ସାଂଘାତିକ ଅଭିଯୋଗ ଆଣିଛି କଂଗ୍ରେସ । ବେଙ୍ଗାଲୁରୁରେ କ୍ୟାମ୍ପ ପକାଇଥିବା କଂଗ୍ରେସର ୮ ବିଧାୟକଙ୍କୁ କିଣିବା ପାଇଁ ଚେଷ୍ଟା କରାଯାଉଥିଲା । ଏପରିକି ଏହି ମିଶନରେ…
ମୋହନା ବିଧାୟକ ବିଧାୟକ ଦାଶରଥୀ ଗମାଙ୍ଗଙ୍କୁ ସୋ’ କଜ୍ ନୋଟିସ୍ ଜାରି କଲା ପିସିସି ଶୃଙ୍ଖଳା କମିଟି,ସନ୍ଧ୍ୟା ସୁଦ୍ଧା…
ମୋହନା ବିଧାୟକ ବିଧାୟକ ଦାଶରଥୀ ଗମାଙ୍ଗଙ୍କୁ କାରଣ ଦର୍ଶାଅ ନୋଟିସ୍ । ସୋ’ କଜ୍ ନୋଟିସ୍ ଜାରି କଲା ପିସିସି ଶୃଙ୍ଖଳା କମିଟି । ଦଳୀୟ ଶୃଙ୍ଖଳା ଅବମାନନା ନେଇ ଦାଶରଥୀ ଗମାଙ୍ଗଙ୍କୁ ନୋଟିସ୍ ହୋଇଛି । ରବିବାର ସନ୍ଧ୍ୟା ସୁଦ୍ଧା ଦଳୀୟ କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ ରହିଛି ।…
ପାରାଦୀପ ବାହାରିଲେ ବିଜେପି ବିଧାୟକ, ଭୋଟ୍ ଦେବା ନେଇ ନେବେ ଟ୍ରେନିଂ
ଆଉ ମାତ୍ର ଦିନକ ପରେ ଅର୍ଥାତ ସୋମବାର ରାଜ୍ୟସଭା ନିର୍ବାଚନ। ହେଲେ ସଭିଙ୍କୁ ଘାରିଛି ଘୋଡ଼ା ବେପାରର ଭୟ। କିଏ ବିଧାୟକମାନଙ୍କୁ ନେଇ ହୋଟେଲରେ ରଖିଲେଣି ତ ଆଉ କିଏ ଘନଘନ ବୈଠକ ଡାକି ବିଧାୟକ ମାନଙ୍କୁ ଖାଇବା ପିଇବା ଦେଇ ଆପ୍ୟାୟିତ କରିବାରେ ମାତିଲେଣି । ଏହି ସବୁ ମଧ୍ୟରେ ପାରାଦୀପ…
ନିଜ ବିଧାୟକଙ୍କ ପାଇଁ ହୁଇପ୍ ଜାରି କଲା ବିଜେଡ଼ି,ଭୁବନେଶ୍ଵର ନ ଛାଡ଼ିବାକୁ ଦଳ ସୁପ୍ରିମ ନିଜ ବିଧାୟକଙ୍କୁ ସଫା ସଫା ଜଣାଇ…
ରାଜ୍ୟସଭା ନିର୍ବାଚନ ଯେତିକି ଯେତିକି ପାଖେଇ ଆସୁଛି, ଓଡ଼ିଶା ରାଜନୀତି ଆହୁରି ରୋଚକ ହୋଇ ଚାଲିଛି। ଚତୁର୍ଥ ସିଟ୍ ପାଇଁ ଚାଲିଥିବା ରାଜନୀତିର ଗୋଟି ଚାଳନା ବୋଧହୁଏ ଓଡ଼ିଶା ରାଜନୀତିରେ ବିଗତ ଦୁଇ ଦଶନ୍ଧିରେ ଦେଖିବାକୁ ମିଳି ନ ଥିଲା। ଚତୁର୍ଥ ଆସନ ପାଇଁ ଶାସକ ବିଜେପି ଓ ଦୁଇ ବିରୋଧୀ…
ଶଙ୍ଖ ଛାଡି ପଦ୍ମ ଧରିଲେ ପୂର୍ବତନ ସାଂସଦ ତଥା ପୂର୍ବତନ ବାଲେଶ୍ୱର ବିଜେଡି ଜିଲ୍ଲା ସଭାପତି ରବୀନ୍ଦ୍ର ଜେନା
ସବୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ । ଶଙ୍ଖ ଛାଡି ପଦ୍ମ ଧରିଲେ ପୂର୍ବତନ ସାଂସଦ ତଥା ପୂର୍ବତନ ବାଲେଶ୍ୱର ବିଜେଡି ଜିଲ୍ଲା ସଭାପତି ରବୀନ୍ଦ୍ର ଜେନା । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପି କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ରବୀନ୍ଦ୍ର ବିଜେପିରେ ଯୋଗଦେଲେ । ଏହି…
ବାଲେଶ୍ୱରରେ ଧୀରେ ଧୀରେ ବିଜେଡି ଛାଡୁଛନ୍ତି ନେତା,ଦଳ ଛାଡ଼ିଲେ ଦୁଇ ବ୍ଲକର ଅଧ୍ୟକ୍ଷା
ଭୁଶୁଡୁଛି ଗଡ଼, ଭାଙ୍ଗୁଛି ସଂଗଠନ । ବାଲେଶ୍ୱରରେ ଧୀରେ ଧୀରେ ବିଜେଡି ଛାଡୁଛନ୍ତି ନେତା । ମଙ୍ଗଳବାର ଦିନ ପୂର୍ବତନ ସାଂସଦ ତଥା ବରିଷ୍ଠ ନେତା ରବିନ୍ଦ୍ର ଜେନା ଦଳ ଛାଡ଼ିଛନ୍ତି । ଆଉ ଏବେ ବାଲେଶ୍ୱର ଜିଲ୍ଲାରେ ଦୁଇ ବ୍ଲକର ଅଧ୍ୟକ୍ଷା ଦଳ ଛାଡ଼ିଛନ୍ତି । ବସ୍ତା ବ୍ଲକ ଅଧ୍ୟକ୍ଷ ଅଞ୍ଜଳୀ ଦାସ…
ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
ବିଜେଡିରୁ ରବୀନ୍ଦ୍ର ଜେନାଙ୍କ ଇସ୍ତଫା । ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା । ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ବାଲେଶ୍ୱରରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ରବୀନ୍ଦ୍ର ଜେନା । କିନ୍ତୁ ୨୦୨୪ ସାଧାରଣ ନିର୍ବାଚନରେ ବିଜେଡି…
ଯୁଦ୍ଧ ପ୍ରଭାବିତ ଦେଶରେ ଫସିଥିବା ଓଡ଼ିଆ ମାନଙ୍କୁ ଫେରାଇ ଆଣିବାକୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ନବୀନ କଲେ ନିବେଦନ
ଯୁଦ୍ଧ ପ୍ରଭାବିତ ଦେଶରେ ଫସିଥିବା ଓଡ଼ିଆ ମାନଙ୍କୁ ଫେରାଇ ଆଣିବାକୁ ନବୀନ କଲେ ନିବେଦନ । କହିଲେ, ମଧ୍ୟପ୍ରାଚ୍ୟ ଦେଶ ଗୁଡିକରେ ଲକ୍ଷ ଲକ୍ଷ ଓଡ଼ିଆ ଲୋକ ଫସି ରହିଛନ୍ତି । ତେଣୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଅନୁରୋଧ ସେମାନଙ୍କୁ ଘରକୁ ଫେରାଇ ଆଣିବା ପାଇଁ ପଦକ୍ଷେପ ନିଅନ୍ତୁ ।
ନବୀନ…
ରାଜ୍ୟସଭା ନିର୍ବାଚନ ନାମାଙ୍କନ ପ୍ରତ୍ୟାହାର ସମୟସୀମା ଶେଷ,୪ ଆସନ ପାଇଁ ରହିଲେ ୫ ପ୍ରାର୍ଥୀ
ରାଜ୍ୟସଭା ରେସ୍ରେ ରହିଲେ ୫ ପ୍ରାର୍ଥୀ । ୪ ଆସନ ପାଇଁ ରହିଲେ ୫ ପ୍ରାର୍ଥୀ । ରାଜ୍ୟସଭା ନିର୍ବାଚନ ନାମାଙ୍କନ ପ୍ରତ୍ୟାହାର ସମୟସୀମା ଶେଷ ହୋଇଛି । କୌଣସି ପ୍ରାର୍ଥୀ କଲେନି ନାମାଙ୍କନ ପ୍ରତ୍ୟାହାର । ଫଳରେ ଏବେ ରାଜ୍ୟସଭା ରେସ୍ରେ ମୋଟ୍ ୫ ପ୍ରାର୍ଥୀ ରହିଲେ ।
ସୋମବାର…