Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Politics
All politics-related news information will be uploaded here in daily besis
ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ମେଟ୍ରୋ ଟିଭି ଓଡ଼ିଶା (୬.୬.୨୦୨୨ )
ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତା ୨୮ ତାରିଖରେ ୟୁଏଇରେ ମୁଖ୍ୟମନ୍ତ୍ରୀଙ୍କ କିଛି କାର୍ଯ୍ୟକ୍ରମ ରହିଥିବା ନେଇ ସୂଚନା ମିଳିଛି । ମିଳିଥିବା ରିପୋର୍ଟ ଅନୁଯାୟୀ – ୟୁଏଇରେ ବିଭିନ୍ନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ!-->!-->!-->…
ଶପଥ ନେଲେ ନବୀନଙ୍କ ନୂଆ ଟିମ୍, ୨୧ନୂଆ ମନ୍ତ୍ରୀ
ମେଟ୍ରୋ ଟିଭି ଓଡିଶା (୫. ୬. ୨୦୨୨)
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଂଚମ ପାଳି ସରକାରରେ ପ୍ରଥମଥର ପାଇଁ ମନ୍ତ୍ରିମଣ୍ଡଳ ଅଦଳବଦଳ ହୋଇଛି | ଆଜି ୨୧ଜଣ ନୂଆ ମନ୍ତ୍ରୀଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଷି ଲାଲ ଶପଥ ଗ୍ରହଣ କରାଇଛନ୍ତି | ଲୋକସେବା କନଭେସନ ହଲରେ ଏହି ଶପଥ ଗ୍ରହଣ ଉତ୍ସବ!-->!-->!-->…
ସୋନିଆଙ୍କୁ କରୋନା :ବୈଠକରେ ସାମିଲ ଅନେକ ନେତା ସଂକ୍ରମିତ
ସୋନିଆଙ୍କୁ କରୋନା :ବୈଠକରେ ସାମିଲ ଅନେକ ନେତା ସଂକ୍ରମିତ
ଆଜି ନାମାଙ୍କନ ଭରିବେ ୪ ବିଜେଡି ପାର୍ଥୀ…
ମେଟ୍ରୋ ଟିଭି ଓଡିଶା (୩୧.୫.୨୦୨୨ )
ରାଜ୍ୟସଭା ଆସନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିବେ ବିଜେଡିର ୪ ପାର୍ଥୀ । ଜୁନ୍ ୨ ତାରିଖ ନାମାଙ୍କନ ପାଇଁ ଶେଷ ତାରିଖ ଥିବା ବେଳେ ଆଜି ନାମାଙ୍କନ ଭରିବେ । ବିଜେଡିର ସୁଲତା ଦେଓ, ସସ୍ମିତ ପାତ୍ର, ମାନସ ମଙ୍ଗରାଜ ଏବଂ ନିରଞ୍ଜନ ବିଶି ନାମାଙ୍କନ!-->!-->!-->…
ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କଲା BJD: ଜାଣନ୍ତୁ କାହାକୁ ବାଛିଲେ ମୁଖ୍ୟମନ୍ତ୍ରୀ
ମେଟ୍ରୋ ଟିଭି ଓଡିଶା (୨୯.୫.୨୦୨୨ )
୪ ରାଜ୍ୟସଭା ଆସନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ପୁଣି ରାଜ୍ୟସଭାକୁ ଯିବେ ସସ୍ମିତ ପାତ୍ର । ଏହା ସହ ଶ୍ରୀମତି ସୁଲତା ଦେଓ, ମାନସ ମଙ୍ଗରାଜ, ନିରଞ୍ଜନ ବିଶିଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେଡି ।
!-->!-->!-->!-->!-->!-->!-->…