Browsing Category

Politics

All politics-related news information will be uploaded here in daily besis

ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ

ପୁଣି ଚର୍ଚ୍ଚାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ । ଏଥର ଆଉ ଜଣେ ଯୁବତୀଙ୍କ ସହ ବିଧାୟକଙ୍କ ଫଟୋ ଭାଇରାଲ ହୋଇଛି । ଗୋଟିଏ ପଟେ ପ୍ରେମିକା ସୋମାଲିକାଙ୍କ ସହ ବିବାଦ ଚାଲିଛି । ବିଧାୟକଙ୍କ ଗିରଫଦାରୀ ଦାବି କରି ବିରୋଧୀ ହୁଲୁସ୍ତୁଲ କରୁଛନ୍ତି । ଆଉ ଏପଟେ ବିଧାୟକଙ୍କ ସହ ଏହି ଯୁବତୀଙ୍କ…

ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ବର୍ଷିଲେ ବିଜେପିର ରାଷ୍ଟ୍ରୀୟ ସମ୍ପାଦକ

ରାଜ୍ୟରେ ଆଇନ ଶୃଙ୍ଖଳା ନାହିଁ । ଜଙ୍ଗଲ ରାଜ ଚାଲିଛି । ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣାରେ ଏପରି କହିଛନ୍ତି ବିଜେପିର ରାଷ୍ଟ୍ରୀୟ ସମ୍ପାଦକ ଆଶା ଲାକ୍ରା । କ୍ରାଇମରେ ଓଡିଶାର ସ୍ଥାନ ପ୍ରଥମ । ଏଠାରେ କ୍ୟାବିନେଟ ମନ୍ତ୍ରୀ କି ସାଧାରଣ ଜନତା ସୁରକ୍ଷିତ ନୁହନ୍ତି ବୋଲି ବିଜେପି ନେତା…

ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ଆଉ ଏକ ମାମଲା ରୁଜୁ

ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ଆଉ ଏକ ମାମଲା ରୁଜୁ । ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ, ସୋମାଲିକାଙ୍କ ଏତଲା ଆଧାରରେ ଜଗତସିଂହପୁର ଥାନା ପୋଲିସ ମାମଲା ରୁଜୁ କରିଛି । ଫଳରେ ବିଧାୟକଙ୍କ ପାଇଁ ପୁଣି ଅଡୁଆ ବଢିଛି । ସେହିପରି ବାନ୍ଧବୀ ସୋମାଲିକାଙ୍କ ମଧ୍ୟ ବୟାନ…

ବିଧାୟକଙ୍କ ଅଡ଼ୁଆ ବଢ଼ିଲା

ପ୍ରେମକୁ ନେଇ  ବଢ଼ିଲା ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କରଙ୍କ ଅଡ଼ୁଆ । ପ୍ରେମିକା ସୋମାଲିକା ଦାସଙ୍କ ଅଭିଯୋଗ ଆଧାରରେ ଏତଲା ରୁଜୁ କରିବାକୁ ପୁଲିସକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପୋଲିସ୍ ନିଷ୍କ୍ରିୟତା ଅଭିଯୋଗ ନେଇ ସୋମାଲିକା ଆବେଦନ ଦାୟର କରିଥିଲେ । ଏହି ଆବେଦନ ଶୁଣାଣି କରି…

ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ସେଜି ସିଂ ପୋଲିସ ଦ୍ବାରା ଅଟକ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ସେଜି ସିଂ ପୋଲିସ ଦ୍ବାରା ଅଟକ । କଣ୍ଟାବାଞ୍ଜି ଆଲିସାନ ସିନେମା ହଲରେ ଗଣ୍ଡୋଗଳ ଅଭିଯୋଗରେ ଅଟକ । ବଟି ଆଦାୟ ପାଇଁ ସିନେମା ହଲ ମାଲିକଙ୍କୁ ବନ୍ଧୁକ ଦେଖାଇ ଧମକ ଦେଉଥିଲେ ବିଧାୟକଙ୍କ ପୁଅ ସେଜି ସିଂ । ପୋଲିସ ଆସିବା…

ଚାଷୀଙ୍କ ପାଇଁ ସ୍ୱତନ୍ତ୍ର ଫଣ୍ଡର ବ୍ୟବସ୍ଥା

କୃଷିକ୍ଷେତ୍ରରେ ଷ୍ଟାର୍ଟଅପକୁ ସୁଯୋଗ ଦିଆଯିବ । ଏଥି ସହିତ ଚାଷୀଙ୍କ ପାଇଁ ସ୍ୱତନ୍ତ୍ର ଫଣ୍ଡର ବ୍ୟବସ୍ଥା କରାଯିବ । ଗ୍ରୀନ୍ ଗ୍ରୋଥ ବଜେଟର ପ୍ରଥମ ପ୍ରାଥମିକତା । ପନିପରିବା ଚାଷ ପାଇଁ ବଜେଟରେ ୨୨୦୦ କୋଟି । ଦେଶରେ କେହି ଯେପରି ଭୋକରେ ଶୋଇବେନି । ମାଗଣା ଚାଉଳ ଯୋଗାଇ…

ଆର୍ଥିକ ସର୍ବେକ୍ଷଣ ରିପୋର୍ଟ ୨୦୨୨-୨୩ : ମୁଖ୍ୟାଂଶ

କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୨-୨୩ ବର୍ଷର ଆର୍ଥିକ ସର୍ବେକ୍ଷଣ ରିପୋର୍ଟ ଆଗତ କରିଛନ୍ତି। ସର୍ବେକ୍ଷଣ ରିପୋର୍ଟର ମୁଖ୍ୟାଂଶ ନିମ୍ନରେ ଦିଆଗଲା : ୨୦୨୨-୨୩ରେ ଅର୍ଥବ୍ୟବସ୍ଥାର ସ୍ଥିତି : ସୁଧାର ସମ୍ପୂର୍ଣ୍ଣ…

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ବ୍ରଜରାଜନଗରରେ ଗୁଳିମାଡ

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଙ୍କୁ ବ୍ରଜରାଜନଗରରେ ଗୁଳିମାଡ ।  ତାଙ୍କୁ ଗୁରୁତର ଅବସ୍ଥାରେ ଝାରସୁଗୁଡ଼ା ମେଡିକାଲରେ ପ୍ରାଥମିକ ଚିକିତ୍ସା କରାଯାଇ ଭୁବନେଶ୍ବର ଅଣାଯାଉଛି ।  ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବା ବେଳେ ପୋଲିସ କର୍ମୀ, ଏଏସଆଇ ଗୁଳି କରିଛନ୍ତି । ୫ ରାଉଣ୍ଡ ଗୁଳି ଚଳାଇବା…

ଦିଲ୍ଲୀରେ ଶେଷ ହୋଇଛି ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକ

ଦିଲ୍ଲୀରେ ଶେଷ ହୋଇଛି ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକ । ବୈଠକରେ ଦଳ ଆଗାମୀ ନିର୍ବାଚନକୁ ନେଇ ରଣନୀତି ପ୍ରସ୍ତୁତ କରିଛି । ସାଙ୍ଗଠନିକ ସ୍ତରରେ ଦଳକୁ ଅଧିକରୁ ଅଧିକ ମଜବୁତ କରିବା ଦିଗରେ ଦଳ କାମ କରିବାକୁ ଲକ୍ଷ୍ୟ ରଖିଛି । ନିର୍ବାଚନକୁ ଆଖି ଆଗରେ ରଖି ପ୍ରତ୍ୟେକ ଜନତାଙ୍କ…

ତାମିଲନାଡୁରୁ ନିର୍ବାଚନ ଲଢିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆସନ୍ତା ୨୦୨୪ ସାଧାରଣ ନିର୍ବାଚନରେ ତାମିଲନାଡୁରୁ ଲଢିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତାମିଲନାଡୁର ରାଜ୍ୟ ବିଜେପି ସଭାପତି କେ ଆନ୍ନାମଲାଇଙ୍କ ବୟାନ ପରେ ବଢୁଛି ଚର୍ଚ୍ଚା । ୨୦୨୪ରେ ମୋଦୀ ତାମିଲନାଡୁର ଯକୌଣସି ଆସନରୁ ନିର୍ବାଚନ ଲଢିପାରନ୍ତି ବୋଲି କହିଛନ୍ତି କେ ଆନ୍ନାମଲାଇ ।…