Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Politics
All politics-related news information will be uploaded here in daily besis
ଆର୍ଥିକ ସର୍ବେକ୍ଷଣ ରିପୋର୍ଟ ୨୦୨୨-୨୩ : ମୁଖ୍ୟାଂଶ
କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୨-୨୩ ବର୍ଷର ଆର୍ଥିକ ସର୍ବେକ୍ଷଣ ରିପୋର୍ଟ ଆଗତ କରିଛନ୍ତି। ସର୍ବେକ୍ଷଣ ରିପୋର୍ଟର ମୁଖ୍ୟାଂଶ ନିମ୍ନରେ ଦିଆଗଲା :
୨୦୨୨-୨୩ରେ ଅର୍ଥବ୍ୟବସ୍ଥାର ସ୍ଥିତି : ସୁଧାର ସମ୍ପୂର୍ଣ୍ଣ…
ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ବ୍ରଜରାଜନଗରରେ ଗୁଳିମାଡ
ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଙ୍କୁ ବ୍ରଜରାଜନଗରରେ ଗୁଳିମାଡ । ତାଙ୍କୁ ଗୁରୁତର ଅବସ୍ଥାରେ ଝାରସୁଗୁଡ଼ା ମେଡିକାଲରେ ପ୍ରାଥମିକ ଚିକିତ୍ସା କରାଯାଇ ଭୁବନେଶ୍ବର ଅଣାଯାଉଛି । ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବା ବେଳେ ପୋଲିସ କର୍ମୀ, ଏଏସଆଇ ଗୁଳି କରିଛନ୍ତି । ୫ ରାଉଣ୍ଡ ଗୁଳି ଚଳାଇବା…
ଦିଲ୍ଲୀରେ ଶେଷ ହୋଇଛି ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକ
ଦିଲ୍ଲୀରେ ଶେଷ ହୋଇଛି ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକ । ବୈଠକରେ ଦଳ ଆଗାମୀ ନିର୍ବାଚନକୁ ନେଇ ରଣନୀତି ପ୍ରସ୍ତୁତ କରିଛି । ସାଙ୍ଗଠନିକ ସ୍ତରରେ ଦଳକୁ ଅଧିକରୁ ଅଧିକ ମଜବୁତ କରିବା ଦିଗରେ ଦଳ କାମ କରିବାକୁ ଲକ୍ଷ୍ୟ ରଖିଛି । ନିର୍ବାଚନକୁ ଆଖି ଆଗରେ ରଖି ପ୍ରତ୍ୟେକ ଜନତାଙ୍କ…
ତାମିଲନାଡୁରୁ ନିର୍ବାଚନ ଲଢିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆସନ୍ତା ୨୦୨୪ ସାଧାରଣ ନିର୍ବାଚନରେ ତାମିଲନାଡୁରୁ ଲଢିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତାମିଲନାଡୁର ରାଜ୍ୟ ବିଜେପି ସଭାପତି କେ ଆନ୍ନାମଲାଇଙ୍କ ବୟାନ ପରେ ବଢୁଛି ଚର୍ଚ୍ଚା । ୨୦୨୪ରେ ମୋଦୀ ତାମିଲନାଡୁର ଯକୌଣସି ଆସନରୁ ନିର୍ବାଚନ ଲଢିପାରନ୍ତି ବୋଲି କହିଛନ୍ତି କେ ଆନ୍ନାମଲାଇ ।…
ବିଜେଡି ସଂସଦୀୟ ଦଳ ବୈଠକ ଆଜି
ଭୁବନେଶ୍ବର: ଆଜି ବସିବ ବିଜେଡି ସଂସଦୀୟ ଦଳ ବୈଠକ । ନବୀନ ନିବାସରେ ଦିନ ୧୨ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅକ୍ଷଧ୍ୟତାରେ ବସିବ ବୈଠକ। ସଂସଦ ଅଧିବେଶନ ପାଇଁ ପ୍ରସ୍ତୁତ ହେବ ରଣନୀତି। ଗୃହରେ କେଉଁ ପ୍ରସଙ୍ଗ ଉଠାଇବ ଦଳ, ସାଂସଦଙ୍କ ସହ ଆଲୋଚନା କରିବେ ବିଜେଡି ସୁପ୍ରିମୋ ।…
ରାଜ୍ୟବ୍ୟାପୀ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛି ବିଜେପି
ବଢ଼ି ବଢ଼ି ଚାଲିଛି ଆବାସ କଳି । ଗୋଟିଏ ପଟେ ଆବାସ ଯୋଜନାରେ ୯ଲକ୍ଷରୁ ଅଧିକ ଲୋକଙ୍କ ତାଲିକା ପ୍ରକାଶ ପାଇଛି । ଅନ୍ୟପଟେ ଘର ପାଇବାକୁ ଯୋଗ୍ୟ ହୋଇଥିଲେ ବି ତାଲିକାରେ ନାଁ ନଥିବା ଅଭିଯୋଗକାରୀଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଯାହାକୁ ନେଇ ଗାଁ ଗାଁରେ ଲୋକଙ୍କ ଭିତରେ ଅସନ୍ତୋଷ ବଢ଼ିବାରେ ଲାଗିଛି…
ନିର୍ବାଚନ ଲଢ଼ିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଏଥର ନିର୍ବାଚନ ଲଢ଼ିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦୈନିକ ଖବର କାଗଜ ଇଣ୍ଡିଆନ୍ ଏକ୍ସପ୍ରେସର ଓଡିଶା ଚାପ୍ଟରର କାର୍ଯ୍ୟକ୍ରମରେ ଭାଗ ନେଇ ନିଜେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଗାମି ନିର୍ବାଚନରେ ଲଢ଼ିବେ କି ନାହିଁ ଏକ ପ୍ରଶ୍ନର ଉତ୍ତରରେ…
ବିପ୍ଲବୀ ସୁରେନ୍ଦ୍ର ସାଏଙ୍କ ସାହାସକୁ ସଲାମ
ଆଜି ମହାନ ବିପ୍ଲବୀ ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ । ସିପାହୀ ବିଦ୍ରୋହ ପୂର୍ବରୁ ଇଂରେଜମାନଙ୍କୁ ପାଣି ପିଆଇ ଦେଇଥିଲେ ବୀର ସୁରେନ୍ଦ୍ର ସାଏ । ୨୩ ଜାନୁଆରୀ ୧୮୦୯ ମସିହାରେ ଜନ୍ମ ହୋଇଥିଲେ ବୀର ସୁରେନ୍ଦ୍ର ସାଏ । ସେ ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ…
ନେତାଜୀ ସୁଭାଷ ଚନ୍ଦ୍ର ବୋଷ
ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି ଜନ୍ମଦିନ । ୨୩ ଜାନୁଆରୀ ୧୮୯୭ରେ ଜନ୍ମ ହୋଇଥିଲେ ଏହି ମହାନ ସ୍ବାଧୀନତା ସଂଗ୍ରାମୀ । ନେତାଜୀ ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା ।…
ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
୨୦୨୪ ନିର୍ବାଚନ ପାଇଁ ରାଜ୍ୟ ବିଜେପିର ପ୍ରସ୍ତୁତି । ଆଜି ବସିବ ଦଳର କାର୍ଯ୍ୟକାରିଣୀ ବୈଠକ । ବୈଠକରେ ୨୦୨୪ ବିଧାନସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରାଯିବ । ବୈଠକ ପାଇଁ ଗତକାଲି ବିଜେପିର ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ କୋର କମିଟି ବୈଠକ ବସିଥିଲା । କିପରି…