Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Politics
All politics-related news information will be uploaded here in daily besis
ଓଡ଼ିଶାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ରାତ୍ରିରେ ଭୁବନେଶ୍ବରରେ ଆସି ପହଁଚିଛନ୍ତି । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସି ପହଁଚିଥିଲେ । ଶହ ଶହ ବିଜେପି ନେତାଙ୍କ ଗହଣରେ କାର୍ଯ୍ୟକର୍ତ୍ତାମାନେ ତାଙ୍କୁ ଜୋରଦାର ସ୍ବାଗତ କରିଥିଲେ । କମିସନରେଟ ପୁଲିସ!-->…
ଆଜି ରାତିରେ ପହଞ୍ଚିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ଆସୁଛନ୍ତି । ଅମିତ ଶାହଙ୍କୁ ଭବ୍ୟ ସମ୍ବର୍ଧନା ଦେବା ପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ଡିସିପି ପ୍ରତୀକ ସିଂହ କହିଛନ୍ତି । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ରାତିରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ। ସେଠାରେ ତାଙ୍କୁ ରାଜ୍ୟ ବିଜେପି!-->…
ଓଡ଼ିଶା ପାଇଁ ଅଧିକ ଅର୍ଥ ଦାବି କଲେ ମୁଖ୍ୟମନ୍ତ୍ରୀ
ନୀତି ଆୟୋଗ ବୈଠକରେ ଓଡ଼ିଶା ଉପରେ ଅଧିକ ଫୋକସ ରଖିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟର ପ୍ରତିବର୍ଷ ସାମନା କରୁଥିବାରୁ ରାଜ୍ୟକୁ ଅଧିକ ଅର୍ଥ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଦେଶରେ କୋଭିଡ ପରିଚାଳନା ପାଇଁ ପ୍ରଧାନମନ୍ତ୍ରୀ!-->…
ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ
ଆଗାମୀ ଉପ-ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ ବିଜୟୀ ହେବା ସୁନିଶ୍ଚିତ । କାରଣ ଏନଡିଏ ପାଖରେ ବହୁମତ ରହିଛି । ତେବେ ମିଳିତ ବିରୋଧୀ ପ୍ରାର୍ଥୀଙ୍କୁ ମଧ୍ୟ ସମର୍ଥନ ବଢ଼ୁଛି । ଏବେ ଟିଆରଏସ ତାର ସମର୍ଥନ ଜଣାଇଛି । ଟିଆରଏସ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ!-->…
ଡୋପିଂ ବିରୋଧୀ କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରିବା ପାଇଁ ସଂସଦରେ ନେସନାଲ ଆଣ୍ଟି-ଡୋପିଂ ବିଲ୍ ୨୦୨୨ ପାସ୍
ରାଜ୍ୟସଭାରେ ଆଜି ଜାତୀୟ ଆଣ୍ଟି-ଡୋପିଂ ବିଲ୍, ୨୦୨୨ ପାସ୍ ହୋଇଛି । ଏହି ବିଲ୍ ଲୋକସଭାରେ ୧୭ ଡିସେମ୍ବର, ୨୦୨୧ ରେ ଉପସ୍ଥାପିତ ହୋଇଥିଲା ଏବଂ ସଂସଦୀୟ ସ୍ଥାୟୀ କମିଟି ଏବଂ ଅନ୍ୟାନ୍ୟ କ୍ଷେତ୍ରରୁ ମିଳିଥିବା ପରାମର୍ଶ / ସୁପାରିଶ ଆଧାରରେ ପ୍ରସ୍ତାବିତ କିଛି ସରକାରୀ ସଂଶୋଧନ ସହିତ ୨୭ !-->…
ରାଷ୍ଟ୍ରପତିଙ୍କୁ ଭେଟିବେ ୨୬ ବିଧାୟକ
ଦିଲ୍ଲୀ ଗସ୍ତରେ ଯିବେ ୨୬ ଜଣ ବିଧାୟକ । ଓଡ଼ିଶା ବିଧାନସଭା ପକ୍ଷରୁ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇବାକୁ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ୨୬ ଜଣ ବିଧାୟକ ଦିଲ୍ଲୀ ଗସ୍ତରେ ଯିବେ । ୩ ତାରିଖରେ ରାଷ୍ଟ୍ରପତିଙ୍କୁ ଭେଟି ୪ ତାରିଖରେ!-->…
ଭାରତୀୟ ଜନତା ପାର୍ଟୀ ସଂସଦୀୟ ବୈଠକ
ଭାରତୀୟ ଜନତା ପାର୍ଟୀ ସଂସଦୀୟ ବୈଠକ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନାଡ୍ଡାଙ୍କ ଉପସ୍ଥିିିତିରେ ଆରମ୍ଭ ହୋଇଛି । ସଂସଦ ଲାଇବ୍ରେରୀ ଭବନରେ ବୈଠକରେ ଯୋଗ ଦେଉଥିବା ନେତା ମାନଙ୍କ ମଧ୍ୟରେ କେନ୍ଦ୍ରମ ନ୍ତ୍ରୀ ରାଜନାଥ ସିଂ, ଅଶ୍ୱିନୀ ବୈଷ୍ଣବ, ଏସ ଜୟଶଙ୍କର, ଅନୁରାଗ ଠାକୁର,ପ୍ରହ୍ଲାଦ ଯୋଶୀ!-->…
ସରକାରୀ ଉଦ୍ୟୋଗ ଉପରେ ୧୩,୧୮୨ କୋଟି ଋଣ
ରାଜ୍ୟ ସରକାରଙ୍କ ଅଧୀନରେ ଥିବା ୩୩ଟି ଉଦ୍ୟୋଗ ଓ ନିଗମଗୁଡ଼ିକ ମଧ୍ୟରୁ ୧୦ଟି ସଂସ୍ଥା ଉପରେ ୨୦୨୦ ମାର୍ଚ୍ଚ ସୁଦ୍ଧା ୧୩,୧୮୨.୫୭ କୋଟି ଟଙ୍କାର ଦୀର୍ଘକାଳୀନ ଋଣ ରହିଛି। ସେହି ଋଣ ମଧ୍ୟରୁ ରାଜ୍ୟ ସରକାରଙ୍କ କରଜ ୧୨୭୭.୨୯ କୋଟି ଟଙ୍କା ଥିଲା। କୋଣାର୍କ ଝୋଟ ଲିମିଟେଡ୍କୁ ୧୨.୧୩ କୋଟି!-->…
ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି: ଯୋଗ୍ୟତା ନଥାଇ ମିଳିଛି ଚାକିରି
ପାର୍ଥ ଚାଟାର୍ଜୀ ଏବଂ ଅର୍ପିତା ଜେଲକୁ ଯିବା ପରେ ସାମ୍ନାକୁ ଆସୁଛି ପଶ୍ଚିମବଙ୍ଗ ଶିକ୍ଷକ ଦୁର୍ନୀତି ମାମଲାର ଅନେକ ଅଭିଯୋଗ । କେଉଁଠି ଜାଲ ସାର୍ଟିଫିକେଟ ଦେଇ ନିଯୁକ୍ତି ହୋଇଥିବା ବେଳେ କେଉଁଠି ମାତ୍ର ଷଷ୍ଠ ଶ୍ରେଣୀ ପର୍ଯ୍ୟନ୍ତ ପଢିଥିବା ଜଣେ ପ୍ରାର୍ଥୀଙ୍କୁ ଚାକିରି ମିଳିଛି। ଏମିତିକି!-->…
‘ଇଣ୍ଡିଆ ଟିଭି’ ଓପିନିୟନ୍ ପୋଲ୍
ଯଦି ଏବେ ଲୋକସଭା ନିର୍ବାଚନ କରାଯାଏ ତା’ହେଲେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ବାଧୀନ ‘ନ୍ୟାସ୍ନାଲ୍ ଡେମୋକ୍ରାଟିକ୍ ଆଲିଏନ୍ସ୍’ (ଏନ୍ଡିଏ) ବିପୁଳ ସଂଖ୍ୟାରେ ବିଜୟ ହାସଲ କରିବ ବୋଲି ‘ଇଣ୍ଡିଆ ଟିଭି-ମାଟ୍ରାଇଜ୍ ନିଉଜ୍ କମ୍ୟୁନିକେସନ୍’ ଦେଶବ୍ୟାପୀ କରିଥିବା ଜନମତ ସର୍ବେକ୍ଷଣ!-->…