Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Politics
All politics-related news information will be uploaded here in daily besis
ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ବ୍ରଜରାଜନଗରରେ ଗୁଳିମାଡ
ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଙ୍କୁ ବ୍ରଜରାଜନଗରରେ ଗୁଳିମାଡ । ତାଙ୍କୁ ଗୁରୁତର ଅବସ୍ଥାରେ ଝାରସୁଗୁଡ଼ା ମେଡିକାଲରେ ପ୍ରାଥମିକ ଚିକିତ୍ସା କରାଯାଇ ଭୁବନେଶ୍ବର ଅଣାଯାଉଛି । ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବା ବେଳେ ପୋଲିସ କର୍ମୀ, ଏଏସଆଇ ଗୁଳି କରିଛନ୍ତି । ୫ ରାଉଣ୍ଡ ଗୁଳି ଚଳାଇବା…
ଦିଲ୍ଲୀରେ ଶେଷ ହୋଇଛି ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକ
ଦିଲ୍ଲୀରେ ଶେଷ ହୋଇଛି ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକ । ବୈଠକରେ ଦଳ ଆଗାମୀ ନିର୍ବାଚନକୁ ନେଇ ରଣନୀତି ପ୍ରସ୍ତୁତ କରିଛି । ସାଙ୍ଗଠନିକ ସ୍ତରରେ ଦଳକୁ ଅଧିକରୁ ଅଧିକ ମଜବୁତ କରିବା ଦିଗରେ ଦଳ କାମ କରିବାକୁ ଲକ୍ଷ୍ୟ ରଖିଛି । ନିର୍ବାଚନକୁ ଆଖି ଆଗରେ ରଖି ପ୍ରତ୍ୟେକ ଜନତାଙ୍କ…
ତାମିଲନାଡୁରୁ ନିର୍ବାଚନ ଲଢିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆସନ୍ତା ୨୦୨୪ ସାଧାରଣ ନିର୍ବାଚନରେ ତାମିଲନାଡୁରୁ ଲଢିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତାମିଲନାଡୁର ରାଜ୍ୟ ବିଜେପି ସଭାପତି କେ ଆନ୍ନାମଲାଇଙ୍କ ବୟାନ ପରେ ବଢୁଛି ଚର୍ଚ୍ଚା । ୨୦୨୪ରେ ମୋଦୀ ତାମିଲନାଡୁର ଯକୌଣସି ଆସନରୁ ନିର୍ବାଚନ ଲଢିପାରନ୍ତି ବୋଲି କହିଛନ୍ତି କେ ଆନ୍ନାମଲାଇ ।…
ବିଜେଡି ସଂସଦୀୟ ଦଳ ବୈଠକ ଆଜି
ଭୁବନେଶ୍ବର: ଆଜି ବସିବ ବିଜେଡି ସଂସଦୀୟ ଦଳ ବୈଠକ । ନବୀନ ନିବାସରେ ଦିନ ୧୨ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅକ୍ଷଧ୍ୟତାରେ ବସିବ ବୈଠକ। ସଂସଦ ଅଧିବେଶନ ପାଇଁ ପ୍ରସ୍ତୁତ ହେବ ରଣନୀତି। ଗୃହରେ କେଉଁ ପ୍ରସଙ୍ଗ ଉଠାଇବ ଦଳ, ସାଂସଦଙ୍କ ସହ ଆଲୋଚନା କରିବେ ବିଜେଡି ସୁପ୍ରିମୋ ।…
ରାଜ୍ୟବ୍ୟାପୀ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛି ବିଜେପି
ବଢ଼ି ବଢ଼ି ଚାଲିଛି ଆବାସ କଳି । ଗୋଟିଏ ପଟେ ଆବାସ ଯୋଜନାରେ ୯ଲକ୍ଷରୁ ଅଧିକ ଲୋକଙ୍କ ତାଲିକା ପ୍ରକାଶ ପାଇଛି । ଅନ୍ୟପଟେ ଘର ପାଇବାକୁ ଯୋଗ୍ୟ ହୋଇଥିଲେ ବି ତାଲିକାରେ ନାଁ ନଥିବା ଅଭିଯୋଗକାରୀଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଯାହାକୁ ନେଇ ଗାଁ ଗାଁରେ ଲୋକଙ୍କ ଭିତରେ ଅସନ୍ତୋଷ ବଢ଼ିବାରେ ଲାଗିଛି…
ନିର୍ବାଚନ ଲଢ଼ିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଏଥର ନିର୍ବାଚନ ଲଢ଼ିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦୈନିକ ଖବର କାଗଜ ଇଣ୍ଡିଆନ୍ ଏକ୍ସପ୍ରେସର ଓଡିଶା ଚାପ୍ଟରର କାର୍ଯ୍ୟକ୍ରମରେ ଭାଗ ନେଇ ନିଜେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଗାମି ନିର୍ବାଚନରେ ଲଢ଼ିବେ କି ନାହିଁ ଏକ ପ୍ରଶ୍ନର ଉତ୍ତରରେ…
ବିପ୍ଲବୀ ସୁରେନ୍ଦ୍ର ସାଏଙ୍କ ସାହାସକୁ ସଲାମ
ଆଜି ମହାନ ବିପ୍ଲବୀ ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ । ସିପାହୀ ବିଦ୍ରୋହ ପୂର୍ବରୁ ଇଂରେଜମାନଙ୍କୁ ପାଣି ପିଆଇ ଦେଇଥିଲେ ବୀର ସୁରେନ୍ଦ୍ର ସାଏ । ୨୩ ଜାନୁଆରୀ ୧୮୦୯ ମସିହାରେ ଜନ୍ମ ହୋଇଥିଲେ ବୀର ସୁରେନ୍ଦ୍ର ସାଏ । ସେ ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ…
ନେତାଜୀ ସୁଭାଷ ଚନ୍ଦ୍ର ବୋଷ
ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଆଜି ଜନ୍ମଦିନ । ୨୩ ଜାନୁଆରୀ ୧୮୯୭ରେ ଜନ୍ମ ହୋଇଥିଲେ ଏହି ମହାନ ସ୍ବାଧୀନତା ସଂଗ୍ରାମୀ । ନେତାଜୀ ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା ।…
ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
୨୦୨୪ ନିର୍ବାଚନ ପାଇଁ ରାଜ୍ୟ ବିଜେପିର ପ୍ରସ୍ତୁତି । ଆଜି ବସିବ ଦଳର କାର୍ଯ୍ୟକାରିଣୀ ବୈଠକ । ବୈଠକରେ ୨୦୨୪ ବିଧାନସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରାଯିବ । ବୈଠକ ପାଇଁ ଗତକାଲି ବିଜେପିର ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ କୋର କମିଟି ବୈଠକ ବସିଥିଲା । କିପରି…
ସାଧାରଣ ନିର୍ବାଚନ ପୂର୍ବରୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆସନ୍ତାକାଲି
ଭୁବନେଶ୍ବର : କଂଗ୍ରେସକୁ କାଟି ରାଜ୍ୟରେ ଦୁଇ ନମ୍ବରରେ ଥିବା ବିଜେପି ଏକନମ୍ବର ହେବାକୁ ଚେଷ୍ଟା ଚଳାଇଛି । ରାଜ୍ୟରେ ଆଗାମୀ ଦିନରେ ସରକାର ଗଠନ କରିବାକୁ ବିଜେପି ମଧ୍ୟ କାର୍ଯ୍ୟକର୍ତ୍ତାଙ୍କୁ ଆହ୍ବାନ ଦେଉଛି । ତେବେ ତଳ ସ୍ତରରେ ଭୋଟ ପଡୁନଥିବାରୁ ରାଜ୍ୟ ବିଜେପି ଚିନ୍ତାରେ । ଆଗାମୀ ଦିନରେ…