Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Politics
All politics-related news information will be uploaded here in daily besis
ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର
କିଛି ଦିନର ନିରବତା ପରେ ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ନୀତୀଶ କୁମାର । ରାଜ୍ୟପାଳ ଫଗୁ ଚୌହାନଙ୍କୁ ଭେଟି ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ।
https://twitter.com/ANI/status/1556955412523798528
ଏନଡିଏ ସହ ମେଣ୍ଟ ଭାଙ୍ଗିବା ସଂପର୍କରେ ନୀତୀଶ!-->!-->!-->!-->!-->…
ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ
ଶପଥ ନେଲେ ବିଧାୟକ। ଦୀର୍ଘ ୪୦ ଦିନ ପରେ ଆଜି ବହୁ ପ୍ରତୀକ୍ଷିତ ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ହେଇଛି । ପୂର୍ବାହ୍ନ ୧୧ଟାରେ ରାଜଭବନରେ ଶପଥପାଠ ଉତ୍ସବ ଆରମ୍ଭ ହେଇ ଯାଇଛି । ଏଥିସହିତ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ମିଳିଥିବା ସୂଚନା ଅନୁଯାୟୀ!-->…
ଉପରାଷ୍ଟ୍ରପତିଙ୍କ ପାଇଁ ରାଜ୍ୟସଭାରେ ବିଦାୟୀ ଅଭିଭାଷଣ
ରାଜ୍ୟସଭା ସଭାପତି ତଥା ଉପ ରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କୁ ବିଦାୟୀ ଦିଆଯାଇଛି । ଆସନ୍ତା ୧୦ ତାରିଖରେ ତାଙ୍କ କାର୍ଯ୍ୟକାଳ ଶେଷ ପୂର୍ବରୁ ରାଜ୍ୟସଭାରେ ତାଙ୍କ ପାଇଁ ବିଭିନ୍ନ ଦଳ ପକ୍ଷରୁ ବିଦାୟୀ ଅଭିଭାଷଣ ରଖାଯାଇଛି । ସୋମବାର ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ପ୍ରଧାନମନ୍ତ୍ରୀ ମୋଦୀ!-->…
ଇସ୍ତଫା ଦେଲେ ବିଧାୟକ କୋମାତିରେଡ୍ଡୀ, ବିଜେପିରେ ହେବେ ସାମିଲ
ଅନେକ ସଙ୍କଟ ଦେଇ ଗତି କରୁଥିବା କଂଗ୍ରେସକୁ ତେଲେଙ୍ଗାନାରେ ମଧ୍ୟ ଝଟ୍କା ଲାଗିଛି। ଦଳର ବିଧାୟକ କୋମାତିରେଡ୍ଡୀ ରାଜଗୋପାଲ ରେଡ୍ଡୀ ସୋମବାର ପଦ ଓ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଖୁବ ଶୀଘ୍ର ବିଜେପିରେ ଯୋଗଦେବେ ବୋଲି କୁହାଯାଉଛି। ତେଲେଙ୍ଗାନା ବିଧାନସଭା ବାଚସ୍ପତି ପୋଚାରାମ ଶ୍ରୀନିବାସ!-->…
ଓଡ଼ିଶାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ରାତ୍ରିରେ ଭୁବନେଶ୍ବରରେ ଆସି ପହଁଚିଛନ୍ତି । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସି ପହଁଚିଥିଲେ । ଶହ ଶହ ବିଜେପି ନେତାଙ୍କ ଗହଣରେ କାର୍ଯ୍ୟକର୍ତ୍ତାମାନେ ତାଙ୍କୁ ଜୋରଦାର ସ୍ବାଗତ କରିଥିଲେ । କମିସନରେଟ ପୁଲିସ!-->…
ଆଜି ରାତିରେ ପହଞ୍ଚିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ଆସୁଛନ୍ତି । ଅମିତ ଶାହଙ୍କୁ ଭବ୍ୟ ସମ୍ବର୍ଧନା ଦେବା ପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ଡିସିପି ପ୍ରତୀକ ସିଂହ କହିଛନ୍ତି । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ରାତିରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ। ସେଠାରେ ତାଙ୍କୁ ରାଜ୍ୟ ବିଜେପି!-->…
ଓଡ଼ିଶା ପାଇଁ ଅଧିକ ଅର୍ଥ ଦାବି କଲେ ମୁଖ୍ୟମନ୍ତ୍ରୀ
ନୀତି ଆୟୋଗ ବୈଠକରେ ଓଡ଼ିଶା ଉପରେ ଅଧିକ ଫୋକସ ରଖିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟର ପ୍ରତିବର୍ଷ ସାମନା କରୁଥିବାରୁ ରାଜ୍ୟକୁ ଅଧିକ ଅର୍ଥ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଦେଶରେ କୋଭିଡ ପରିଚାଳନା ପାଇଁ ପ୍ରଧାନମନ୍ତ୍ରୀ!-->…
ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ
ଆଗାମୀ ଉପ-ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ ବିଜୟୀ ହେବା ସୁନିଶ୍ଚିତ । କାରଣ ଏନଡିଏ ପାଖରେ ବହୁମତ ରହିଛି । ତେବେ ମିଳିତ ବିରୋଧୀ ପ୍ରାର୍ଥୀଙ୍କୁ ମଧ୍ୟ ସମର୍ଥନ ବଢ଼ୁଛି । ଏବେ ଟିଆରଏସ ତାର ସମର୍ଥନ ଜଣାଇଛି । ଟିଆରଏସ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ!-->…
ଡୋପିଂ ବିରୋଧୀ କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରିବା ପାଇଁ ସଂସଦରେ ନେସନାଲ ଆଣ୍ଟି-ଡୋପିଂ ବିଲ୍ ୨୦୨୨ ପାସ୍
ରାଜ୍ୟସଭାରେ ଆଜି ଜାତୀୟ ଆଣ୍ଟି-ଡୋପିଂ ବିଲ୍, ୨୦୨୨ ପାସ୍ ହୋଇଛି । ଏହି ବିଲ୍ ଲୋକସଭାରେ ୧୭ ଡିସେମ୍ବର, ୨୦୨୧ ରେ ଉପସ୍ଥାପିତ ହୋଇଥିଲା ଏବଂ ସଂସଦୀୟ ସ୍ଥାୟୀ କମିଟି ଏବଂ ଅନ୍ୟାନ୍ୟ କ୍ଷେତ୍ରରୁ ମିଳିଥିବା ପରାମର୍ଶ / ସୁପାରିଶ ଆଧାରରେ ପ୍ରସ୍ତାବିତ କିଛି ସରକାରୀ ସଂଶୋଧନ ସହିତ ୨୭ !-->…
ରାଷ୍ଟ୍ରପତିଙ୍କୁ ଭେଟିବେ ୨୬ ବିଧାୟକ
ଦିଲ୍ଲୀ ଗସ୍ତରେ ଯିବେ ୨୬ ଜଣ ବିଧାୟକ । ଓଡ଼ିଶା ବିଧାନସଭା ପକ୍ଷରୁ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇବାକୁ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ୨୬ ଜଣ ବିଧାୟକ ଦିଲ୍ଲୀ ଗସ୍ତରେ ଯିବେ । ୩ ତାରିଖରେ ରାଷ୍ଟ୍ରପତିଙ୍କୁ ଭେଟି ୪ ତାରିଖରେ!-->…