Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Politics
All politics-related news information will be uploaded here in daily besis
ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ
ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ମନ୍ତ୍ରୀ ତଥା କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମଲ୍ଲିକ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଉପସଭାପତି ପ୍ରତାପ ଜେନାଙ୍କ ଏକ…
ଆଗକୁ ଯଦି ଦଳ ଠିକ ନ ଚାଲେ ଦଳ ଠୁ ଦୂରେଇ ଯିବି – ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକ
ଦୀର୍ଘଦିନ ପରେ ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକ ମୁଁହ ଖୋଲିଛନ୍ତି। ସେ କହିଛନ୍ତି ଏବେ ବିଜେଡ଼ିରେ ଅଛି। କିନ୍ତୁ ପ୍ରଫୁଲ୍ଲ କୌଣସି ସାଂଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେଉନି। ଆଗକୁ ଯଦି ଦଳ ଠିକ ନ ଚାଲେ ଦଳ ଠୁ ଦୂରେଇ ଯିବି ବୋଲି ସେ ଚେତାବନୀ ଦେଇଛନ୍ତି।ବିଜେଡି ସଠିକ ଭାବେ…
ସାରା ଦେଶରେ ଜାଲି ଭୋଟର କାର୍ଡ ଯାଞ୍ଚ ହେବ
ସାରା ଦେଶରେ ଜାଲି ଭୋଟର ଯାଞ୍ଚ ହେବ । ଆଗକୁ ସବୁ ରାଜ୍ୟରେ ଏସଆଇଆର ହେବ । ଏହା କହିଛନ୍ତି ନିର୍ବାଚନ କମିଶନ । ବିହାର ଭୋଟର ଯାଞ୍ଚ ପରେ ଏବେ ସାରା ଦେଶରେ ଏସଆଇଆର କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।
ଦିଲ୍ଲୀରେ ମୁଖ୍ୟ ନିର୍ବାଚନ ଆୟୋଗ ଜ୍ଞାନେଶ କୁମାରଙ୍କ ସମେତ ନିର୍ବାଚନ ଆୟୋଗର…
ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
ଦକ୍ଷିଣ ଓଡ଼ିଶାର ରାୟଗଡ଼ା ଜିଲ୍ଲାରେ ଦଳର ପ୍ରଭାବଶାଳୀ ନେତା ଏବଂ ପୂର୍ବତନ ରାଜ୍ୟସଭା ସାଂସଦ ଏନ୍. ଭାସ୍କର ରାଓ, ବିଜେଡି ଛାଡିଛନ୍ତି । ସେ ଯାହା କହିଛନ୍ତି ତାହାର ସାଂରାସ ହେଉଛି ତାଙ୍କ କଥା କେହି ଶୁଣୁନାହାଁନ୍ତି । ଯେଉଁମାନେ ବର୍ଷ ପରେ ବର୍ଷ କାମ କରିଛନ୍ତି ସେମାନଙ୍କୁ ଜିଲ୍ଲା…
ଅସନ୍ତୁଷ୍ଟ ନେତାଙ୍କ ଉପରେ ବର୍ଷିଲେ ମନ୍ମଥ, ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
ଓଡ଼ିଶାରେ ରାଜନୈତିକ ଦୃଶ୍ୟ ବଦଳିଛି । ଏବେ କ୍ଷମତାରେ ନାହିଁ ବିଜୁ ଜନତା ଦଳ (ବିଜେଡି) । ବିଜେଡି ଏବେ ବିରୋଧୀ ଆସନରେ । ୨୦୨୪ ସାଧାରଣ ନିର୍ବାଚନରେ ଦଳର ପରାଜୟ ପରେ, ଏବେ ଦଳରେ ଆଭ୍ୟନ୍ତରୀଣ କନ୍ଦଳ ଗଣମାଧ୍ୟମରେ ବେଶ ପ୍ରଚାରିତ ହେଉଛି । ନେତାମାନେ ବୟାନବାଜି କରୁଛନ୍ତି । କଂଗ୍ରେସର…
ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
ଭାରତର ନୂଆ ଉପରାଷ୍ଟ୍ରପତି ହେଲେ ସିପି ରାଧାକ୍ରିଷ୍ଣନ୍ । ସିପି ରାଧାକ୍ରିଷ୍ଣନଙ୍କର ଏକ ଦୀର୍ଘ ରାଜନୈତିକ କ୍ୟାରିଅର୍ ରହିଛି । ସେ ବିଜେପି ସହ ଜଡିତ ଏବଂ କୋଏମ୍ବାଟୁରରୁ ଦୁଇଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି । ପେସାରେ ଜଣେ ବ୍ୟବସାୟୀ, ସମାଜସେବା ତାଙ୍କ ବ୍ରତ, ବ୍ୟବସାୟୀ…
ଦେଶକୁ ମିଳିଲା ନୂଆ ଉପରାଷ୍ଟ୍ରପତି , ଜିତିଲେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ
ଆସିଲା ଉପରାଷ୍ଟ୍ରପତି ନିର୍ବାଚନର ଫଳାଫଳ । ଜିତିଲେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ । ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ବିଜୟୀ ହୋଇଛନ୍ତି । ଇଣ୍ଡି ମେଣ୍ଟର ପ୍ରାର୍ଥୀଙ୍କୁ ୧୫୨ ଭୋଟରେ ହରାଇଛନ୍ତି ସିପି ରାଧାକ୍ରିଷ୍ଣନ । ତେବେ ନିର୍ବାଚନରେ…
ଆରମ୍ଭ ହେଲା ଉପରାଷ୍ଟ୍ରପତି ନିର୍ବାଚନ
ଉପରାଷ୍ଟ୍ରପତି ନିର୍ବାଚନରେ ଭାଗ ନେବନାହିଁ ବିଜୁ ଜନତା ଦଳ । ଏନଡିଏ ଓ ଇଣ୍ଡି ମେଣ୍ଟ ଠାରୁ ସମଦୂରତାର ଦ୍ବାହି ଦେଇ ଏଭଳି ନିଷ୍ପତ୍ତି ନେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେଥିପାଇଁ ଆଜି ବିଜେଡିର ୭ ରାଜ୍ୟସଭା ସାଂସଦ ନିଜ ଗମତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିବେ ନାହିଁ।…
ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
ଚଳିତ ବର୍ଷ ମୋଦିଜୀଙ୍କ ୭୫ ତମ ଜନ୍ମଦିବକୁ ସ୍ମରଣୀୟ ରଖିବା ଉଦ୍ଦେଶ୍ୟରେ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି ଅବସରରେ ବୃକ୍ଷଚାରା ରୋପଣଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟ ଶିବିର, ରକ୍ତଦାନ ଶିବିର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ବିଜେପି, ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଆୟୋଜନ କରାଯିବ।…
ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଭୋଟଦାନରୁ ବିରତ ରହିବ । ବିଜେଡି ସମଦୂରତା ରକ୍ଷାକରିବ । ଏହା କହିଛନ୍ତି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର । ଆସନ୍ତା ୯ ସେପ୍ଟେମ୍ବରରେ ଦେଶର ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଭାଗନେବ ନାହିଁ। ବିଜେଡି କାହାକୁ ଭୋଟ ଦେବ, ତା’ ଉପରେ ସମସ୍ତଙ୍କ ନଜର…