Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Politics
All politics-related news information will be uploaded here in daily besis
ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ
ଶପଥ ନେଲେ ବିଧାୟକ। ଦୀର୍ଘ ୪୦ ଦିନ ପରେ ଆଜି ବହୁ ପ୍ରତୀକ୍ଷିତ ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ହେଇଛି । ପୂର୍ବାହ୍ନ ୧୧ଟାରେ ରାଜଭବନରେ ଶପଥପାଠ ଉତ୍ସବ ଆରମ୍ଭ ହେଇ ଯାଇଛି । ଏଥିସହିତ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ମିଳିଥିବା ସୂଚନା ଅନୁଯାୟୀ!-->…
ଉପରାଷ୍ଟ୍ରପତିଙ୍କ ପାଇଁ ରାଜ୍ୟସଭାରେ ବିଦାୟୀ ଅଭିଭାଷଣ
ରାଜ୍ୟସଭା ସଭାପତି ତଥା ଉପ ରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କୁ ବିଦାୟୀ ଦିଆଯାଇଛି । ଆସନ୍ତା ୧୦ ତାରିଖରେ ତାଙ୍କ କାର୍ଯ୍ୟକାଳ ଶେଷ ପୂର୍ବରୁ ରାଜ୍ୟସଭାରେ ତାଙ୍କ ପାଇଁ ବିଭିନ୍ନ ଦଳ ପକ୍ଷରୁ ବିଦାୟୀ ଅଭିଭାଷଣ ରଖାଯାଇଛି । ସୋମବାର ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ପ୍ରଧାନମନ୍ତ୍ରୀ ମୋଦୀ!-->…
ଇସ୍ତଫା ଦେଲେ ବିଧାୟକ କୋମାତିରେଡ୍ଡୀ, ବିଜେପିରେ ହେବେ ସାମିଲ
ଅନେକ ସଙ୍କଟ ଦେଇ ଗତି କରୁଥିବା କଂଗ୍ରେସକୁ ତେଲେଙ୍ଗାନାରେ ମଧ୍ୟ ଝଟ୍କା ଲାଗିଛି। ଦଳର ବିଧାୟକ କୋମାତିରେଡ୍ଡୀ ରାଜଗୋପାଲ ରେଡ୍ଡୀ ସୋମବାର ପଦ ଓ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଖୁବ ଶୀଘ୍ର ବିଜେପିରେ ଯୋଗଦେବେ ବୋଲି କୁହାଯାଉଛି। ତେଲେଙ୍ଗାନା ବିଧାନସଭା ବାଚସ୍ପତି ପୋଚାରାମ ଶ୍ରୀନିବାସ!-->…
ଓଡ଼ିଶାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ରାତ୍ରିରେ ଭୁବନେଶ୍ବରରେ ଆସି ପହଁଚିଛନ୍ତି । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସି ପହଁଚିଥିଲେ । ଶହ ଶହ ବିଜେପି ନେତାଙ୍କ ଗହଣରେ କାର୍ଯ୍ୟକର୍ତ୍ତାମାନେ ତାଙ୍କୁ ଜୋରଦାର ସ୍ବାଗତ କରିଥିଲେ । କମିସନରେଟ ପୁଲିସ!-->…
ଆଜି ରାତିରେ ପହଞ୍ଚିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ଆସୁଛନ୍ତି । ଅମିତ ଶାହଙ୍କୁ ଭବ୍ୟ ସମ୍ବର୍ଧନା ଦେବା ପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ଡିସିପି ପ୍ରତୀକ ସିଂହ କହିଛନ୍ତି । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ରାତିରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ। ସେଠାରେ ତାଙ୍କୁ ରାଜ୍ୟ ବିଜେପି!-->…
ଓଡ଼ିଶା ପାଇଁ ଅଧିକ ଅର୍ଥ ଦାବି କଲେ ମୁଖ୍ୟମନ୍ତ୍ରୀ
ନୀତି ଆୟୋଗ ବୈଠକରେ ଓଡ଼ିଶା ଉପରେ ଅଧିକ ଫୋକସ ରଖିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟର ପ୍ରତିବର୍ଷ ସାମନା କରୁଥିବାରୁ ରାଜ୍ୟକୁ ଅଧିକ ଅର୍ଥ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଦେଶରେ କୋଭିଡ ପରିଚାଳନା ପାଇଁ ପ୍ରଧାନମନ୍ତ୍ରୀ!-->…
ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ
ଆଗାମୀ ଉପ-ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ ବିଜୟୀ ହେବା ସୁନିଶ୍ଚିତ । କାରଣ ଏନଡିଏ ପାଖରେ ବହୁମତ ରହିଛି । ତେବେ ମିଳିତ ବିରୋଧୀ ପ୍ରାର୍ଥୀଙ୍କୁ ମଧ୍ୟ ସମର୍ଥନ ବଢ଼ୁଛି । ଏବେ ଟିଆରଏସ ତାର ସମର୍ଥନ ଜଣାଇଛି । ଟିଆରଏସ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ!-->…
ଡୋପିଂ ବିରୋଧୀ କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରିବା ପାଇଁ ସଂସଦରେ ନେସନାଲ ଆଣ୍ଟି-ଡୋପିଂ ବିଲ୍ ୨୦୨୨ ପାସ୍
ରାଜ୍ୟସଭାରେ ଆଜି ଜାତୀୟ ଆଣ୍ଟି-ଡୋପିଂ ବିଲ୍, ୨୦୨୨ ପାସ୍ ହୋଇଛି । ଏହି ବିଲ୍ ଲୋକସଭାରେ ୧୭ ଡିସେମ୍ବର, ୨୦୨୧ ରେ ଉପସ୍ଥାପିତ ହୋଇଥିଲା ଏବଂ ସଂସଦୀୟ ସ୍ଥାୟୀ କମିଟି ଏବଂ ଅନ୍ୟାନ୍ୟ କ୍ଷେତ୍ରରୁ ମିଳିଥିବା ପରାମର୍ଶ / ସୁପାରିଶ ଆଧାରରେ ପ୍ରସ୍ତାବିତ କିଛି ସରକାରୀ ସଂଶୋଧନ ସହିତ ୨୭ !-->…
ରାଷ୍ଟ୍ରପତିଙ୍କୁ ଭେଟିବେ ୨୬ ବିଧାୟକ
ଦିଲ୍ଲୀ ଗସ୍ତରେ ଯିବେ ୨୬ ଜଣ ବିଧାୟକ । ଓଡ଼ିଶା ବିଧାନସଭା ପକ୍ଷରୁ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇବାକୁ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ୨୬ ଜଣ ବିଧାୟକ ଦିଲ୍ଲୀ ଗସ୍ତରେ ଯିବେ । ୩ ତାରିଖରେ ରାଷ୍ଟ୍ରପତିଙ୍କୁ ଭେଟି ୪ ତାରିଖରେ!-->…
ଭାରତୀୟ ଜନତା ପାର୍ଟୀ ସଂସଦୀୟ ବୈଠକ
ଭାରତୀୟ ଜନତା ପାର୍ଟୀ ସଂସଦୀୟ ବୈଠକ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନାଡ୍ଡାଙ୍କ ଉପସ୍ଥିିିତିରେ ଆରମ୍ଭ ହୋଇଛି । ସଂସଦ ଲାଇବ୍ରେରୀ ଭବନରେ ବୈଠକରେ ଯୋଗ ଦେଉଥିବା ନେତା ମାନଙ୍କ ମଧ୍ୟରେ କେନ୍ଦ୍ରମ ନ୍ତ୍ରୀ ରାଜନାଥ ସିଂ, ଅଶ୍ୱିନୀ ବୈଷ୍ଣବ, ଏସ ଜୟଶଙ୍କର, ଅନୁରାଗ ଠାକୁର,ପ୍ରହ୍ଲାଦ ଯୋଶୀ!-->…