Trending
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
- ୭୦ ବର୍ଷ ପରେ ନୂଆ ରୂପ ନେବ ଲୋକସେବା ଭବନ ଓ ବିଧାନସଭା, ଭତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Politics
All politics-related news information will be uploaded here in daily besis
ପ୍ରକାଶ ପାଇଲା ଚୁଡାନ୍ତ ପ୍ରାର୍ଥୀ ତାଲିକା
ମେଟ୍ରୋ ଟିଭି ଓଡିଶା,୨୬/୧ : ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା । ରାଜ୍ୟର ୮୫୩ଟି ଜିଲ୍ଲା ପରିଷଦ ଜୋନରେ ୩ ହଜାର ୪୧୮ ଜଣ ଲଢ଼େଇ ପାଇଁ ମଇଦାନକୁ ଓହ୍ଲାଇଛନ୍ତି । ଚିହ୍ନ ଧରି ପ୍ରଚାରକୁ ଓହ୍ଲାଇଲେ ପ୍ରାର୍ଥୀ । ରାତାରାତି ଛକ ବଜାରରେ ଲାଗିଯାଇଛି ଚିହ୍ନ ସହ ପ୍ରାର୍ଥୀଙ୍କ!-->!-->!-->…
ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଘୋଷଣା:ପଦ୍ମ ଭୂଷଣକୁ ନା
ମେଟ୍ରୋ ଟିଭି ଓଡିଶା,୨୬/୧ : ସାଧାରଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ମଙ୍ଗଳବାର ସନ୍ଧ୍ୟାରେ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଏହି ତାଲିକାରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ନାମ ସାମିଲ ହୋଇଥିବା ବେଳେ ସେ କିନ୍ତୁ ଏହି ପୁରସ୍କାରକୁ!-->!-->!-->…
ଆଜିଠୁ ହେବ ମନୋନୟନପତ୍ର ଯାଞ୍ଚ
ମେଟ୍ରୋ ଟିଭି ଓଡିଶା,୨୨/୧ : ସରିଲା ପଞ୍ଚାୟତ ନିର୍ବାଚନର ପ୍ରାର୍ଥୀପତ୍ର ଦାଖଲ । କାଲି ଶେଷ ଦିନରେ ବହୁ ପ୍ରାର୍ଥୀ ମାନେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ । କୋଭିଡ କଟକଣା ଭିତରେ ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡ ମେମ୍ବର ପଦବୀ ପାଇଁ ଦାଖଲ କରିଛନ୍ତି!-->…
କଂଗ୍ରେସର ଲଡକୀ ଯୋଗ ଦେବେ ବିଜେପିରେ
ମେଟ୍ରୋ ଟିଭି ଓଡିଶା,୧୯/୧: ଉତ୍ତର ପ୍ରଦେଶରେ ପ୍ରତି ଦିନ ରାଜନୀତିରେ ନୂଆ ମୋଡ ଆସୁଛି । ନିର୍ବାଚନ ଯେତିକି ନିକଟତର ହେଉଛି ଦଳ ବଦଳର ଦୃଶ୍ୟ ସେତିକି ଦୃଷ୍ଟିକୁ ଆସୁଛି । ଗତ କିଛି ଦିନ ଧରି ବିଜେପିର ମନ୍ତ୍ରୀ ବିଧାୟକ ସମାଜବାଦୀ ପାଟିରେ ଯୋଗ ଦେଇଛନ୍ତି । ସମାଜବାଦୀ ପାଟିର ମୁଖ୍ୟ!-->…
ଭାଜପା ପ୍ରାର୍ଥୀ ତାଲିକାରେ ୨୫ଜଣ ଅପରାଧି
ମେଟ୍ରୋ ଟିଭି ଓଡିଶା,୧୮/୧: ଉତ୍ତର ପ୍ରଦେଶର ଭାଜପା ପକ୍ଷରୁ ପ୍ରଥମ ଦଫାରେ ପ୍ରକାଶ ପାଇଥିବା ପ୍ରାର୍ଥୀ ତାଲିକାରେ ୨୫ଜଣଙ୍କ ବିରୋଧରେ ଅପରାଧିକ ମାମଲା ରହିଛି । ଏଭଳିକି ଉତ୍ତରପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ବିରୋଧରେ ଅପରାଧିକ ମାମଲା ରହିଥିବାରୁ ବିରୋଧି!-->!-->!-->…
ଆତଙ୍କବାଦୀଙ୍କ ଟାର୍ଗେଟରେ ପ୍ରଧାନମନ୍ତ୍ରୀ
ମେଟ୍ରୋ ଟିଭି ଓଡିଶା,୧୮/୧: ଭାରତର ସ୍ୱାଧୀନତା ଦିବସ ହେଉ କିମ୍ବା ସାଧାରଣତନ୍ତ୍ର ଦିବସ , ଏହି ସମୟରେ ଆତଙ୍କବାଦୀ ମାନେ କିଛି ବିଶୃଙ୍ଖଳା ସୃଷ୍ଟି କରିବା ଲକ୍ଷ୍ୟରେ ରହିଥାନ୍ତି । ଚଳିତବର୍ଷ ଜାନୁଆରୀ ୨୬ରେ ସାଧାରଣତନ୍ତ୍ର ଦିବସରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ମାନ୍ୟଗଣ୍ୟ!-->!-->!-->…
ଆଜି ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ଦିନ
ମେଟ୍ରୋ ଟିଭି ଓଡିଶା,୧୮/୧: ଆଜି ନାମାଙ୍କନର ଦ୍ୱିତୀୟ ଦିନ । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ନାମାଙ୍କନ ଦାଖଲର ଆଜି ଦ୍ୱିତୀୟ ଦିନ।ଆଜି ବି ପଞ୍ଚାୟତ ବ୍ଲକ ଓ ଜିଲ୍ଲାପ।ଳ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ ହେବ । ପ୍ରଥମ ଦିନରେ ୮ହଜାର ୭୭୨ ପ୍ରାର୍ଥିପତ୍ର ଦାଖଲ ହୋଇଛି। ସେଥିରେ!-->…
ପଞ୍ଜାବ ନିର୍ବାଚନ ଘୁଞ୍ଚିଲା
ମେଟ୍ରୋ ଟିଭି ଓଡିଶା,୧୭/୧: ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ ଘୁଞ୍ଚିଲା । ଫେବୃଆରୀ ୧୪ ପରିବର୍ତ୍ତେ ୨୦ରେ ହେବ ମତଦାନ । ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ନିର୍ବାଚନ କମିଶନଙ୍କୁ ଚିଠି ଲେଖି ସମସ୍ତ ୧୧୭ ବିଧାନସଭା ଆସନରେ ନିର୍ବାଚନ ତାରିଖ ଘୁଞ୍ଚାଇବାକୁ ନିବେଦନ!-->!-->!-->…
ଆଜିଠୁ ନାମାଙ୍କନ ଦାଖଲ
ମେଟ୍ରୋ ଟିଭି ଓଡିଶା,୧୭/୧: ସରଗରମ ହେବ ପଞ୍ଚାୟତ ନିର୍ବାଚନ ପରିବେଶ । ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସରଗରମ ହେଲାଣି ଗ୍ରାମାଂଚଳ ରାଜନୀତି । ଭୋଟ୍ ପାଇଁ ଆଜିଠୁ ହେବ ନାମାଙ୍କନ ଦାଖଲ । ଏହା ମଧ୍ୟରେ ଚାଲିଛି ଦଳ ଅଦଳ ବଦଳ ପର୍ବ । ଯେଉଁ ଆଶାୟୀ ପ୍ରାର୍ଥୀମାନେ ନିଜ!-->!-->!-->…
ଜେଲରୁ ମୁକୁଳିଲେ ପୁଅ , ହେଲେ ଆଜମ ଖାନ ଜେଲରେ
image credit-india Ahead hindi
ମେଟ୍ରୋ ଟିଭି ଓଡିଶା,୧୬/୧: ସୀତାପୁର ଜେଲରୁ ମୁକୁଳିଲେ ବରିଷ୍ଠ ସମାଜବାଦୀ ପାର୍ଟି ନେତା ଆଜମ ଖାନ୍ ପୁଅ ଅବଦୁଲ୍ଲାହ ଆଜମ। ଶନିବାର ସନ୍ଧ୍ୟାରେ ସେ ଜେଲ୍ରୁ ମୁକୁଳିଛନ୍ତି। ଅବଦୁଲ୍ଲା ଓ ତାଙ୍କ ବାପା ଆଜମ ଖାନ୍ ପ୍ରଥମେ ରାୟପୁର ଜେଲ୍ରେ ଥିଲେ।!-->!-->!-->!-->!-->…