Trending
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
Browsing Category
Politics
All politics-related news information will be uploaded here in daily besis
ପଞ୍ଜାବ ନିର୍ବାଚନ ଘୁଞ୍ଚିଲା
ମେଟ୍ରୋ ଟିଭି ଓଡିଶା,୧୭/୧: ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ ଘୁଞ୍ଚିଲା । ଫେବୃଆରୀ ୧୪ ପରିବର୍ତ୍ତେ ୨୦ରେ ହେବ ମତଦାନ । ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ନିର୍ବାଚନ କମିଶନଙ୍କୁ ଚିଠି ଲେଖି ସମସ୍ତ ୧୧୭ ବିଧାନସଭା ଆସନରେ ନିର୍ବାଚନ ତାରିଖ ଘୁଞ୍ଚାଇବାକୁ ନିବେଦନ!-->!-->!-->…
ଆଜିଠୁ ନାମାଙ୍କନ ଦାଖଲ
ମେଟ୍ରୋ ଟିଭି ଓଡିଶା,୧୭/୧: ସରଗରମ ହେବ ପଞ୍ଚାୟତ ନିର୍ବାଚନ ପରିବେଶ । ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସରଗରମ ହେଲାଣି ଗ୍ରାମାଂଚଳ ରାଜନୀତି । ଭୋଟ୍ ପାଇଁ ଆଜିଠୁ ହେବ ନାମାଙ୍କନ ଦାଖଲ । ଏହା ମଧ୍ୟରେ ଚାଲିଛି ଦଳ ଅଦଳ ବଦଳ ପର୍ବ । ଯେଉଁ ଆଶାୟୀ ପ୍ରାର୍ଥୀମାନେ ନିଜ!-->!-->!-->…
ଜେଲରୁ ମୁକୁଳିଲେ ପୁଅ , ହେଲେ ଆଜମ ଖାନ ଜେଲରେ
image credit-india Ahead hindi
ମେଟ୍ରୋ ଟିଭି ଓଡିଶା,୧୬/୧: ସୀତାପୁର ଜେଲରୁ ମୁକୁଳିଲେ ବରିଷ୍ଠ ସମାଜବାଦୀ ପାର୍ଟି ନେତା ଆଜମ ଖାନ୍ ପୁଅ ଅବଦୁଲ୍ଲାହ ଆଜମ। ଶନିବାର ସନ୍ଧ୍ୟାରେ ସେ ଜେଲ୍ରୁ ମୁକୁଳିଛନ୍ତି। ଅବଦୁଲ୍ଲା ଓ ତାଙ୍କ ବାପା ଆଜମ ଖାନ୍ ପ୍ରଥମେ ରାୟପୁର ଜେଲ୍ରେ ଥିଲେ।!-->!-->!-->!-->!-->…
ନିଜ ଗଡରୁ ଲଢିବେ ଯୋଗୀ ଆଦିତ୍ୟନାଥ
ମେଟ୍ରୋ ଟିଭି ଓଡିଶା,୧୫/୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଶନିବାର ଭାଜପା ପକ୍ଷରୁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୫୮ ସିଟ୍ ପାଇଁ ୫୭ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଛି। ସେହିପରି ଦ୍ୱିତୀୟ!-->!-->!-->…
ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ
ମେଟ୍ରୋ ଟିଭି ଓଡିଶା,୧୪/୧: ଜାନୁଆରି ୩୧ରୁ ସଂସଦର ବଜେଟ ଅଧିବେଶନ । ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ ବଜେଟ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଚାଲିବ ସଂସଦର ବଜେଟ ଅଧିବେଶନ । ଜାନୁଆରି ୩୧ରୁ ଫେବ୍ରୁଆରୀ ୧୧ ପର୍ଯ୍ୟନ୍ତ ଚାଲିବ ପ୍ରଥମ ପର୍ଯ୍ୟାୟ ଅଧିବେଶନ । ମାର୍ଚ୍ଚ ୧୪ରୁ ଏପ୍ରିଲ!-->!-->!-->…
ଲକ୍ଡାଉନ ଚର୍ଚ୍ଚା ଉପରେ ପୂର୍ଣ୍ଣଛେଦ ପକାଇଲେ ମୋଦି କହିଲେ, ଜୀବନ ସହ ଜୀବିକା ଆବଶ୍ୟକ
ମେଟ୍ରୋ ଟିଭି ଓଡିଶା,୧୪/୧: କରୋନାର କାୟା ମାଡିଚାଲିଲାଣି । ଏହି ପରି ଭୟଙ୍କର ସ୍ଥିତିରେ ଲକ୍ଡାଉନ ହେବାକୁ ନେଇ ଯେଉଁ ଚିନ୍ତା ସାଧାରଣ ଲୋକଙ୍କୁ ଘାରୁଥିଲା ତା ଉପରେ ପୂର୍ଣ୍ଣଛେଦ ପଡିଛି । ଗତକାଲି ହୋଇଥିବା ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କୋଭିଡ୍ ସମୀକ୍ଷା ପରେ ପ୍ରଧାନମନ୍ତ୍ରୀଙ୍କ!-->…
ଆଜି ପ୍ରଧାନମନ୍ତ୍ରୀଙ୍କ ସମସ୍ତ ରାଜ୍ୟ ସହ କୋଭିଡ ସମୀକ୍ଷା ବୈଠକ
ମେଟ୍ରୋ ଟିଭି ଓଡିଶା,୧୩/୧: କୋଭିଡର କାୟା ବିସ୍ତାର ହେବାରେ ଲାଗିଲାଣି । ଏହି ସଂକ୍ରମଣକୁ ରୋକିବା ପାଇ ଆଜି ଅପରାହ୍ନ ସାଢେ ୪ଟାରେ ପ୍ରଧାନମନ୍ତ୍ରୀ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ଭର୍ଚୁଆଲ ମୋଡରେ ବୈଠକ କରି କୋଭିଡର ସମୀକ୍ଷା କରିବେ । ଦେଶରେ କୋଭିଡ ସ୍ଥିତି, ଡାକ୍ତରଖାନା!-->…
ଏନ୍ପିପି ଡେଇଁ ପଦ୍ମ ଧରିଲେ କ୍ରୀଡାମନ୍ତ୍ରୀ
ମେଟ୍ରୋ ଟିଭି ଓଡିଶା,୧୦/୧: ମଣିପୁରର କ୍ରୀଡ଼ା ତଥା ଯୁବ ବ୍ୟାପାର ମନ୍ତ୍ରୀ ଲେଟ୍ପାଓ ହାଓକିପ୍ ନ୍ୟାଶନାଲ ପିପୁଲ୍ସ୍ ପାର୍ଟିର ବାଡ଼ ଡେଇଁଛନ୍ତି। ରାଜଧାନୀ ଦିଲ୍ଲୀରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଉତ୍ତରପୂର୍ବାଞ୍ଚଳ ଏବଂ ମଣିପୁରର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ!-->!-->!-->…
୫ରାଜ୍ୟର ଟୀକା ସାର୍ଟିଫିକେଟରୁ ହଟିବ ମୋଦିଙ୍କ ଫଟୋ
ମେଟ୍ରୋ ଟିଭି ଓଡିଶା,୧୦/୧: ନିର୍ବାଚନ ହେବାକୁ ଥିବା ୫ଟି ରାଜ୍ୟରେ ମୋଦିଙ୍କ ଫଟୋ ହଟାଯିବ । ଟୀକାକରଣ ସାର୍ଟିଫିକେଟରୁ ହଟାଯିବ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ । ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବା ୫ରାଜ୍ୟ ଉତ୍ତରପ୍ରଦେଶ, ପଞ୍ଜାବ,ଉତ୍ତରାଖଣ୍ଡ,ମଣିପୁର ଓ ଗୋଆରେ ଏହି କଟକଣା ଲାଗୁ!-->!-->!-->…
ପଞ୍ଚାୟତ ନିର୍ବାଚନକୁ ନେଇ ଆଜି ବସିବ ସର୍ବ ଦଳୀୟ ବୈଠକ
ମେଟ୍ରୋ ଟିଭି ଓଡିଶା,୧୦/୧: ପଞ୍ଚାୟତ ନିର୍ବାଚନ ହେବ କି ନାହି ଏ ନେଇ ଆଜି ବସିବ ସର୍ବଦଳୀୟ ବୈଠକ । କୋଭିଡ୍ ସମୟରେ ନିର୍ବାଚନ ହେଲେ, କଣ ରହିବ କଟକଣା । କେମିତି ହେବ ନିର୍ବାଚନ ପରିଚାଳନା । ଏସବୁକୁ ନେଇ ରାଜନୈତିକ ଦଳଙ୍କଠାରୁ ମତାମତ ଲୋଡିବେ ରାଜ୍ୟ ନିର୍ବାଚନ କମିଶନର । ଏଥିରେ ରାଜ୍ୟର!-->…