Trending
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
Browsing Category
Politics
All politics-related news information will be uploaded here in daily besis
ଆଜି ପ୍ରଧାନମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ବୈଠକ
ମେଟ୍ରୋ ଟିଭି ଓଡିଶା,୯/୧: ଆଜି ଅପରାହ୍ନ ସାଢେ ୪ଟା ସମୟରେ ହେବ କୋଭିଡ ସମୀକ୍ଷା ବୈଠକ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସମୀକ୍ଷାରେ ଆଜି ହେବ ଏହି ବୈଠକ । ବୈଠକରେ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଯୋଗଦେବେ । ଦେଶରେ ବଢୁଥିବା କୋଭିଡ ପରିସ୍ଥିତିର ସମୀକ୍ଷା ପାଇ ଏହି ବୈଠକ ଡକାଯାଇଛି!-->!-->!-->…
ସୁରକ୍ଷାରେ ତ୍ରୁଟି ନେଇ ବଦଳିଲେ ପଞ୍ଜାବ ପୋଲିସ ଡିଜି
ମେଟ୍ରୋ ଟିଭି ବ୍ୟୁରୋ,୮/୧: ଦେଶର ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି ବ୍ୟବସ୍ଥାରେ କାର୍ଯ୍ୟାନୁଷ୍ଟାନ ନିଆଯାଇଛି । ପଞ୍ଜାବ ପୋଲିସର ମହାନିର୍ଦ୍ଦେଶକଙ୍କୁ ବଦଳି କରାଯାଇିଛି । ଆଇପିଏସ ଭିରେଶ ଭୱାରଙ୍କୁ ପଞ୍ଜାବର ନୂଆ ଡିଜିପି କରାଯାଇଛି ।
ୟୁପିଏସସିର ସୁପାରିଶ କ୍ରମେ!-->!-->!-->!-->!-->!-->!-->!-->…
ସାଂସଦ ଓ ବିଧାୟକଙ୍କ ନିର୍ବାଚନୀ ଖର୍ଚ୍ଚ ବଢିଲା
ମେଟ୍ରୋ ଟିଭି ଓଡିଶା,୭/୧: ଆଗକୁ ନିର୍ବାଚନ ଥିବା ହେତୁ ଭାରତୀୟ ନିର୍ବାଚନ କମିଶନର ସବୁ ରାଜ୍ୟ ପାଇ ନିର୍ବାଚନୀ ଖର୍ଚ୍ଚକୁ ବୃଦ୍ଧି କରିବା ସୂଚନା ଜାରି ହୋଇଛି । ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇ ନିର୍ବାଚନ ଖର୍ଚ୍ଚ ବଢିଛି ।
ଏଣିକି ଓଡ଼ିଶାରେ ସାଂସଦ ପ୍ରାର୍ଥୀ ୯୫ ଲକ୍ଷ ଟଙ୍କା!-->!-->!-->…
୨୦୨୨ ଭୋଟର ତାଲିକା ପ୍ରକାଶିତ
ମେଟ୍ରୋ ଟିଭି ଓଡିଶା,୬/୧: ୨୦୨୨ ଚୂଡାନ୍ତ ଭୋଟର ତାଲିକା ପ୍ରକାଶିତ ହୋଇିଛି ।ଏହି ତାଲିକାନୁସାରେ ରାଜ୍ୟରେ ମୋଟ ୩କୋଟି ୨୯ଲକ୍ଷ ୮୩ହଜାର ୬୪୩ଜଣ ଭୋଟର ଥିବାବେଳେ ସେଥିମଧ୍ୟରୁ ୧କୋଟି ୬୭ଲକ୍ଷ ୯୬ହଜାର ୬୦୩ଜଣ ପୁରୁଷ,ଓ ୧କୋଟି ୬୧ଲକ୍ଷ ୮୩ହଜାର ୮୩୫ଜଣ ମହିଳା ଭୋଟର ଓ ୩ହଜାର ୨୫ଜଣ!-->!-->!-->!-->!-->…
ଓଡିଆ ପୁଅ ହେଲେ ଲଦାଖର ପ୍ରଥମ ଉପରାଜ୍ୟପାଳ
ମେଟ୍ରୋ ଟିଭି ଓଡିଶା,୬/୧: କେନ୍ଦ୍ରରେ ପୁଣି ଓଡିଆ ପୁଅଙ୍କୁ ଗୁରୁତ୍ୱ ଦିଆଯାଇଛି । ପୂର୍ବତନ ଡିଜିପି ପ୍ରକାଶ ମିଶ୍ର ଲଦାଖର ପ୍ରଥମ ଉପରାଜ୍ୟପାଳ ହୋଇଛନ୍ତି । ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ପ୍ରକାଶ ମିଶ୍ର ଯିଏକି ୨୦୧୪ରେ ଓଡିଶା ପୋଲିସରୁ ହଟିବା ପରେ ବିଜେପିରେ ଯୋଗ ଦେଇଥିଲେ । ସେ!-->!-->!-->…
ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ନେଇ କଟାକ୍ଷ କଲେ ମୋଦି,ମୁଁ ଜୀବିତ ଫେରିଥିବାରୁ ତୁମ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ କହିବ…
ମେଟ୍ରୋ ଟିଭି ଓଡିଶା,୫/୧: ପ୍ରଧାନମନ୍ତ୍ରୀ ମୋଦିଙ୍କର ସୁରକ୍ଷାରେ ଏକ ବଡ ଧରଣର ବିଭ୍ରାଟ ଦେଖିବାକୁ ମିଳିଛି । ବୁଧବାର ପଞ୍ଜାବ ଗସ୍ତରେ ଯାଇଥିବା ମୋଦିଙ୍କୁ ସୁରକ୍ଷା କାରଣରୁ ଅଟକ ରଖାଯାଇଥିଲା । ପାଗ ଖରାପ ହେବାରୁ ସଡ଼କପଥରେ ଫିରୋଜପୁର ଯାଉଥିବା ମୋଦୀଙ୍କ କ୍ୟାରିକେଡକୁ ଏକ!-->!-->!-->…
କୃଷକଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ମେଟ୍ରୋ ଟିଭି ବ୍ୟୁରୋ,୧/୧: ନୂଆବର୍ଷର ଉପହାର ସୂରୂପ ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ କୃଷକମାନଙ୍କୁ ଉପହାର ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି କୃଷକଙ୍କ ପାଇଁ କୃଷକ ସମ୍ମାନ ନିଧିର ଦଶମ କିସ୍ତି ଆଜି ଜାରି କରିଛନ୍ତି। ରିପୋର୍ଟ ମୁତାବକ, ଆଜି ଅପରାହ୍ନ ସାଢ଼େ ୧୨ଟାରେ ମୋଦି ଚାଷୀଙ୍କ!-->!-->!-->…
ମୋଦୀଙ୍କ ପାଇଁ ନୂଆ ସୁରକ୍ଷା କାର୍, ମର୍ସିଡିଜ ମେବାଚ୍ ଏସ୍୬୫୦ ଗାର୍ଡ
ମେଟ୍ରୋ ଟିଭି ବ୍ୟୁରୋ, ୨୯/୧୨: ଭାଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଇଁ ସ୍ୱତନ୍ତ୍ର ବିମାନ ବୋଇଂ ୭୭୭ ଏୟାର ଇଣ୍ଡିଆ ୱାନ ପରେ ଏବେ ଆସିଛି ନୂଆ କାର୍ । ଏହି ବିମାନର ମୂଲ୍ୟ ୧୨୦୦ କୋଟି ଟଙ୍କା ଓ ଏହା କ୍ଷେପଣାସ୍ତ୍ର ନିରୋଧୀ ବିମାନ ।ଏହି ଗାଡି ଅତ୍ୟନ୍ତ ସୁରକ୍ଷିତ ଓ!-->!-->!-->…