Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Politics
All politics-related news information will be uploaded here in daily besis
ପ୍ରଚାର ମୈଦାନରେ ପ୍ରାର୍ଥିନୀଙ୍କ ସହ ବିଧାୟକ
ମେଟ୍ରୋ ଟିଭି ଓଡିଶା,୩୦/୧ : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପଞ୍ଚାୟତରେ ଏବେ ସରଗରମ ଦେଖିବାକୁ ମିଳିଲାଣି। ଯେତେ ପାଖେଇ ଆସୁଛି ନିର୍ବାଚନ,ସେତେ ଗାଁରେ ଘରକୁ ଘର ବୁଲୁଛନ୍ତି ପ୍ରାର୍ଥୀ ପ୍ରାର୍ଥିନୀ । ଆମେ କହୁଛୁ କୁଜଙ୍ଗ ବ୍ଲକର ମଙ୍ଗରାଜପୁର ପଞ୍ଚାୟତରେ ତିନି ସରପଞ୍ଚ!-->!-->!-->…
କୋଳରେ ନବଜାତ ଶିଶୁ:ପ୍ରଚାରକୁ ଓହ୍ଲାଇଛନ୍ତି ପ୍ରାର୍ଥିନୀ ଦୁର୍ଗାବତୀ
ମେଟ୍ରୋ ଟିଭି ଓଡିଶା,୨୭/୧ : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗାଁ ଗାଁରେ ଜମିଛି ନିର୍ବାଚନି ମାହୋଲ । ପଂଚାୟତ ସ୍ତରରେ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ସରପଂଚ , ସମିତି ସଭ୍ୟ ଏବଂ ୱାର୍ଡ ମେମ୍ବର ସଭ୍ୟ ସଭ୍ୟା ମଧ୍ୟ ପ୍ରଚାର ଆରମ୍ଭ କରିଛନ୍ତି । ପ୍ରଚାରର ପ୍ରଥମ ଦିନରେ!-->…
ପ୍ରକାଶ ପାଇଲା ଚୁଡାନ୍ତ ପ୍ରାର୍ଥୀ ତାଲିକା
ମେଟ୍ରୋ ଟିଭି ଓଡିଶା,୨୬/୧ : ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା । ରାଜ୍ୟର ୮୫୩ଟି ଜିଲ୍ଲା ପରିଷଦ ଜୋନରେ ୩ ହଜାର ୪୧୮ ଜଣ ଲଢ଼େଇ ପାଇଁ ମଇଦାନକୁ ଓହ୍ଲାଇଛନ୍ତି । ଚିହ୍ନ ଧରି ପ୍ରଚାରକୁ ଓହ୍ଲାଇଲେ ପ୍ରାର୍ଥୀ । ରାତାରାତି ଛକ ବଜାରରେ ଲାଗିଯାଇଛି ଚିହ୍ନ ସହ ପ୍ରାର୍ଥୀଙ୍କ!-->!-->!-->…
ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଘୋଷଣା:ପଦ୍ମ ଭୂଷଣକୁ ନା
ମେଟ୍ରୋ ଟିଭି ଓଡିଶା,୨୬/୧ : ସାଧାରଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ମଙ୍ଗଳବାର ସନ୍ଧ୍ୟାରେ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଏହି ତାଲିକାରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ନାମ ସାମିଲ ହୋଇଥିବା ବେଳେ ସେ କିନ୍ତୁ ଏହି ପୁରସ୍କାରକୁ!-->!-->!-->…
ଆଜିଠୁ ହେବ ମନୋନୟନପତ୍ର ଯାଞ୍ଚ
ମେଟ୍ରୋ ଟିଭି ଓଡିଶା,୨୨/୧ : ସରିଲା ପଞ୍ଚାୟତ ନିର୍ବାଚନର ପ୍ରାର୍ଥୀପତ୍ର ଦାଖଲ । କାଲି ଶେଷ ଦିନରେ ବହୁ ପ୍ରାର୍ଥୀ ମାନେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ । କୋଭିଡ କଟକଣା ଭିତରେ ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡ ମେମ୍ବର ପଦବୀ ପାଇଁ ଦାଖଲ କରିଛନ୍ତି!-->…
କଂଗ୍ରେସର ଲଡକୀ ଯୋଗ ଦେବେ ବିଜେପିରେ
ମେଟ୍ରୋ ଟିଭି ଓଡିଶା,୧୯/୧: ଉତ୍ତର ପ୍ରଦେଶରେ ପ୍ରତି ଦିନ ରାଜନୀତିରେ ନୂଆ ମୋଡ ଆସୁଛି । ନିର୍ବାଚନ ଯେତିକି ନିକଟତର ହେଉଛି ଦଳ ବଦଳର ଦୃଶ୍ୟ ସେତିକି ଦୃଷ୍ଟିକୁ ଆସୁଛି । ଗତ କିଛି ଦିନ ଧରି ବିଜେପିର ମନ୍ତ୍ରୀ ବିଧାୟକ ସମାଜବାଦୀ ପାଟିରେ ଯୋଗ ଦେଇଛନ୍ତି । ସମାଜବାଦୀ ପାଟିର ମୁଖ୍ୟ!-->…
ଭାଜପା ପ୍ରାର୍ଥୀ ତାଲିକାରେ ୨୫ଜଣ ଅପରାଧି
ମେଟ୍ରୋ ଟିଭି ଓଡିଶା,୧୮/୧: ଉତ୍ତର ପ୍ରଦେଶର ଭାଜପା ପକ୍ଷରୁ ପ୍ରଥମ ଦଫାରେ ପ୍ରକାଶ ପାଇଥିବା ପ୍ରାର୍ଥୀ ତାଲିକାରେ ୨୫ଜଣଙ୍କ ବିରୋଧରେ ଅପରାଧିକ ମାମଲା ରହିଛି । ଏଭଳିକି ଉତ୍ତରପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ବିରୋଧରେ ଅପରାଧିକ ମାମଲା ରହିଥିବାରୁ ବିରୋଧି!-->!-->!-->…
ଆତଙ୍କବାଦୀଙ୍କ ଟାର୍ଗେଟରେ ପ୍ରଧାନମନ୍ତ୍ରୀ
ମେଟ୍ରୋ ଟିଭି ଓଡିଶା,୧୮/୧: ଭାରତର ସ୍ୱାଧୀନତା ଦିବସ ହେଉ କିମ୍ବା ସାଧାରଣତନ୍ତ୍ର ଦିବସ , ଏହି ସମୟରେ ଆତଙ୍କବାଦୀ ମାନେ କିଛି ବିଶୃଙ୍ଖଳା ସୃଷ୍ଟି କରିବା ଲକ୍ଷ୍ୟରେ ରହିଥାନ୍ତି । ଚଳିତବର୍ଷ ଜାନୁଆରୀ ୨୬ରେ ସାଧାରଣତନ୍ତ୍ର ଦିବସରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ମାନ୍ୟଗଣ୍ୟ!-->!-->!-->…
ଆଜି ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ଦିନ
ମେଟ୍ରୋ ଟିଭି ଓଡିଶା,୧୮/୧: ଆଜି ନାମାଙ୍କନର ଦ୍ୱିତୀୟ ଦିନ । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ନାମାଙ୍କନ ଦାଖଲର ଆଜି ଦ୍ୱିତୀୟ ଦିନ।ଆଜି ବି ପଞ୍ଚାୟତ ବ୍ଲକ ଓ ଜିଲ୍ଲାପ।ଳ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ ହେବ । ପ୍ରଥମ ଦିନରେ ୮ହଜାର ୭୭୨ ପ୍ରାର୍ଥିପତ୍ର ଦାଖଲ ହୋଇଛି। ସେଥିରେ!-->…
ପଞ୍ଜାବ ନିର୍ବାଚନ ଘୁଞ୍ଚିଲା
ମେଟ୍ରୋ ଟିଭି ଓଡିଶା,୧୭/୧: ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ ଘୁଞ୍ଚିଲା । ଫେବୃଆରୀ ୧୪ ପରିବର୍ତ୍ତେ ୨୦ରେ ହେବ ମତଦାନ । ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ନିର୍ବାଚନ କମିଶନଙ୍କୁ ଚିଠି ଲେଖି ସମସ୍ତ ୧୧୭ ବିଧାନସଭା ଆସନରେ ନିର୍ବାଚନ ତାରିଖ ଘୁଞ୍ଚାଇବାକୁ ନିବେଦନ!-->!-->!-->…