Trending
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
- ସରିଲା ମାଟ୍ରିକ୍ ପରୀକ୍ଷା, ମେ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବା ମାଟ୍ରିକ୍ ରେଜଲ୍ଟ
- ପଶ୍ଚିମ ଏସିଆରେ ଉତ୍ତେଜନା ଓ ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ଦେଖି ଟେନସନରେ ଭାରତ,ଭାରତୀୟଙ୍କୁ ସୁରକ୍ଷା ଦବା କଥା କହିଲେ ପ୍ରଧାନମନ୍ତ୍ରୀ ମୋଦୀ
- ଆମେରିକା ଦୂତାବାସ ସମ୍ପତ୍ତି ଭଙ୍ଗାରୁଜା କଲେ ପ୍ରଦର୍ଶନକାରୀ,୧୨ ମୃତ ୬୦ରୁ ଅଧିକ ଆହତ
Browsing Category
Politics
All politics-related news information will be uploaded here in daily besis
ବିଜେଡିରୁ ନିଲମ୍ବନ ନେଇ ମୁହଁ ଖୋଲିଲେ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼
ବିଜେଡିରୁ ନିଲମ୍ବନ ନେଇ ମୁହଁ ଖୋଲିଲେ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ । ସେ କହିଛନ୍ତି ମୁଁ ନବୀନ ପଟ୍ଟନାୟକ କି ପାଣ୍ଡିଆନଙ୍କ ବିରୋଧରେ କିଛି କହିନାହିଁ । କାହିଁକି ସେମାନଙ୍କର ରାଗ ଜାଣିନାହିଁ । ଜିଲ୍ଲା ବିକାଶ କଥା କହିବାରୁ ମୋତେ ନିଲମ୍ବନ କରିଛନ୍ତି । ବିଜେଡିରୁ ବାହାରି ମୁଁ ଦୁଃଖୀ…
ପରଲୋକରେ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ
ପଶ୍ଚିମ ଓଡ଼ିଶାର ଜଣାଶୁଣା ଡାକ୍ତର, ସମାଜସେବୀ ଓ ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀଙ୍କ ଆଜି ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ରାସେଶ୍ବରୀ ପାଣିଗ୍ରାହୀଙ୍କ ସମ୍ବଲପୁର ଶାନ୍ତିନଗରସ୍ଥିତ ନିଜ ଘରେ ପରଲୋକ ହୋଇଯାଇଛି। ୭୯ ବର୍ଷ ବୟସରେ ପରଲୋକ।
ସୂଚନା ଯୋଗ ଯେ,…
କଂଗ୍ରେସକୁ ଝଟକା: ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ ସଭାପତି ଏବଂ ବରିଷ୍ଠ ନେତା ଭୂପେନ କୁମାର ବୋରାହ
ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଆସାମ କଂଗ୍ରେସକୁ ଝଟକା ଲାଗିଛି। ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ ସଭାପତି ଏବଂ ବରିଷ୍ଠ ନେତା ଭୂପେନ କୁମାର ବୋରାହ ଆଜି ଦଳରୁ ଇସ୍ତଫା ଦେଇଛନ୍ତି। ସେ ୩୨ ବର୍ଷର ଲମ୍ବା ରାଜନୈତିକ ଯାତ୍ରା ପରେ ଦଳ ଛାଡିବାକୁ ନିଷ୍ପତ୍ତି ନେଇଛନ୍ତି। ବୋରାହ…
ସରିଛି ଭୋଟ୍ ଚାଲିଛି ଗଣତି, ଚୂଡାନ୍ତ ଫଳାଫଳ ଆସିନି , କିନ୍ତୁ ବାଂଲାଦେଶରେ ବିଏନପି ସରକାର ଗଠନ ଏକ ପ୍ରକାର ସ୍ପଷ୍ଟ…
ସରିଛି ଭୋଟ୍ । ଚାଲିଛି ଗଣତି । ଚୂଡାନ୍ତ ଫଳାଫଳ ଆସିନି । କିନ୍ତୁ ବାଂଲାଦେଶରେ ବିଏନପି ସରକାର ଗଠନ ଏକ ପ୍ରକାର ସ୍ପଷ୍ଟ ହୋଇ ସାରିଛି । ଦଳ ଏବେସୁଦ୍ଧା ୨୦୦ରୁ ଅଧିକ ଆସନରେ ବିଜୟୀ ହୋଇଛି । ଅନ୍ୟ ଦିଗରେ ଜମାତ-ଏ-ଇସଲାମି ୬୮ ସିଟ୍ ହାତେଇବାରେ ସକ୍ଷମ ହୋଇଛି । ବିଏନପି ନେତା ତାରିକ…
କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବଙ୍କୁ ପ୍ରଶ୍ନ କଲେ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ
ଲୋକସଭାରେ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବଙ୍କୁ ପ୍ରଶ୍ନ କରିଛନ୍ତି । ସାଂସଦ କହିଛନ୍ତି ଯେ ବାଲେଶ୍ୱର ବି ଅମୃତ ଭାରତ ଷ୍ଟେସନ ଅନ୍ତର୍ଗତରେ ଆସୁଛି । ଏହାର ନିର୍ମାଣ କେବେ ସମ୍ପୂର୍ଣ୍ଣ ହେବ, ଏବଂ ବାଲେଶ୍ୱର ଜିଲାରେ ଆଉ କେଉଁ ଷ୍ଟେସନ ଅମୃତ ଭାରତ…
ଆଉ ନିର୍ବାଚନ ଲଢ଼ିବେନି ଖଣି ମନ୍ତ୍ରୀ ବିଭୂତି ଜେନା
ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ ଆହକୁ ଆଉ ନିର୍ବାଚନ ନଲଢ଼ି ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ ବୋଲି କହୁଛନ୍ତି ।
ସେ ସୂଚନା ଦେଇ କହିଛନ୍ତି ଯେ, ନିର୍ବାଚନ ଲଢ଼ିବାର ଇଛା ନାହିଁ ।…
ବିଜେଡିର ୧୨ ଟି ସାଂଗଠନିକ ଜିଲ୍ଲାର ନୂଆ କମିଟି ଗଠିତ
ବିଜେଡିର ୧୨ ଟି ସାଂଗଠନିକ ଜିଲ୍ଲାର ନୂଆ କମିଟି ଗଠିତ । ପୂର୍ବରୁ ୧୧ଟି ଜିଲ୍ଲାର କମିଟି ଗଠିତ ହୋଇଥିଲା । ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଆଜି ୧୨ ଜିଲ୍ଲା ଯଥା ବରଗଡ,ରାୟଗଡା, କୋରାପୁଟ, ନୂଆପଡା, ଢେଙ୍କାନାଳ, ଜଗତସିଂହପୁର, ନବରଙ୍ଗପୁର,ବଲାଙ୍ଗୀର,କଟକ ,…
ଭକ୍ତ ଦାସ ନବୀନଙ୍କ ସହଯୋଗ ମାଗିବା ପୂର୍ବରୁ ତାଙ୍କ ଦଳର ବିଧାୟକ ମାନଙ୍କ ପାଖରୁ ଆଗ ସହଯୋଗ ମାଗନ୍ତୁ – ଏକାମ୍ର…
ରାଜ୍ୟସଭା ନିର୍ବାଚନ ଚତୁର୍ଥ ସିଟ୍ ନେଇ ନବୀନ-ଭକ୍ତ ଭେଟଘାଟ ପ୍ରସଙ୍ଗରେ ଭକ୍ତ ଦାସଙ୍କୁ ତେରେଛା ବାଣ ମାରିଲେ ଏକାମ୍ର ବିଧାୟକ ବାବୁ ସିଂହ । ଭକ୍ତ ଦାସ ନିଜ ଗଡ଼ରେ ନିଜେ ଛିଡା ହେବା ପାଇଁ ଚେଷ୍ଟା କରନ୍ତୁ ବୋଲି ବାବୁ ସିଂହ କହିଛନ୍ତି । କଂଗ୍ରେସ ବିଧାୟକ ତାଙ୍କ ଦଳ ପ୍ରାର୍ଥୀକୁ ସମର୍ଥନ…
ମଣିପୁରରେ ରାଷ୍ଟ୍ରପତି ଶାସନର ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ,ୟୁମନାମ ଖେମଚାନ୍ଦ ସିଂହ…
ହିଂସା ପାଇଁ ମଣିପୁରରେ ରାଷ୍ଟ୍ରପତି ଶାସନର ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ । ନୂତନ ମୁଖ୍ୟମନ୍ତ୍ରୀ ଭାବରେ ପୂର୍ବତ୍ତନ ମନ୍ତ୍ରୀ ୟୁମନାମ ଖେମଚାନ୍ଦ ସିଂହଙ୍କୁ ବିଜେପି ଦଳ ଦ୍ୱାରା ମନୋନୀତ କରାଯାଇଛି ।
ମଣିପୁରରେ ଦୀର୍ଘ ସମୟ ଧରି ଜାତିଗତ ହିଂସା ମଧ୍ୟରେ…
ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସ୍ଵର୍ଗତ ଅଜିତ ପୱାରଙ୍କ ପତ୍ନୀ ସୁନେତ୍ରା ପୱାର
ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସ୍ଵର୍ଗତ ଅଜିତ ପୱାରଙ୍କ ପତ୍ନୀ ସୁନେତ୍ରା ପୱାର । ଅଜିତଙ୍କ ମୃତ୍ୟୁ ପରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପତ୍ନୀ ସୁନେତ୍ରା । ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁନେତ୍ରା ଅଜିତ ପୱାର (ଜନ୍ମ…