Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Politics
All politics-related news information will be uploaded here in daily besis
ଏପ୍ରିଲ୍ ୮ରେ ନୂଆ ଦଳ ଲଞ୍ଚ୍ କରିବେ ମହମ୍ମଦ ମୋକିମ୍,ନୂଆ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’ ରହିବ ବୋଲି କଲେ…
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ ନୂଆ ଦଳ ଲଞ୍ଚ୍ କରିବେ । ନୂଆ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’ ରହିବ ବୋଲି ଘୋଷଣା କରିଛନ୍ତି । ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ନୂଆ ଦଳ ଲଞ୍ଚ କହିଲେ ମୋକିମ୍ । ନୂଆ ଦଳ ଲଞ୍ଚ୍ କାର୍ଯ୍ୟକ୍ରମରେ ବିଭିନ୍ନ ରାଜନୈତିକ ପ୍ରତିନିଧି ଯୋଗଦେବେ ବୋଲି ସେ…
ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
ବିଜେପି ବିଧାୟକ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଦେଉଥିବା କଟ୍ଟୁ ଟିପ୍ପଣୀକୁ ନିନ୍ଦା କଲା ବିଜେଡି। ବିଜେପି ଗୃହର ଗାରିମା କଥା ଚିନ୍ତା ନ କରି ମନଇଚ୍ଛା ଟିପ୍ପଣୀ ଦେଉଛନ୍ତି। କାହାର ଶାଳୀନତା ରହୁନି। ରାଷ୍ଟ୍ରୀୟସ୍ତରରେ ମଧ୍ୟ ଶୁବ୍ରମଣ୍ୟମ ସ୍ୱାମୀ ଓ ରାଜ୍ୟରେ ଅବିଭକ୍ତ…
୫ ରାଜ୍ୟସଭା ପ୍ରାର୍ଥୀଙ୍କ ସମ୍ପତ୍ତିକୁ ନେଇ ଚର୍ଚ୍ଚା ଆରମ୍ଭ,ସବୁଠୁ ଧନୀ ହେଉଛନ୍ତି ବିଜେଡି ପ୍ରାର୍ଥୀ ସଂତୃପ୍ତ…
ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ଓହ୍ଲାଇଛନ୍ତି ୫ ମହାରଥୀ । ବିଜେପିରୁ ରାଜ୍ୟ ସଭାପତି ମନମୋହନ ସାମଲ, ସୁଜିତ କୁମାର ଏବଂ ବିଜେଡିରୁ ସଂତୃପ୍ତ ମିଶ୍ର ରାଜ୍ୟସଭା ପାଇଁ ପ୍ରାର୍ଥୀ ହୋଇଥିବା ବେଳେ, ସବୁଠାରୁ ରୋଚକ ହୋଇଛି ଚତୁର୍ଥ ଆସନର ଲଢ଼େଇ। ଏହି ଆସନ ପାଇଁ ରାଜ୍ୟରେ ନୂଆ ରାଜନୈତିକ ଅଧ୍ୟାୟ…
ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
ଭୁବନେଶ୍ୱର: ଓଡ଼ିଶାରେ ୪ଟି ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନରେ ରାଜନୈତିକ ବାତାବରଣ ବେଶ୍ ଉଷ୍ମ ହୋଇଛି। ଶେଷ ଦିନରେ ମୋଟ୍ ୫ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ବେଳେ ପ୍ରଥମ ତିନୋଟି ଆସନରେ ପ୍ରାର୍ଥୀମାନେ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହେବା ନିଶ୍ଚିତ ଜଣାପଡୁଛି। ମାତ୍ର…
ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
ଭୁବନେଶ୍ୱର: ରାଜ୍ୟ ରାଜନୀତିରେ ହଟଚମଟ। ଆଜି ସନ୍ଧ୍ୟାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ବିଜେପିର ପ୍ରମୁଖ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ରୁଦ୍ଧଦ୍ୱାର ବୈଠକ କରିବାକୁ ଯାଉଛନ୍ତି। ଏହି ବୈଠକ ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ବିଜେପି ସାଧାରଣ…
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଅସୁସ୍ଥତା କାରଣରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । ହୃଦରୋଗ ସମସ୍ୟା ପାଇଁ ସେ ଗତ ମଙ୍ଗଳବାର ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ…
ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ସଭାପତି ନୀତିନ ନବୀନ ଏବଂ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ରାଜ୍ୟସଭାରେ ପ୍ରବେଶ…
ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲ। ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା। କମନ୍ କ୍ୟାଣ୍ଡିଡେଟ୍ ଭାବେ ଡକ୍ଟର ଦତ୍ତେଶ୍ଵର ହୋତା କଂଗ୍ରେସ ଏବଂ ବିଜେଡିର ସମର୍ଥନରେ ନାମାଙ୍କନ ଭରିଛନ୍ତି। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ଆଜି…
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲ, ବିଜେପିରୁ ମନମୋହନ ସାମଲ ଏବଂ ସୁଜିତ୍ କୁମାର ଦାଖଲ କଲେ ନାମାଙ୍କନ
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲ। ରାଜ୍ୟସଭା ପାଇଁ ଆଜି ବିଜେପି ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଜେପିରୁ ମନମୋହନ ସାମଲ ଏବଂ ସୁଜିତ୍ କୁମାର ନାମାଙ୍କନ ଦାଖଲ କରିଛନ୍ତି। ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ମଧ୍ୟ ନାମାଙ୍କନ…
ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନର ଆଲୋଚନା ହେଉଛି। ନୀତୀଶ କୁମାର ରାଜ୍ୟ ସଭା ଏମ୍ପି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏଥିପାଇଁ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ପଡିବ। ଯଦି ଏହା ହୁଏ, ତେବେ ଏହା ବିହାର ରାଜନୀତିରେ ଏକ ବଡ଼ ସୁଯୋଗ ହେବ। ଏହା ବ୍ୟତୀତ ନୀତୀଶ କୁମାରଙ୍କ ପୁଅ…