Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Politics
All politics-related news information will be uploaded here in daily besis
ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନର ଦ୍ବିତୀୟ ଦିନର ଗୃହ କାର୍ଯ୍ୟ। ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ। ପ୍ରଥମରୁ ଗୃହରେ ବିଜେଡି ସଦସ୍ୟମାନେ ସାର ପ୍ରସଙ୍ଗରେ ପ୍ଲାଗ କାର୍ଡ ଦେଖାଇ ନାରାବାଜି ସହ ହଟ୍ଟଗୋଳ କରିଥିଲେ।…
ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଦ୍ୟ ଭୋଟ୍ ଚୋରି ଅଭିଯୋଗ ଉପରେ କଡ଼ା ପ୍ରତିକ୍ରିୟା ରଖିଛି ବିଜେପି। ରାହୁଲଙ୍କୁ କଡ଼ା ଜବାବ ଦେଇ ବିଜେପି କହିଛି ଯେ ରାହୁଲ ଗାନ୍ଧୀ ଭାରତରେ ନେପାଳ ଏବଂ ବାଂଲାଦେଶ ଭଳି ସ୍ଥିତି ସୃଷ୍ଟି କରିବାକୁ ଚାହୁଛନ୍ତି। ବିଜେପି ସାଂସଦ ଅନୁରାଗ ଠାକୁର ଗୁରୁବାର…
ପୁଣି ରାହୁଲ ଆଣିଲେ ଅଭିଯୋଗ
ଭୋଟ ଚୋରି ପ୍ରସଙ୍ଗ ନେଇ ପୁଣି ଥରେ ଭାରତୀୟ ନିର୍ବାଚନ କମିଶନ ଓ ବିଜେପିକୁ ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ଟାର୍ଗେଟ। ଆଗକୁ ବିହାର ନିର୍ବାଚନ ହେବାକୁ ଥିବାବେଳେ ରାହୁଲ ଗାନ୍ଧୀ ପୁଣି ଥରେ ଭୋଟ ଚୋରି ପ୍ରସଙ୍ଗ ଉଠାଇଛନ୍ତି।
ସେ ନିର୍ବାଚନ କମିଶନଙ୍କ ବିରୋଧରେ ଗୁରୁତର ଅଭିଯୋଗ…
ଭଣ୍ଡ ସନ୍ନ୍ୟାସୀ କିଏ?
ବିଜେଡିରେ ଏବେ ଶ୍ରୀମୟୀଙ୍କ ଲେଖାକୁ ନେଇ ଆଲୋଚନା ଜୋର ଧରିଛି । ସେ ଭଣ୍ଡ ସନ୍ନ୍ୟାସୀ ପ୍ରସଙ୍ଗ ଉଠାଇ କିଛି ପୋଷ୍ଟ କରିଛନ୍ତି । ବିଜେଡିର ବରିଷ୍ଠ ନେତ୍ରୀ ଶ୍ରୀମୟୀ ମିଶ୍ର ପାଣ୍ଡିଆନ୍ଙ୍କ ସଂପର୍କରେ ଲେଖାଯାଇଥିବା ଚର୍ଚ୍ଚା ହେଉଛି।
ଏହି ପୋଷ୍ଟ୍ ସ୍ପଷ୍ଟ ଭାବେ କାହାଙ୍କୁ ନିଶାନା…
୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଓଡ଼ିଶାରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଦ୍ୱାରା ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ ହୋଇଛି। ଏହା ମହିଳା ଓ ଶିଶୁ ବିକାଶ ବିଭାଗର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଯାହା ରାଜ୍ୟରେ ଶିଶୁ ସମ୍ରକ୍ଷଣ ଏବଂ ପୋଷଣ କାର୍ଯ୍ୟକ୍ରମକୁ ମଜବୁତ୍ କରିବ।
ଏହି…
ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର – ଧର୍ମେନ୍ଦ୍ର ପ୍ରଧାନ
ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଭିନ୍ନ ସ୍ଥାନରେ ଜନସାଧାରଣ ଓ କାର୍ଯ୍ୟକର୍ତ୍ତାମାନେ ସ୍ୱାଗତ କରିଛନ୍ତି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ସକାଳେ ବାଲେଶ୍ୱର ଷ୍ଟେସନରେ ପହଞ୍ଚିବା ପରେ ବେତନଟୀ ଦେଇ ସରକାରୀ ଓ ସାମାଜିକ…
ଆନ୍ଦୋଳନରେ ନିହତ ବ୍ୟକ୍ତିଙ୍କୁ ସହିଦ ଘୋଷଣା
ନେପାଳର ନୂଆ ପ୍ରଧାନମନ୍ତ୍ରୀ ସୁଶୀଳା କାର୍କୀ ରବିବାର ତାଙ୍କର ପ୍ରଥମ ଜାତୀୟ ସମ୍ବୋଧନରେ ଜେନ୍ ଜେଡ୍ ଆନ୍ଦୋଳନରେ ମୃତ ବ୍ୟକ୍ତିଙ୍କୁ ଜାତୀୟ ସହିଦ ଭାବେ ଘୋଷଣା କରିଛନ୍ତି। ନେପାଳର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ଶନିବାର ରାତିରେ ଶପଥ ଗ୍ରହଣ କରିଥିବା ୭୩ ବର୍ଷୀୟ କାର୍କୀ ଏହି ଘୋଷଣା…
ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ସୁଶୀଳା କାର୍କି
ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ରବିବାର ଦାୟିତ୍ୱ ନେଇଛନ୍ତି ସୁଶୀଳା କାର୍କି। ସେ ନେପାଳର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି।ନେପାଳ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ
ଶୁକ୍ରବାର ଦେଶର ସଂସଦକୁ ଭଙ୍ଗ କରାଯିବା ସହ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ…
ବିଜେଡି ଛାଡ଼ୁଛନ୍ତି ନେତା, ଆଗକୁ କିଏ
ଏନ୍ ଭାସ୍କର ରାଓ, ଲାଲ୍ ବିହାରୀ ହିମିରିକା ଓ ପ୍ରଫୁଲ୍ଲ କୁମାର ମଲ୍ଲିକ ଆଉ ଛାତ୍ର ନେତା ହରିଶଙ୍କର ରାଉତ ଏଇ ନିକଟରେ ବିଜେଡି ଛାଡିଛନ୍ତି । ଏମାନେ ଯେ ବିଜେଡି ଛାଡ଼ିବେ କେହି କଳ୍ପନା ବି କରିନଥିଲେ। କିନ୍ତୁ ଘଟଣାଚକ୍ର ଏମିତି ହେଲା ଯେ ଏମାନଙ୍କୁ ବିଜେଡି ଛାଡ଼ିବାକୁ ପଡ଼ିଛି। ପୂର୍ବତନ…
ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ସୁଶୀଳା କାର୍କି ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ନେପାଳର ଅନ୍ତରୀଣ ସରକାରଙ୍କ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିବାରୁ ଶ୍ରୀମତୀ ସୁଶୀଳା କାର୍କିଙ୍କୁ ଶୁଭକାମନା ଜଣାଇଛନ୍ତି । ସେ କହିଛନ୍ତି ଯେ, ଭାରତ ନେପାଳର ଲୋକଙ୍କ ଶାନ୍ତି, ପ୍ରଗତି ଏବଂ ସମୃଦ୍ଧି ପାଇଁ ଦୃଢ଼ ପ୍ରତିବଦ୍ଧ ।…