Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Politics
All politics-related news information will be uploaded here in daily besis
ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ …
ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ବିହାରର ଦୁଇଟି ଆସନ ପାଇଁ ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର ମାରିଛି।
୧. ଶ୍ରୀ ନିତିନ ନବୀନ: …
ରାଜ୍ୟସଭା ପାଇଁ ବିଜେପିର ମନମୋହନ ସାମଲ ଓ ସୁଜିତ କୁମାର ହେଲେ ପ୍ରାର୍ଥୀ
ସବୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ । ବିଜେଡି ପରେ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିଛି ଦଳ । ସେହିଭଳି ବିଜେପି ସୁଜିତ କୁମାରଙ୍କ ନାଁରେ ମୋହର ମାରିଛି । ବିଜେପି ସଂସଦୀୟ…
ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
ମଧ୍ୟ ପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧ ଏବଂ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ତତ୍ପରତା ପ୍ରକାଶ କରିଛନ୍ତି। ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ…
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
ବିଜେପିର ବିଧାୟକ ଦଳ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ । ତୁରନ୍ତ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ପହଞ୍ଚିବାକୁ ମନ୍ତ୍ରୀ ଏବଂ ବିଧାୟକଙ୍କୁ ଡାକରା । ରାଜ୍ୟସଭା ନିର୍ବାଚନ ନେଇ ହୋଇପାରେ ଆଲୋଚନା ।ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଘରେ ପହଞ୍ଚୁଛନ୍ତି ଜଣଙ୍କ…
ବିଜେପିରୁ ଆସିଲା ବଡ଼ ଖବର: ରାଜ୍ୟସଭା ଯିବେ ମନମୋହନ ସାମଲ!
ଓଡ଼ିଶା ରାଜନୀତିରୁ ଏବେ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲ ରାଜ୍ୟସଭା ଯିବା ନେଇ ଚର୍ଚ୍ଚା ଜୋର ଧରିଛି। ବିଜେପି ଶୀର୍ଷ ନେତୃତ୍ୱ ତାଙ୍କ ନାମ ଉପରେ ମୋହର ମାରିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି।
ରାଜ୍ୟରେ ବିଜେପିର…
ବିଶୃଙ୍ଖଳା ଏବଂ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ଦଳରୁ ବିଦା ହେଲେ ପ୍ରଭାତ ବିଶ୍ୱାଳ
ବିଜେଡି ଦଳରୁ ବିଦା ହେଲେ ପ୍ରଭାତ ବିଶ୍ୱାଳ । ବିଶୃଙ୍ଖଳା ଏବଂ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କୃତ ହୋଇଥିବା ଜଣାପଡିଛି । ବହିଷ୍କାର ପରେ ପ୍ରତିକ୍ରିୟା ରଖି ସେ କହିଥିଲେ ଯେ, ” ବିଜେଡି ଫଣ୍ଡ ସ୍କାମ ଆଡକୁ ଈଶାରା କଲେ କ୍ଷୁବ୍ଧ ପ୍ରଭାତ । ବିଜେଡି ପାଇଁ ବହୁ ପରିଶ୍ରମ ହୋଇଛି ବୋଲି ପ୍ରଭାତ…
ରାଜ୍ୟସଭା ଟିକେଟ ପାଇବା ପରେ ପ୍ରତିକ୍ରିୟା ରଖିଲେ ବିଜେଡ଼ି ପ୍ରାର୍ଥୀ ସଂତୃପ୍ତ ମିଶ୍ର
ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ କୃତଜ୍ଞତା ଜଣାଇଲେ ସଂତୃପ୍ତ ମିଶ୍ର। ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟଖଙ୍କୁ କୃତଜ୍ଞତା ଜଣାଇବା ସହ ମୋତେ ମିଳିଥିବା ଗୁରୁ ଦାୟିତ୍ୱ ସମ୍ପାଦାନ କରିବି ବୋଲି କହିଛନ୍ତି। ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ…
ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ବିଜେଡ଼ି ,ଡାକ୍ତର ଦତ୍ତେଶ୍ବର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ମିଳିଲା ଟିକେଟ୍
ସବୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ । ୨ ଜଣଙ୍କ ନାଁ ଘୋଷଣା କଲା ବିଜେଡି ଡାକ୍ତର ଦତ୍ତେଶ୍ବର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ମିଳିଲା ଟିକେଟ୍ । ଏହି ଦୁଇ ଜଣଙ୍କ ନାଁରେ ଲାଗିଲା ମୋହର । ଦତ୍ତେଶ୍ବରଙ୍କୁ କମନ କ୍ୟାଣ୍ଡିଡେଟ୍ କହିଲେ ନବୀନ । ସଂତୃପ୍ତ ଆମ ଦଳର ପ୍ରର୍ଥୀ କହିଲେ…
ଆଜି ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡାକରା
ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡାକରା । ଅପରାହ୍ନ ୫ଟାରେ ନବୀନ ନିବାସରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟସଭା ନିର୍ବାଚନକୁ ନେଇ ବୈଠକରେ ହେବ ମାନସ ମନ୍ଥନ ।ଖବର ଅନୁଯାୟୀ, ରାଜ୍ୟସଭା…
ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ,ମାର୍ଚ୍ଚ ୧୬ ତାରିଖରେ ହେବ ନିର୍ବାଚନ
ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଲା । ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ ।ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ,…