Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Politics
All politics-related news information will be uploaded here in daily besis
ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେଲେ ସୁଶୀଳା କାର୍କି
ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେଲେ ସୁଶୀଳା କାର୍କି । ସେ ପୂର୍ବତନ ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ କରିଆସିଛନ୍ତି । ବିକ୍ଷୋଭ ପରେ ୮ ତାରିଖରେ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଇସ୍ତଫା ଦେଇଥିଲେ । ଏହାପରେ ସେଠିକାର ସେନା ଅସ୍ଥାୟୀ ରୂପେ ଶାସନ ସମ୍ଭାଳିଥିଲେ । କିନ୍ତୁ…
ପୂର୍ବତନ ଛାତ୍ର ବିଜେଡି ସଭାପତି ଦଳ ଛାଡିଲେ, ଆଣିଲେ ସଙ୍ଗୀନ ଅଭିଯୋଗ
ପୂର୍ବତନ ଛାତ୍ର ବିଜେଡି ସଭାପତି ହରିଶଙ୍କର ରାଉତ ଦଳ ଛାଡିଛନ୍ତି।ସେ ତିନି ଫର୍ଦ୍ଦର ଅଭିଯୋଗ ଦାଖଳ କରିଛନ୍ତି। ଛାତ୍ର ବିଜେଡି ସଭାପତି ଏବଂ ଯୁବ ବିଜେଡି ସଭାପତି ଭିକେ ପାଣ୍ଡିଆଙ୍କ ନିର୍ଦ୍ଦେଶରେ ହୋଇଥିବା ସେ ଅଭିଯୋଗ କରିଛନ୍ତି ।
ଯେଉଁମାନେ ପାଣ୍ଡିଆନଙ୍କ ନିର୍ଦେଶରେ କାମ…
ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ
ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ମନ୍ତ୍ରୀ ତଥା କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମଲ୍ଲିକ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଉପସଭାପତି ପ୍ରତାପ ଜେନାଙ୍କ ଏକ…
ଆଗକୁ ଯଦି ଦଳ ଠିକ ନ ଚାଲେ ଦଳ ଠୁ ଦୂରେଇ ଯିବି – ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକ
ଦୀର୍ଘଦିନ ପରେ ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକ ମୁଁହ ଖୋଲିଛନ୍ତି। ସେ କହିଛନ୍ତି ଏବେ ବିଜେଡ଼ିରେ ଅଛି। କିନ୍ତୁ ପ୍ରଫୁଲ୍ଲ କୌଣସି ସାଂଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେଉନି। ଆଗକୁ ଯଦି ଦଳ ଠିକ ନ ଚାଲେ ଦଳ ଠୁ ଦୂରେଇ ଯିବି ବୋଲି ସେ ଚେତାବନୀ ଦେଇଛନ୍ତି।ବିଜେଡି ସଠିକ ଭାବେ…
ସାରା ଦେଶରେ ଜାଲି ଭୋଟର କାର୍ଡ ଯାଞ୍ଚ ହେବ
ସାରା ଦେଶରେ ଜାଲି ଭୋଟର ଯାଞ୍ଚ ହେବ । ଆଗକୁ ସବୁ ରାଜ୍ୟରେ ଏସଆଇଆର ହେବ । ଏହା କହିଛନ୍ତି ନିର୍ବାଚନ କମିଶନ । ବିହାର ଭୋଟର ଯାଞ୍ଚ ପରେ ଏବେ ସାରା ଦେଶରେ ଏସଆଇଆର କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।
ଦିଲ୍ଲୀରେ ମୁଖ୍ୟ ନିର୍ବାଚନ ଆୟୋଗ ଜ୍ଞାନେଶ କୁମାରଙ୍କ ସମେତ ନିର୍ବାଚନ ଆୟୋଗର…
ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
ଦକ୍ଷିଣ ଓଡ଼ିଶାର ରାୟଗଡ଼ା ଜିଲ୍ଲାରେ ଦଳର ପ୍ରଭାବଶାଳୀ ନେତା ଏବଂ ପୂର୍ବତନ ରାଜ୍ୟସଭା ସାଂସଦ ଏନ୍. ଭାସ୍କର ରାଓ, ବିଜେଡି ଛାଡିଛନ୍ତି । ସେ ଯାହା କହିଛନ୍ତି ତାହାର ସାଂରାସ ହେଉଛି ତାଙ୍କ କଥା କେହି ଶୁଣୁନାହାଁନ୍ତି । ଯେଉଁମାନେ ବର୍ଷ ପରେ ବର୍ଷ କାମ କରିଛନ୍ତି ସେମାନଙ୍କୁ ଜିଲ୍ଲା…
ଅସନ୍ତୁଷ୍ଟ ନେତାଙ୍କ ଉପରେ ବର୍ଷିଲେ ମନ୍ମଥ, ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
ଓଡ଼ିଶାରେ ରାଜନୈତିକ ଦୃଶ୍ୟ ବଦଳିଛି । ଏବେ କ୍ଷମତାରେ ନାହିଁ ବିଜୁ ଜନତା ଦଳ (ବିଜେଡି) । ବିଜେଡି ଏବେ ବିରୋଧୀ ଆସନରେ । ୨୦୨୪ ସାଧାରଣ ନିର୍ବାଚନରେ ଦଳର ପରାଜୟ ପରେ, ଏବେ ଦଳରେ ଆଭ୍ୟନ୍ତରୀଣ କନ୍ଦଳ ଗଣମାଧ୍ୟମରେ ବେଶ ପ୍ରଚାରିତ ହେଉଛି । ନେତାମାନେ ବୟାନବାଜି କରୁଛନ୍ତି । କଂଗ୍ରେସର…
ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
ଭାରତର ନୂଆ ଉପରାଷ୍ଟ୍ରପତି ହେଲେ ସିପି ରାଧାକ୍ରିଷ୍ଣନ୍ । ସିପି ରାଧାକ୍ରିଷ୍ଣନଙ୍କର ଏକ ଦୀର୍ଘ ରାଜନୈତିକ କ୍ୟାରିଅର୍ ରହିଛି । ସେ ବିଜେପି ସହ ଜଡିତ ଏବଂ କୋଏମ୍ବାଟୁରରୁ ଦୁଇଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି । ପେସାରେ ଜଣେ ବ୍ୟବସାୟୀ, ସମାଜସେବା ତାଙ୍କ ବ୍ରତ, ବ୍ୟବସାୟୀ…
ଦେଶକୁ ମିଳିଲା ନୂଆ ଉପରାଷ୍ଟ୍ରପତି , ଜିତିଲେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ
ଆସିଲା ଉପରାଷ୍ଟ୍ରପତି ନିର୍ବାଚନର ଫଳାଫଳ । ଜିତିଲେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ । ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ବିଜୟୀ ହୋଇଛନ୍ତି । ଇଣ୍ଡି ମେଣ୍ଟର ପ୍ରାର୍ଥୀଙ୍କୁ ୧୫୨ ଭୋଟରେ ହରାଇଛନ୍ତି ସିପି ରାଧାକ୍ରିଷ୍ଣନ । ତେବେ ନିର୍ବାଚନରେ…
ଆରମ୍ଭ ହେଲା ଉପରାଷ୍ଟ୍ରପତି ନିର୍ବାଚନ
ଉପରାଷ୍ଟ୍ରପତି ନିର୍ବାଚନରେ ଭାଗ ନେବନାହିଁ ବିଜୁ ଜନତା ଦଳ । ଏନଡିଏ ଓ ଇଣ୍ଡି ମେଣ୍ଟ ଠାରୁ ସମଦୂରତାର ଦ୍ବାହି ଦେଇ ଏଭଳି ନିଷ୍ପତ୍ତି ନେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେଥିପାଇଁ ଆଜି ବିଜେଡିର ୭ ରାଜ୍ୟସଭା ସାଂସଦ ନିଜ ଗମତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିବେ ନାହିଁ।…