Browsing Category

Politics

All politics-related news information will be uploaded here in daily besis

ବିଜେଡ଼ି ମହିଳାମାନଙ୍କୁ ଭୋଟ ବ୍ୟାଙ୍କ ପାଇଁ ବ୍ୟବହାର କରୁଥିଲା – ବିଜେପି ବିଧାୟିକା ଉପାସନା ମହାପାତ୍ର

ସୁଭଦ୍ରା ଯୋଜନାକୁ ନେଇ ସମାଲୋଚନା କରିବାକୁ ନେଇ ବିଜେଡି ଉପରେ ବର୍ଷିଛନ୍ତି ବିଜେପି ବିଧାୟିକା ଉପାସନା ମହାପାତ୍ର। ସେ କହିଛନ୍ତି, ବିଜେଡ଼ି ମହିଳାମାନଙ୍କୁ ଭୋଟ ବ୍ୟାଙ୍କ ପାଇଁ ବ୍ୟବହାର କରୁଥିଲା। ମହିଳାଙ୍କୁ ସଶକ୍ତିକରଣ କରିବା ପାଇଁ ସୁଭଦ୍ରା ଯୋଜନା ଲାଗୁ କରିଛନ୍ତି ମୋହନ ସରକାର।…

୨୪ ବର୍ଷ ମଧ୍ୟରେ ଘଟିଛି ଶହେଟି ହତ୍ୟା

ବିଧାନସଭା ଆରମ୍ଭରେ ସେମବାର ଗୃହରେ ସୁଭଦ୍ରା ଯୋଜନାକୁ ନେଇ ହୋହଲ୍ଲା ହୋଇଛି। ପରେ ଶୂନ୍ୟ କାଳରେ ପ୍ରଦ୍ୟୁମ୍ନ ନାୟକଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଉତ୍ତର ରଖିଛନ୍ତି। ସେ କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନଙ୍କ ଅଞ୍ଚଳରେ ଘଟିଛି ଶହେ ହତ୍ୟା। ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ…

ବିଧାନସଭାରେ ସୁଭଦ୍ରା ଝଡ଼

ସୁଭଦ୍ରା ଯୋଜନାରେ ପ୍ରତିଶ୍ରୁତି ପାଳନ ହୋଇ ନ ଥିବା ଅଭିଯୋଗରେ ଏହି ହୋହଲ୍ଲା ହୋଇଛି। ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କରିବାକୁ ଦାବି କରି ପ୍ରଥମେ ଗୃହରେ ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ବାଚସ୍ପତିଙ୍କ ପୋଡ଼ିୟମ ନିକଟରେ ବିଜେଡି ସଦସ୍ୟଙ୍କ ହୋହଲ୍ଲା କରିଥିଲେ । ପରେ…

ଜେଡିୟୁ ମୁଖପାତ୍ର ପଦରୁ କେସି ତ୍ୟାଗିଙ୍କ ଇସ୍ତଫା

ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଦଳ ଜେଡିୟୁ(ଜନତା ଦଳ ୟୁନାଇଟେଡ୍‌)ର ରାଷ୍ଟ୍ରୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଇଛନ୍ତି ଦଳର ସାଧାରଣ ସମ୍ପାଦକ କେସି ତ୍ୟାଗି। ଏହାପରେ ରାଜୀବ ରଞ୍ଜନ ପ୍ରସାଦଙ୍କୁ ନୂଆ ମୁଖପାତ୍ର ନିଯୁକ୍ତ କରାଯାଇଛି। ସୂଚନା ଅନୁସାରେ, ଇସ୍ରାଏଲ-ପାଲେଷ୍ଟାଇନ୍…

ଜେଡିୟୁରେ ଫାଟ

ଜେଡିୟୁ ଦଳରେ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ହେଉଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନିକଟତମ କୁହାଯାଉଥିବା କେସି ତ୍ୟାଗୀ ଜେଡିୟୁ ମୁଖପାତ୍ର ପଦ ଛାଡିଛନ୍ତି। ନୀତୀଶ କୁମାର ରାଜୀବ ରଞ୍ଜନଙ୍କୁ ଦଳର ନୂତନ ଜାତୀୟ ମୁଖପାତ୍ର ‌ନିଯୁକ୍ତ କରିଛନ୍ତି। ତାଙ୍କ ଇସ୍ତଫା ପତ୍ରରେ କେସି…

ଅପପୃଷ୍ଟି ରୋକିବ ସରକାର

୨୦୨୪-୨୫ ଆର୍ଥିକ ବର୍ଷରେ ୯୮ ହଜାର ୬୨୦ ସଂଖ୍ୟକ ଶିଶୁ ଅପପୃଷ୍ଟିର ଶିକାର ହୋଇଛନ୍ତି । ଅପପୃଷ୍ଟି ରୋକିବାକୁ ସରକାର ସବୁ ପ୍ରକାର ପଦକ୍ଷେପ ନେଉଥିବା’, ବିଧାନସଭାରେ ଲିଖିତ ଉତ୍ତର ରଖି କହିଥିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ପରିପୂରକ ପୁଷ୍ଟି ଯୋଜନା ମାଧ୍ୟମରେ ଅଙ୍ଗନୱାଡି…

ପଦ୍ମ ଧରିଲେ ଚମ୍ପାଇ ସୋରେନ

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌ ବିଜେପିରେ ସାମିଲ ହୋଇଛନ୍ତି। ଶୁକ୍ରବାର ରାଞ୍ଚିରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ପଦ୍ମ ଧରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ଓ ଝାଡ଼ଖଣ୍ଡ ବିଜେପି ସଭାପତି…

ବିଜେଡି ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ

ବିଜେପି ସରକାର ବିଜେଡି ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।     ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି,  ଫାଇନାନ୍‌ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟ କାର୍ଯ୍ୟକ୍ରମ ଆରମ୍ଭ ହେବ। ସରକାର ଚଳିତ…

 ଛାତ୍ରସଂଗଠନର କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ ନବୀନ

ଆଜି ବିଜୁ ଛାତ୍ରଜନତା ଦଳର କର୍ମକର୍ତ୍ତା ସମ୍ମିଳନୀ। ଛାତ୍ରସଂଗଠନର କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ ବିଧାୟକ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛାତ୍ର ସଂସଦ ନିର୍ବାଚନ ନେଇ ହୋଇପାରେ ଆଲୋଚନା।

କଳ୍ପତରୁ ଦାସଙ୍କ ପ୍ରତିମୂର୍ତ୍ତିକୁ ଅପମାନ 

ଯାଜପୁର ଧର୍ମଶାଳାରେ କଳ୍ପତରୁ ଦାସ ଷ୍ଟାଡିୟମରେ କିଛି ଦିନ ତଳେ ବିଜେପିର କାର୍ଯ୍ୟକାରିଣୀ ହୋଇଥିଲା। ସେଦିନ ସ୍ଵର୍ଗତଃ କଳ୍ପତରୁ ଦାସଙ୍କ ପ୍ରତିମୂର୍ତ୍ତିର ମୁହଁକୁ ଗେରୁଆବସ୍ତ୍ରରେ ଢାଙ୍କି ଦିଆଯାଇଥିଲା। ତାପରେ ବିଜେପି କାର୍ଯ୍ୟକାରିଣୀ ହୋଇଥିଲା।ଏହାପରେ ସରପଞ୍ଚମାନେ ବିଡ଼ିଓଙ୍କୁ ଦେଖା…