Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Politics
All politics-related news information will be uploaded here in daily besis
ନବୀନ ପଟ୍ଟନାୟକଙ୍କୁ ଭେଟିଲେ ନୂଆପଡ଼ା ନିର୍ବାଚନ ମଣ୍ଡଳୀର ପ୍ରମୁଖ ନେତୃମଣ୍ଡଳୀ
ଆଜି ନୂଆପଡ଼ା ନିର୍ବାଚନମଣ୍ଡଳୀର କୋମନା ବ୍ଲକ, ନୂଆପଡ଼ା ବ୍ଲକ, ଖରିଆର ରୋଡ୍ ଏନଏସି ଓ ନୂଆପଡ଼ା ମୁ୍ୟନିସିପାଲିଟିର ବିଜୁ ଜନତା ଦଳର ପ୍ରମୁଖ ନେତା ମାନେ ନବୀନ ନିବାସ ଠାରେ ଦଳର ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଭେଟି ଗତ ଉପନିର୍ବାଚନର ଫଳାଫଳ ଉପରେ ଆଲୋଚନା…
ଧର୍ମଶାଳା ରାଜନୈତିକ ସଂଘର୍ଷ
ଧର୍ମଶାଳା: ଯାଜପୁର ଜିଲ୍ଲା ଧର୍ମଶାଳା ବିଧାନସଭା କ୍ଷେତ୍ରରେ ଘଟିଥିବା ରାଜନୈତିକ ହିଂସାକାଣ୍ଡକୁ ନେଇ ସାରା ରାଜ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ରବିବାର ଘଟିଥିବା ସଂଘର୍ଷକୁ କେନ୍ଦ୍ର କରି ଶାସକ ବିଜେପି ଏବଂ ବିରୋଧୀ ବିଜେଡି ମଧ୍ୟରେ ଆରୋପ-ପ୍ରତ୍ୟାରୋପ ତେଜିବାରେ ଲାଗିଛି।…
ନୂଆପଡ଼ା ଉପନିର୍ବାଚନରେ ପରାଜୟର ସମୀକ୍ଷା କଲେ ଦଳୀୟ ସୁପ୍ରିମୋ ନବୀନ
ନୂଆପଡ଼ା ଉପନିର୍ବାଚନରେ ବିଜୁ ଜନତା ଦଳର ପରାଜୟ ପରେ ଆଜି ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟକ ଏହାର ଏକ ବଡ଼ ଧରଣର ସମୀକ୍ଷା କରିଛନ୍ତି । ନବୀନ ନିବାସରେ ଆୟୋଜିତ ଏହି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ନୂଆପଡ଼ା ଜିଲ୍ଲା ସଭାପତି, ପରାଜିତ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ଏବଂ ଜିଲ୍ଲାର ବରିଷ୍ଠ…
ଆଇନଶୃଙ୍ଖଳା କେତେ ଆଉ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ – ନବୀନ ପଟ୍ଟନାୟକ
ରାଜଧାନୀ ଭୁବନେଶ୍ଵରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାକୁ ନେଇ ସରକାରକୁ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ଅପରାଧ ରୋକିବା ଦିଗରେ ସରକାରଙ୍କ ବିଫଳତାକୁ ଦର୍ଶାଇଛନ୍ତି।
ନବୀନ ଲେଖିଛନ୍ତି, ଭୁବନେଶ୍ଵରର ଛାତି ଉପରେ…
ଧର୍ମଶାଳା ଆତଙ୍କରାଜ,ଗୁରୁତର SCB ଟ୍ରାନ୍ସଫର
ଯାଜପୁର ଧର୍ମଶାଳା ଆକ୍ରମଣ ଘଟଣାରେ ଆକ୍ସନ ପାଇଁ ୨୪ ଘଣ୍ଟା ସମୟ ମାଗିଲା ପୋଲିସ। ଏହି ସୂଚନା ଦେଇଛନ୍ତି ବିଜେଡିର ନେତା। ଆଜି ସକାଳେ DIG CENTRAL RANGE ଙ୍କ ସହିତ ଆଲୋଚନା କରିଥିଲେ ବିଜେଡିର ବରିଷ୍ଠ ନେତା ସଞ୍ଜୟ ଦାସବର୍ମା, ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ…
ନୀତିନ ନବୀନ କାହିଁକି ହେଲେ ଭାଜପା ନୂଆ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ?
ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା ନୂଆ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି । ବିଜେପି ସଂସଦୀୟ ବୋର୍ଡରେ ନୀତିନ ନବୀନଙ୍କ ନାଁ ଘୋଷଣା କରାଯାଇଛି । ବିହାର ସରକାରରେ ମନ୍ତ୍ରୀ ଅଛନ୍ତି ନୀତିନ ନବୀନ । ତାଙ୍କର…
କଂଗ୍ରେସରୁ ବିଦା ହେଲେ ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍
ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ କରିବା ଓଡ଼ିଶା କଂଗ୍ରେସର ଟାଣୁଆ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ଙ୍କୁ ମହଙ୍ଗା ପଡ଼ିଛି। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇ ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖିବା ପରେ କଂଗ୍ରେସ ତାଙ୍କୁ ଦଳର ପ୍ରାଥମିକ…
ନବୀନ ପଟ୍ଟନାୟକ ନେବେନାହିଁ ବର୍ଦ୍ଧିତ ଦରମା, ଓଡ଼ିଶା ରାଜନୀତି ସରଗରମ
ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ଦ୍ଧିତ ଦରମା ନେବେନାହିଁ । ଏହି ପ୍ରସଙ୍ଗକୁ ନେଇ ଓଡ଼ିଶା ରାଜନୀତିରେ ତୀବ୍ର ସମାଲୋଚନା ସୃଷ୍ଟି ହୋଇଛି। ଏହି ପ୍ରସଙ୍ଗରେ ଉଭୟ ବିଜେପି (BJP) ଏବଂ କଂଗ୍ରେସ ନବୀନଙ୍କୁ ଟାର୍ଗେଟ୍ କରିଛନ୍ତି। ଉପମୁଖ୍ୟ ମନ୍ତ୍ରୀ କେଭି…
ମୁହଁ ଖୋଲିଲେ ପିସିସି ସଭାପତି ଭକ୍ତ ଚରଣ ଦାସ : କହିଲେ ଦଳ ଛାଡି ପଳାନ୍ତୁ
ଓଡ଼ିଶା କଂଗ୍ରେସର ଅନେକ ବରିଷ୍ଠ ନେତା ମୋକିମଙ୍କ ଚିଠି ଉପରେ ଘୋର ଅସନ୍ତୋଷ ବ୍ୟକ୍ତ କରିବାକୁ ନେଇ ମଧ୍ୟ ଏଆଇସିସି ଅବଗତ ରହିଛି। ଏସବୁ ଉପରେ ରାହୁଲ ଗାନ୍ଧୀ ଓ ସୋନିଆ ଗାନ୍ଧୀଙ୍କ କାର୍ଯ୍ୟାଳୟ ବିଶେଷ ଭାବେ ନଜର ରଖି ସମସ୍ତ ଘଟଣାକୁ ଅନୁଧ୍ୟାନ କରିଛନ୍ତି। ମହମ୍ମଦ ମୋକିମ୍ ଯେଉଁଭଳି ଭାବେ…
ପିସିସି ସଭାପତି ଭକ୍ତ ଦାସ ଓଡ଼ିଶାରେ କଂଗ୍ରେସକୁ ନେତୃତ୍ବ ନେବା ଅସମ୍ଭବ ବ୍ୟାପାର – ମହମ୍ମଦ ମୋକିମ
ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ । ୩ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତଙ୍କୁ ୨୦୨୫ରେ ମିଳିଛି ନେତୃତ୍ୱ । ତାଙ୍କର ବ୍ୟକ୍ତିଗତ ବିଚାରଧାରା ଆମଠାରୁ ପୁରା ଅଲଗା । ଜୟପ୍ରକାଶଙ୍କ ଆନ୍ଦୋଳନ ବେଳେ ସେ ଗାନ୍ଧୀ ପରିବାରକୁ ସମାଲୋଚନା କରିଥିଲେ…