Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Politics
All politics-related news information will be uploaded here in daily besis
ଇରାନ ଏବେ ଚୀନ ସହ ସଂପର୍କ ବଢ଼ାଉଛି
ସାରା ବିଶ୍ୱ ଏବେ ଯୁଦ୍ଧ ମୁହାଁ । ବିଶ୍ୱର ଭିନ୍ନ ଭିନ୍ନ ଦେଶ ଏବେ ଯୁଦ୍ଧ ଲଢୁଛନ୍ତି । ୟୁକ୍ରେନ ଋଷ ସହ, ଇସ୍ରାଏଲ ପାଲେଷ୍ଟାଇନ ସହ ଘମାଘୋଟ ଯୁଦ୍ଧ ଲଢୁଛି । ଏହାରି ଭିତରେ ଆଉ ଏକ ଦେଶ ଯୁଦ୍ଧ ଲଢିବାକୁ ସଜବାଜ ହେଉଛି । ଗୋଟିଏ ପଟେ ଆମେରିକା ଓ ଅନ୍ୟପଟେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ…
ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
କୋଟିଆ ପ୍ରସଙ୍ଗରେ ଅନୁଷ୍ଠିତ ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ବିଭିନ୍ନ ବିଭଗକୁ ମାସକ ମଧ୍ୟରେ କାଟିଆ ସଂପର୍କରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। କେରାରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅଧୀନସ୍ଥ କୋଟିଆ ଗ୍ରାମସମୂହର…
ମୁଣ୍ଡ ନୁଆଁଇଲା ପାକିସ୍ତାନ, ଶାନ୍ତି ଚାହୁଁଛି
କିଛି ଦିନ ହେଲା ଧମକ ଦେଉଥିବା ପାକିସ୍ତାନ ସ୍ବର ନରମ ପଡ଼ିଛି । ଯୁଦ୍ଧ ଧମକ ଦେଉଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଆଲୋଚନା କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି । ପାକ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଭାରତ ସହିତ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତାବ ଦେଇଛନ୍ତି। ତେହେରାନରୁ ଦିଆଯାଇଥିବା ଏହି…
ପାକ୍କୁ ମୋଦୀଙ୍କ ଚେତାବନୀ : ଆତଙ୍କବାଦୀ ପଠାଇଲେ ଗୁଳି ଖାଇବ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତ ଓ ପାକିସ୍ତାନର ଲକ୍ଷ୍ୟ ମଧ୍ୟରେ ପାର୍ଥକ୍ୟ ପ୍ରକାଶ କରି କହିଛନ୍ତି ଯେ ବିଭାଜନ ପରଠାରୁ ପାକିସ୍ତାନର ଏକମାତ୍ର ଲକ୍ଷ୍ୟ ହେଉଛି ଭାରତ ସହ ଶତ୍ରୁତା, ଭାରତକୁ ଘୃଣା କରିବା ଏବଂ ଆମର ପ୍ରଗତିକୁ ଅଟକାଇବାକୁ ଚେଷ୍ଟା କରିବା। କିନ୍ତୁ ଆମର କେବଳ ଗୋଟିଏ…
ଜ୍ୟୋତିଙ୍କ ସହ କାହିଁକି ଯୋଗାଯୋଗରେ ଥିଲେ ଓ ପ୍ରିୟଙ୍କା କଣ ପାଇଁ ପାକିସ୍ତାନର କର୍ତାରପୁର ଯାଇଥିଲେ
ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଓ ପ୍ରିୟଙ୍କା ସେନାପତି ଲିଙ୍କ ଘଟଣାରେ ପୁଲିସର ତନାଘନା । ଆଜି ପୁରୀ ପୁଲିସ ପ୍ରିୟଙ୍କା ସେନାପତିଙ୍କୁ ପଚରାଉଚରା କରିଛି। ଜ୍ୟୋତିଙ୍କ ସହ କାହିଁକି ଯୋଗାଯୋଗରେ ଥିଲେ ଓ ପ୍ରିୟଙ୍କା କଣ ପାଇଁ ପାକିସ୍ତାନର କର୍ତାରପୁର ଯାଇଥିଲେ ସେ ନେଇ ଛାନଭିନ ହୋଇଛି।…
ନକ୍ସଲ ମୁକ୍ତ ଭାରତଦି ଗରେ ଐତିହାସିକ ସଫଳତା
'ନକ୍ସଲ ମୁକ୍ତ ଭାରତ' ଦିଗରେ ଏକ ଐତିହାସିକ ସଫଳତା ହାସଲ କରି ସୁରକ୍ଷା ବାହିନୀ ଛତିଶଗଡ଼-ତେଲଙ୍ଗାନା ସୀମାରେ କାରେଗୁଟ୍ଟାଲୁ ପାହାଡ଼ (କେଜିଏଚ) ରେ ନକ୍ସଲଙ୍କ ବିରୋଧରେ ସବୁଠାରୁ ବଡ ଅପରେସନରେ ୩୧ ଜଣ ନକ୍ସଲଙ୍କୁ ହତ୍ୟା କରିଛନ୍ତି।
କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ…
ମୁନ୍ନାଙ୍କ ଇସ୍ତଫା ନେଇ ଚର୍ଚ୍ଚା
ବିଜେଡି ସାଂସଦ ମୁନ୍ନା ଖାଁ ସଂଖ୍ୟାଲଘୁ ସମ୍ପ୍ରଦାୟ କମିଟି ଏବଂ ସଂଖ୍ୟାଲଘୁ ସେଲର ଦକ୍ଷିଣ ଜୋନ୍ ସଂଯୋଜକ ପଦରୁ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି। ସଂଖ୍ୟାଲଘୁ ସମ୍ପ୍ରଦାୟ କମିଟି ୫ ମେ’ରେ ଗଠିତ ହୋଇଥିଲା । ସାମ୍ପ୍ରତିକ ଘଟଣାକ୍ରମରେ, ଦିଲୀପ ତିର୍କୀଙ୍କୁ ଆବାହକ ଦାୟିତ୍ୱ ଦିଆଯାଇଥିଲା। …
ବିଡ଼ିଓ-ସିଡ଼ିଓଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଲେ ତାଗିଦ
ମୁଖ୍ୟମନ୍ତ୍ରୀ କହିଛନ୍ତି, ସେକାଳ ପଖାଳ ଆଉ ନାହିଁ। ଆପଣଙ୍କୁ ଯଥେଷ୍ଟ କ୍ଷମତା ଦିଆଯାଇଛି। କାହା ଚାପରେ କାମ କରିବେନି। ଲୋକଙ୍କ ପାଇଁ କାମ କରିବେ। ମୋ ଛୋଟ ବ୍ରେନରେ ସବୁ ସେଭ୍ ହୋଇ ରହିଛି। ଯଦି ପୁରୁଣା ଅଭ୍ୟାସ ରଖିବେ, କିଏ କ୍ଷମା ଦେବ ଆପଣଙ୍କୁ। ମୁଁ କିନ୍ତୁ କ୍ଷମା ଦେବିନି। ଆମ ଲାଇନରେ…
ଭୁବନେଶ୍ବର ବିଜେଡିର ନୂଆ ସଭାପତି ହେଲେ ଅଶୋକ ଚନ୍ଦ୍ର ପଣ୍ଡା।
ଆଉ ୬ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାମ ଘୋଷଣା କରିଛି ବିଜେଡି। ଭୁବନେଶ୍ବର ବିଜେଡିର ନୂଆ ସଭାପତି ହେଲେ ଅଶୋକ ଚନ୍ଦ୍ର ପଣ୍ଡା। ସେହିପରି ଆଶିଷ ଚକ୍ରବର୍ତ୍ତୀ କେନ୍ଦୁଝର, ସରୋଜ ମେହେର ବଲାଙ୍ଗୀର, ରୋହିତ ପୂଜାରୀ ସମ୍ବଲପୁର ଓ ଦେବାଶିଷ ମାରାଣ୍ଡି ମୟୂରଭଞ୍ଜ-୨ ସାଂଗଠନିକ ଜିଲ୍ଲାର…
ନିର୍ବାଚନ ସମୟରେ ଆତଙ୍କବାଦୀ ଆକ୍ରମଣ କାହିଁକି ହେଉଛି – ପିସିସି ସଭାପତି ଭକ୍ତଚରଣ ଦାସ
ପହଲଗାମ ଆକ୍ରମଣ ଘଟଣାକୁ ନେଇ ପିସିସି ସଭାପତି ଭକ୍ତଚରଣ ଦାସ ସରକାରଙ୍କୁ ଘେରିବା ସହିତ ପ୍ରଶ୍ନ ଉଠାଇଛନ୍ତି। ଭାରତ ମାଟିରେ ଆତଙ୍କବାଦୀଙ୍କ ହିନ୍ଦୁ ଶବ୍ଦ ବ୍ୟବହାର କରିବାକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି। ସେ ପ୍ରଶ୍ନ କରିଛନ୍ତି ଆତଙ୍କବାଦୀ କାହିଁକି ହିନ୍ଦୁ ଶବ୍ଦ ବ୍ୟବହାର କଲେ ? କିଏ…