Trending
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
Browsing Category
Politics
All politics-related news information will be uploaded here in daily besis
ବଢିଲା ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ
ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ ସରକାର ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଖୁରାନିଆ ଅଗଷ୍ଟ ୧୬ରେ ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ…
କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ମତଦାନ
ଦୀର୍ଘ ୧୦ ବର୍ଷ ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ବୁଧବାର ପ୍ରଥମ ପର୍ଯ୍ୟାୟରେ ୭ ଜିଲାର ୨୪ ଆସନରେ ଭୋଟଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର ୨୧୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ସେମାନଙ୍କ ମଧ୍ୟରୁ…
ଆଜି ପ୍ରଥମଥର ଓଡ଼ିଶାରେ ଜନ୍ମଦିନ ପାଳିବେ ପ୍ରଧାନମନ୍ତ୍ରୀ
ନିର୍ବାଚନ ପ୍ରଚାରବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଶ୍ରୁତି ଦେଇଥିଲେ ଓଡ଼ିଶାରେ ବିଜେପି ସରକାର ହେଲେ ‘ସୁଭଦ୍ରା’ ଯୋଜନା ଆରମ୍ଭ ହେବ। ମହିଳାଙ୍କୁ ୫୦ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। ଆସନ୍ତାକାଲି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ଜନ୍ମଦିନ ଅବସରରେ…
ଆଜି ଉପରାଜ୍ୟପାଳଙ୍କୁ ଭେଟିବେ କେଜ୍ରିଓ୍ବାଲ୍
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଆଜି (ମଙ୍ଗଳବାର) ଉପରାଜ୍ୟପାଳ ଭି.କେ.ସାକ୍ସେନାଙ୍କୁ ଭେଟିବେ ବୋଲି ଜଣାପଡିଛି। ଅପରାହ୍ଣ ୪ଟା ୩୦ରେ ଭେଟିବା ପାଇଁ କେଜ୍ରିଓ୍ବାଲ ଉପରାଜ୍ୟପାଳଙ୍କ ଅନୁମତି ଲୋଡିଛନ୍ତି। ସୂଚନାଯୋଗ୍ୟ ଅବକାରୀ ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟଙ୍କ ତରଫରୁ ଜାମିନ…
ଇତିହାସର ପୁନରାବୃତ୍ତି
୨୬ ବର୍ଷ ପୁରୁଣା ଇତିହାସର ପୁଣିଥରେ ଦିଲ୍ଲୀରେ ପୁନରାବୃତ୍ତି ହେବାକୁ ଯାଉଛି। ୧୯୯୮ରେ ଦୁର୍ନୀତି ଅଭିଯୋଗରେ ସାହିବ ସିଂ ବର୍ମାଙ୍କ ଇସ୍ତଫା ପରେ ସୁଷମା ସ୍ୱରାଜଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇଥିଲା। ବର୍ତ୍ତମାନ କେଜ୍ରିୱାଲଙ୍କ ଇସ୍ତଫା ଘୋଷଣା ପରେ ରାଜଧାନୀରେ ପୁଣିଥରେ ଏଭଳି ଘଟଣା ଘଟିବାକୁ…
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କଲେ ଅରବିନ୍ଦ କେଜରିୱାଲ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କରିଛନ୍ତି। AAP କର୍ମୀଙ୍କୁ ସମ୍ବୋଧିତ କରିବାବେଳେ ସେ ଏହି ଘୋଷଣା କରିଛନ୍ତି। ତାଙ୍କ ସମ୍ବୋଧନରେ ସେ କହିଛନ୍ତି ଯେ, ଜନସାଧାରଣଙ୍କ ଆଶୀର୍ବାଦରେ ଭାଜପାର ସମସ୍ତ ଷଡଯନ୍ତ୍ରକୁ ପ୍ରତିହତ କରିବାର ଶକ୍ତି ଆମର…
ସ୍ମୃତି ଇରାନୀଙ୍କୁ ବିଜେପିର ନୂଆ ଦାୟିତ୍ୱ
ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଏହାରି ମଧ୍ୟରେ ବିଜେପିର କାର୍ଯ୍ୟକଳାପରେ ଆମେଥିର ପୂର୍ବତନ ସାଂସଦ ସ୍ମୃତି ଇରାନୀ ଅଂଶଗ୍ରହଣ କରୁଛନ୍ତି । ସେ ଜାତୀୟ ରାଜଧାନୀରେ ଦଳୀୟ ସଦସ୍ୟତା ଅଭିଯାନ ସହ ଜଡିତ କାର୍ଯ୍ୟକ୍ରମରେ ସକ୍ରିୟ ଭାବେ ଅଂଶଗ୍ରଜଣ କରୁଥିବା ଦେଖିବାକୁ ମିଳିଛି…
ମମତା ଙ୍କ ମଧ୍ୟରେ ବିବାଦ ତୀବ୍ର
କୋଲକାତାର ଆର୍ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ବିରୋଧ କରି ଆନ୍ଦୋଳନରେ ବସିଥିବା କନିଷ୍ଠ ଡାକ୍ତର ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ବିବାଦ ତୀବ୍ର ହୋଇଛି। ଆଜି ୩୨ ସଦସ୍ୟ ବିଶିଷ୍ଟ ଏକ ଡାକ୍ତର…
ଲୋକଙ୍କ ପାଇଁ ମୁଁ ଇସ୍ତଫା ଦେବାକୁ ପ୍ରସ୍ତୁତ ଅଛି – ମମତା ବାନାର୍ଜୀ
ଆରଜି କର ମେଡିକାଲ କଲେଜ ମାମଲାରେ ଚାପରେ ଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଯେ ଏହି ପଦ ପାଇଁ ତାଙ୍କର କୌଣସି ଇଚ୍ଛା ନାହିଁ। ଲୋକଙ୍କ ପାଇଁ ସେ ଇସ୍ତଫା ଦେବାକୁ ପ୍ରସ୍ତୁତ ଅଛନ୍ତି।
ମମତା ବାନାର୍ଜୀ କହିଛନ୍ତି ଯେ ଏହି ପଦ ପାଇଁ ତାଙ୍କର କୌଣସି ଇଚ୍ଛା ନାହିଁ।…
ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀ ଆଉ ନାହାନ୍ତି
ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀ ଆଉ ନାହାନ୍ତି। ଆଜି ଦିଲ୍ଲୀ ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା।
ଶ୍ୱାସନଳୀ ସଂକ୍ରମଣ ଯୋଗୁ ସେ ଅଗଷ୍ଟ ୧୯ରୁ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲେ। ସେଠାରେ ଡାକ୍ତରଙ୍କ…