Trending
- ଜେଲରୁ ମୁକୁଳିଲେ ଜଗା ପ୍ରଧାନ
- ୧୪ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି
- ଭାରତ ଏକ ଧର୍ମଶାଳା ନୁହେଁ
- ସରକାରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନାରୁ ବାହାରିଲାନି ନିଷ୍କର୍ସ,ଆନ୍ଦୋଳନ ଜାରି
- ୬ଦଫା ଦାବିରେ ଦେଶବ୍ୟାପି ଶ୍ରମିକ ସଙ୍ଗଠନ ପକ୍ଷରୁର ଆଜି ଭାରତ ବନ୍ଦ ଡାକରା
- ଦିଲ୍ଲୀରେ ସମସ୍ତ ମାଂସ ଦୋକାନ ବନ୍ଦ
- ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି
- ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
- ରଥ ଉପରେ ଭାଙ୍ଗିଲା ଅଧର ହାଣ୍ଡି
- ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି,ନିର୍ବିବାଦୀୟ ଭାବରେ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି
Browsing Category
Politics
All politics-related news information will be uploaded here in daily besis
ଯୋଗେଶ ବାହାଦୁର ଖୁରାନିଆ ହେଲେ ଓଡିଶାର ନୁୂଆ ଡିଜିପି
ଯୋଗେଶ ବାହାଦୁର ଖୁରାନିଆ ହେଲେ ଓଡିଶାର ନୁୂଆ ପୋଲିସ ମହାନିର୍ଦ୍ଦେଶକ ( ଡିଜିପି) । ୧୯୯୦ ବ୍ୟାଚର ଆଇପିଏସ୍ ହେଉଛନ୍ତି ଖୁରାନିଆ । ସେ ଗତ ୨୦୨୧ ମସିହାରୁ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ। ସେ ଭୁବନେଶ୍ୱର-କଟକ କମିସନରେଟ ପୁଲିସର କମିସନର ଓ ନୟାଗଡ଼, ରାଉରକେଲା, ଯାଜପୁର, ମୟୂରଭଞ୍ଜ ଓ…
ଖୋଲିବ ବ୍ଲାକରୋଜ ଫାଇଲ
ଖୋଲିବ ବ୍ଲାକରୋଜ ଫାଇଲ। ସ୍କାନରକୁ ଆସିବେ କି ବିଜେଡିର ପ୍ରଭାବଶାଳୀ ନେତା। ପୋଲିସ ଡିଜିଙ୍କୁ ଚିଠି ଲେଖିଲା ଗୃହ ବିଭାଗ। ୨୦୦୯ ପାରଦ୍ୱୀପ ବ୍ଲାକରୋଜ ବୁଡି ଘଟଣା ସାରା ଓଡିଶାରେ ହଇଚଇ ସୃଷ୍ଟି କରିଥିଲା। ଦୀର୍ଘ ୧୫ ବର୍ଷ ପରେ ଏ ଘଟଣା ନୂଆ ମୋଡ ନେବାକୁ ଯାଉଛି। ନୂଆ ସରକାର ବ୍ଲାକରୋଜ…
ଅହମ୍ମଦାବାଦରେ ତ୍ରିରଙ୍ଗା ଯାତ୍ରାର ଶୁଭାରମ୍ଭ କଲେ ଅମିତ ଶାହ
ଅହମ୍ମଦାବାଦ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଅହମ୍ମଦାବାଦ ମ୍ୟୁନିସିପାଲିଟି କର୍ପୋରେସନ୍ (ଏଏମସି) ପକ୍ଷରୁ ଅହମ୍ମଦାବାଦ ଠାରେ ଆୟୋଜିତ 'ତ୍ରିରଙ୍ଗା ଯାତ୍ରା' ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲଙ୍କ ସମେତ ବହୁ…
ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି
ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । ଏହା ସହ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା । ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରାଯାଇପାରିବ । ୨୨ ତାରିଖରେ ପ୍ରାର୍ଥିପତ୍ର ଯାଂଚ ଓ ୨୭ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ ହୋଇଛି ।…
ପଞ୍ଚାୟତ ସମିତିରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା
୭ଟି ପଞ୍ଚାୟତ ସମିତିରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଏଥିମଧ୍ୟରୁ ୬ଟି ପଞ୍ଚାୟତ ସମିତିରେ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ବୌଦ୍ଧ ହରଭଙ୍ଗାରେ ଉପାଧ୍ୟକ୍ଷ ପଦ ପାଇଁ ଉପନିର୍ବାଚନ ହେବ । ଅଧ୍ୟକ୍ଷ ପାଇଁ ଉପନିର୍ବାଚନ ହେବାକୁ ପଞ୍ଚାୟତ…
ରାଜ୍ୟ ସଭାକୁ କିଏ ଯିବେ?
ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଓଡ଼ିଶା ସମେତ ୯ଟି ରାଜ୍ୟରେ ରାଜ୍ୟ ସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସଭା ଏମ୍ପି ପଦରୁ ମମତା ମହାନ୍ତ ଇସ୍ତଫା ଦେବା ପରେ ତାଙ୍କ ସ୍ଥାନରେ ରାଜ୍ୟ ସଭାକୁ କିଏ ଯିବେ ସେନେଇ ଜୋର୍ଦାର ଚର୍ଚ୍ଚା ଚାଲିଛି।…
ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ
ଆଜି ଦିନ ୧୧ଟାରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ ହୋଇଯାଇଥିଲେ। ବୁର୍ଲାରେ ତାଙ୍କ ସ୍ବାଗତ ନିମନ୍ତେ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ବୁର୍ଲା ଟିଣଘର ସଭାକକ୍ଷରେ ହେବାକୁ ଥିବା ସମ୍ବର୍ଦ୍ଧନା ସଭାକୁ ଶୋଭାଯାତ୍ରାରେ ଯିବା ସମୟରେ ସେ ଅଚାନକ ଅସୁସ୍ଥ ହୋଇପଡ଼ିଥିଲେ।…
ପାଣ୍ଡିଆନଙ୍କ ହେଲିକପ୍ଟର ବୁଲାର ତଦନ୍ତ ହେବ
୨୦୨୪ ନିର୍ବାଚନ ପୂର୍ବରୁ ବିଜେଡି ନେତା ଭି. କେ ପାଣ୍ଡିଆନ ବିଭିନ୍ନ ଜିଲ୍ଲାକୁ ହେଲିକପ୍ଟରରେ ବୁଲୁଥିଲେ । କେବେ ସେ ଅଭିଯୋଗ ଶୁଣୁଥିଲେ ତ କେବେ ନିର୍ବାଚନ ପ୍ରଚାରରେ ଯାଉଥିଲେ । ତେବେ ଏହାକୁ ଏବେ ନୂଆ ସରକାର ତଦନ୍ତ ପରିସରକୁ ଆଣିଛନ୍ତି । ରାଜ୍ୟରେ ବିଜେପି ସରକାର ଆକ୍ସନ ମୋଡକୁ ଆସି…
ବିହାରରେ ଅଗଷ୍ଟ ୧୨ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ
ପୁଣି ବିହାରକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦାବି ଜୋରଦାର୍ ହୋଇଛି।ବିହାର ପ୍ରଦେଶ କଂଗ୍ରେସ କମିଟି (ବିପିସିସି) ଅଗଷ୍ଟ ୧୨ ତାରିଖରୁ କେନ୍ଦ୍ର ସରକାରଙ୍କ ଦ୍ବାରା ରାଜ୍ୟକୁ ସ୍ୱତନ୍ତ୍ର ମାନ୍ୟତା ଦେବାକୁ ମନା କରିବା ବିରୋଧରେ ରାଜ୍ୟବ୍ୟାପୀ ଆନ୍ଦୋଳନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି।…
ଶୂନ ହୋଇଯିବ କି ବିଜେଡି ?
ବିଜେଡିରେ କମ୍ପନ। ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜିଲ୍ଲା ବିଜେଡିର ବ୍ଲକ ଓ ପଞ୍ଚାୟତ ପ୍ରତିନିଧି। ମୋହନ ମାଝୀଙ୍କ ନିଜ ନିର୍ବାଚନ ମଣ୍ଡଳୀ କେନ୍ଦୁଝର ସଦରର ୧୮ ଜଣ ବିଜେଡି ସମର୍ଥିତ ସମିତି ସଭ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିବା ବେଳେ ବାଂଶପାଳ ବ୍ଲକର ୧୪ ବିଜେଡି ସମର୍ଥିତ ବିଜେଡି ସରପଞ୍ଚ ଓ…