Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Politics
All politics-related news information will be uploaded here in daily besis
ଲୋକଙ୍କ ସମସ୍ୟା ଓ ସରକାରଙ୍କ ଅପାରଗତା ଉପରେ ବିଧାନ ସଭାରେ ସ୍ୱର ଉଠାଇବ ବିଜେଡି ।
ବିଜେଡି ବିଧାୟକ ଦଳର ବୈଠକ ଶଙ୍ଖ ଭବନଠାରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟର ସାଂପ୍ରତିକ ରାଜନୈତିକ ପରିସ୍ଥିତି ଓ ଲୋକଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା ।
ଏହି ବୈଠକରେ ଉଦ୍ବୋଧନ ଦେଇ ବିରୋଧୀ ଦଳ ନେତା ଶ୍ରୀ…
ବେଗୁନିଆ – ବୋଲଗଡ ନିର୍ବାଚନ ମଣ୍ଡଳୀର ବିଜେଡି ସମର୍ଥିତ ସରପଂଚ, ସମିତିସଭ୍ୟ ଏବଂ ଜନପ୍ରତିନିଧିଙ୍କ ବିଜେପିରେ…
ବିଜେପିର ଅନ୍ୟନାମ ବିକାଶ । ବିକାଶକୁ ତ୍ୱରାନ୍ୱିତ କରିବା ଦାୟିତ୍ୱ ଆମ ସମସ୍ତଙ୍କର । ଏହି କାରଣରୁ ବିଜେପି ଆଜି ସମଗ୍ର ଭାରତବର୍ଷରେ ଆଦୃତ ହୋଇ ବିଶ୍ୱର ସର୍ବବୃହତ୍ ରାଜନୈତିକ ଦଳ ଭାବେ ପ୍ରତିଷ୍ଠା ଲାଭ କରିଛି । ରାଜ୍ୟରେ ପ୍ରଥମଥର ପାଇଁ ବିଜେପି ଏକାକୀ ସରକାର ଗଠନ କରିବା ପରେ “ନିର୍ବାଚନୀ…
ଆଜି ରାଷ୍ଟ୍ରପତି ବିଧାନସଭାରେ ବିଧାୟକଙ୍କୁ ସମ୍ବୋଧିତ କରିବେ
ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେଉଛି। ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୨୯ଟି କାର୍ଯ୍ୟଦିବସ ରହିଛି। ଗୁରୁବାର ପୂର୍ବାହ୍ଣରେ ଗୃହକାର୍ଯ୍ୟ ଆରମ୍ଭ ହୋଇ ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆସିବ। ପରେ ଗୃହ ମୁଲତବୀ ରହିବ। ଅପରାହ୍ଣରେ…
ବିଜେଡିକୁ ବଡ଼ ଝଟକା: ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ
ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ଆଜି ଏକ ବଡ଼ ଖବର। କଟକର ଜଣାଶୁଣା ରାଜନେତା ତଥା ପୂର୍ବତନ ବିଧାୟକ, ବର୍ତ୍ତମାନର ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ଆଜି ବିଜୁ ଜନତା ଦଳ (ବିଜେଡି)ର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ସେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ତାଙ୍କର…
ବିଜେଡିର ନେତୃତ୍ବ କିଏ ନେବ ସେନେଇ ଚର୍ଚ୍ଚା ଆରମ୍ଭ, ଉତ୍ତରାଧିକାରୀଙ୍କ ନାଁ ଘୋଷଣା କରିପାରନ୍ତି ନବୀନ
ନୂଆପଡ଼ା ଉପନିର୍ବାଚନରେ ଶୋଚନୀୟ ପରାଜୟ ପରେ ବିଜେଡିର ନେତୃତ୍ବ କିଏ ନେବ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏଥିପାଇଁ ନବୀନ ନିବାସରେ କସରତ ଚାଲିଛି। ଆସନ୍ତା ଡିସେମ୍ବର ୨୬ରେ ବିଜେଡିର ପ୍ରତିଷ୍ଠା ଦିବସ। ସେହିଦିନ ନବୀନ ଉତ୍ତରାଧିକାରୀ ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି।…
ସରକାର ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ
ଭୁବନେଶ୍ୱର, : ଖୋର୍ଦ୍ଧା ବାଘମାରୀରେ ନାବାଳିକା ଅପହରଣ ଓ ଗଣଦୁଷ୍କର୍ମ ଘଟଣାକୁ ନେଇ ସରକାର ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏକ୍ସରେ ନବୀନ ଲେଖିଛନ୍ତି – ‘‘ଖୋର୍ଦ୍ଧା ବାଘମାରୀରେ ନାବାଳିକାଙ୍କୁ ଅପହରଣ ଏବଂ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ…
ଜି୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ଜି୨୦ ଶିଖର ସମ୍ମିଳନୀର ପ୍ରଥମ ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିଭାଷଣ -
ଆରମ୍ଭରେ, ମୁଁ ରାଷ୍ଟ୍ରପତି ରାମାଫୋସାଙ୍କୁ ଜି୨୦ ଶିଖର ସମ୍ମିଳନୀର ଚମତ୍କାର ଆୟୋଜନ ଏବଂ ସଫଳ ଅଧ୍ୟକ୍ଷତା ପାଇଁ ଅଭିନନ୍ଦନ ଜଣାଉଛି। ଦକ୍ଷିଣ ଆଫ୍ରିକାର ଅଧ୍ୟକ୍ଷତାରେ, ଦକ୍ଷ ପ୍ରବାସ,…
୨୭ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି
ଆସନ୍ତା ୨୭ ଓ ୨୮ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୭ ତାରିଖ ଅପରାହ୍ଣ ୨ଟାରେ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ସେଠାରୁ ରାଜଭବନ ଆସିବା ପରେ ୨ଟା ୨୫ରେ ସେ କଳିଙ୍ଗ ଅତିଥି ନିବାସର ଉଦଘାଟନ…
ନୂତନ ଶ୍ରମ ସଂହିତାର ଦେଶବ୍ୟାପୀ କାର୍ଯ୍ୟକାରିତା ପାଇଁ ସମସ୍ତ ଶ୍ରମିକଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଗୃହମନ୍ତ୍ରୀ
କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ସାରା ଦେଶରେ ନୂତନ ଶ୍ରମ ସଂହିତା ଲାଗୁ ହେବା ନେଇ ଦେଶର ସମସ୍ତ ଶ୍ରମିକଙ୍କୁ ହୃଦୟରୁ ଶୁଭେଚ୍ଛା ଜଣାଇଛନ୍ତି।
ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ ଶ୍ରୀ ଅମିତ ଶାହ କହିଛନ୍ତି ଯେ, ନୂତନ ଶ୍ରମ ସଂହିତାର ଦେଶବ୍ୟାପୀ କାର୍ଯ୍ୟକାରିତା ପାଇଁ…
ମିଛ ଧରା ପଡିଯିବା ଭୟରେ ସରକାର ଗଣତି ମଣତିକୁ ଟାଳୁଛନ୍ତି: ବିଜେଡି
ରତ୍ନ ଭଣ୍ଡାରର ଗଣତି ମଣତିକୁ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦେଇଥିବା ମନ୍ତବ୍ୟ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ରଖିଛି । ପର୍ଯ୍ୟାୟକ୍ରମେ ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ଗଣତି ମଣତି ହେବ ବୋଲି ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ଦେଇ ରତ୍ନ…