Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Politics
All politics-related news information will be uploaded here in daily besis
୩ ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ, ଜି-୨୦ ଶୀଖର ସମ୍ମିଳନୀରେ ଦେବେ ଯୋଗ
୩ ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀମୋଦୀ । ଆଜି ଠାରୁ ୨୩ ନଭେମ୍ବର ଯାଏଁ ଦକ୍ଷିଣ ଆଫ୍ରିକା ଗସ୍ତରେ ମୋଦୀ । ୩ ଦକ୍ଷିଣ ଆଫ୍ରିକାରେ ହେବାକୁ ଥିବା ଜି-୨୦ ଶୀଖର ସମ୍ମିଳନୀରେ ଯୋଗଦେବାକୁ ଦକ୍ଷିଣ ଆଫ୍ରିକା ଅଭିମୁଖେ ଆଜି ସକାଳେ ଗସ୍ତ କରିଛନ୍ତି ମୋଦୀ । ଜୋହାନ୍ସବର୍ଗରେ…
ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭୁବନେଶ୍ୱରରେ ଭବ୍ୟ ସ୍ୱାଗତ
ଭୁବନେଶ୍ୱର, ନଭେମ୍ବର ୨୧: ବିହାର ବିଧାନସଭା ନିର୍ବାଚନରେ ଏନଡିଏର ଚମତ୍କାର ବିଜୟର ମୁଖ୍ୟ ରଣନୀତିଜ୍ଞ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ବିହାରରେ ଏନଡିଏକୁ ସ୍ପଷ୍ଟ ଏବଂ ପ୍ରବଳ ବହୁମତ…
ଶପଥ ନେଲେ ନବ ନିର୍ବାଚିତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ
ନବ ନିର୍ବାଚିତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଗୁରୁବାର ମଧ୍ୟାହ୍ନରେ ବାଚସ୍ପତି ସୁରମା ପାଢୀ ତାଙ୍କ ଶପଥ ପାଠ କରାଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ଢୋଲକିଆଙ୍କ ମା, ପତ୍ନୀଙ୍କ ସମେତ ବିଜେପିର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ଜୟ…
ଆଜି ୧୦ମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନୀତୀଶ କୁମାର
ବିହାରରେ ଆଜିଠୁ ପୁଣି ନୀତୀଶ ସରକାର । ୧୦ମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନୀତୀଶ କୁମାର । ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଏବଂ ସମସ୍ତ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେବେ ।
ଶପଥ ପାଠ…
ରାଜନୀତି ଛାଡିବେନି ପ୍ରଶାନ୍ତ କିଶୋର: ନିର୍ବାଚନ ପରାଜୟ ପାଇଁ ଦାୟିତ୍ୱ ନେଲେ
ନିର୍ବାଚନରେ ଜନ ସୁରାଜ ପାର୍ଟିର ପରାଜୟ ପରେ ଦଳର ପ୍ରତିଷ୍ଠାତା ତଥା ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ବିହାରବାସୀଙ୍କୁ କ୍ଷମା ମାଗିଛନ୍ତି । ତାଙ୍କ ଦଳର ଯଦି କିଛି ଭୁଲ ରହିଥାଏ ତେବେ ସେମାନେ ଆଗାମୀ ଦିନରେ ତାହାକୁ ସୁଧାରିବେ ବୋଲି ପିକେ କହିଛନ୍ତି । ଏହା ସହ ସେ ସିଧା ସିଧା…
ବିଜେପିକୁ ୧୬, ଜେଡିୟୁକୁ ୧୪ ମନ୍ତ୍ରିପଦ ମିଳିପାରେ !
ବିହାର ନିର୍ବାଚନ ପରେ ଏନ୍ଡିଏ ବୈଠକରେ ସରକାର ଗଠନ ନେଇ ବଡ଼ ସୂଚନା ମିଳିଛି । ଚୂଡ଼ାନ୍ତ ହୋଇଥିବା ବ୍ୟବସ୍ଥା ଅନୁଯାୟୀ ବିଜେପିରୁ ପ୍ରାୟ ୧୫ରୁ ୧୬ ଜଣ ମନ୍ତ୍ରୀ ହେବା ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଜେଡିୟୁର ପ୍ରାୟ ୧୪ ଜଣ ମନ୍ତ୍ରୀ ହେବା ସମ୍ଭାବନା ରହିଛି।
ସେହିପରି ୧୯ଟି ଆସନ…
କଂଗ୍ରେସର ବିଭୀଷଣ କିଏ ?
କଂଗ୍ରେସ ପିସିସି ସଭାପତି ଭକ୍ତ ଦାସ ନୂଆପଡ଼ାରେ କଂଗ୍ରେସର ଶୋଚନୀୟ ପରାଜୟକୁ ନେଇ କହିଛନ୍ତି, ସବୁ ଦଳରେ ବିଭୀଷଣ ଅଛନ୍ତି। ଆଉ ଆମ ଦଳ କଂଗ୍ରେସରେ ବି ବିଭୀଷଣ ଅଛନ୍ତି। ଯେଉଁମାନଙ୍କ ପାଇଁ ଦଳକୁ ଆଶାନୁରୂପ ସଫଳତା ମିଳିଲାନି। ଏହି କାରଣରୁ ବିଭୀଷଣମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।…
ଆଜି ଆସିବ ଶେଖ୍ ହାସିନାଙ୍କ ବିରୋଧରେ ରାୟ
ବାଂଲାଦେଶରେ ଉତ୍ତେଜନା ଯୋଗୁଁ ହାଇଆଲର୍ଟ ଜାରି କରାଯାଇଛି । ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲଙ୍କ ରାୟ ପୂର୍ବରୁ ପୁରା ଦେଶରେ ହାଇଆଲର୍ଟ ଜାରି କରାଯାଇଥିବା ସୂଚନା ମିଳିଛି । ବାଂଲାଦେଶର ପୂର୍ବତନ ତଥା ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ୍ ହାସିନାଙ୍କ ବିରୋଧରେ ଆଜି ରାୟ ଆସିବାକୁ…
ନୂଆପଡ଼ା ଉପନିର୍ବାଚନ ଫଳାଫଳରେ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନକରିଛନ୍ତି ସ୍ନେହାଙ୍ଗିନୀ ଛୁରିଆ
ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡି ସଙ୍ଗୀନ ଅଭିଯୋଗ ଆଣିଛି। ବିଜେଡି ନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନ କରିବା ସହ ନିର୍ବାଚନ କମିଶନଙ୍କୁ କଡ଼ା ନିନ୍ଦା କରିଛନ୍ତି। ଛୁରିଆ କହିଛନ୍ତି, “ଯେଉଁ ଭୋଟ୍ ମେସିନ୍ରେ…
ସୋସିଆଲ ମିଡିଆ ଜରିଆରେ ଯନ୍ତ୍ରଣା ବଖାଣିଛନ୍ତି ଲାଲୁ ପ୍ରସାଦ ଯାଦବଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ
ନିକଟରେ ବିହାର ବିଧାନସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଏହି ନିର୍ବାଚନରେ ଆରଜେଡିର ପରାଜୟ ପରେ ଲାଲୁଙ୍କ ପରିବାର ମଧ୍ୟରେ ବିବାଦ ବୃଦ୍ଧି ପାଇଛି। ଲାଲୁ ପ୍ରସାଦ ଯାଦବଙ୍କ ଝିଅ ରୋହିଣୀ ଆଚାର୍ଯ୍ୟଙ୍କ ଏକ ବୟାନ ଚାଞ୍ଚଲ୍ୟ ଖେଳାଇ ଦେଇଛି।
ଗତକାଲି ରୋହିଣୀ…